-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||     

HOME   ଜିଲ୍ଲା

କାଲିମେଳା ମଣ୍ଡି ପରିଦର୍ଶନ କଲେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ

04-Jan-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା): କାଲିମେଳା ମଣ୍ଡି ରେ ଧାନ ନ ଉଠୁ ଥିବାରୁ  ରାଗିଗଲେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ। ମିଳିତ ଭାବେ ପରିଦର୍ଶନ କଲେ କାଲିମେଳା ରେ ଥିବା ମଣ୍ଡି । ମଣ୍ଡି ରେ ଆସି ଜାଣିବାକୁ ପାଇଲେ ଦୁଇ ଥର ମଣ୍ଡି ସରିଲେ ମଧ୍ୟ ପରଚେସ ହୋଇନଥିଲା ଧାନ। ସଙ୍ଗେ ସଙ୍ଗେ ଲେମ୍ପସ ର ଏମ.ଡି ଚନ୍ଦନ ମାଦଳା ଙ୍କୁ ନିର୍ଦେଶ ପରେ ଚାଷୀ ଙ୍କ ଠାରୁ କିଣା ଗଲା ଧାନ। ଏହି ସମୟ ରେ ଚାଷୀ ମଧୁସୂଦନ ମାଡ଼ି, ଦେବାଶିଷ ହାଲଦାର, ଦୁଲାଲ ବାଲା,ରାମା କବାସି,ସଞ୍ଜିତା ଭଳି ଅନେକ ଚାଷୀ ଙ୍କ ଅଭିଯୋଗ କ୍ରମେ ୬ କେଜି ନ କଟାଯାଇ ଚାଷୀ ଙ୍କ ମତାମତ ରେ ୩ କେଜି ଲେଖାଏଁ କଟାଯିବା କଥା ମାନିଲେ ଅତିରିକ୍ତ ଜିଲ୍ଲାପାଳ ଏହା ସଙ୍ଗେ ସଙ୍ଗେ ଏମ.ଆଇ ଚିନ୍ମୟ ସାହୁ  ଙ୍କୁ ନିର୍ଦ୍ଦେଶ ପରେ ଦୁଇ ଦିନ ମଧ୍ୟରେ ମଣ୍ଡି ରେ ପଡିଥିବା ୫୫୦୦କୁଣ୍ଟାଲ ଧାନ କୁ ଉଠାଯିବ ବୋଲି ଏମ.ଆଇ କହିଥିଲେ। ଦଲାଲ ମୁକ୍ତ କରିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଏହି ସଭା ରେ ଉପସ୍ଥିତ ଅଫିସର ମାନେ। ମଣ୍ଡି ରେ ପରଚେସ ଆଗରେ ମିଲର ଆସି ଡିସାଇଟ କରିପାରିବେ ନାହିଁ ବୋଲି କଡ଼ା ଭାଷାରେ ଏମ.ଆଇ ଙ୍କୁ ବୁଝାଇଲେ ଅତିରିକ୍ତ ଜିଲ୍ଲାପାଳ। ଏହି ପରିଦର୍ଶନ ସମୟରେ ଅତିରିକ୍ତ ଜିଲ୍ଲାପାଳ ସୋମନାଥ ପ୍ରଧାନ,ଏର.ସି.ଏସ ଟି.ଶବର, ଆର.ଏମ.ସି ସେକ୍ରେଟାରୀ,ଡି.ଏଲ.ପି.ସି ମେମ୍ବର ଲକ୍ଷ୍ମୀକାନ୍ତ ତ୍ରିପାଠୀ, କାଲିମେଳା ଏମ୍.ଆଇ ଚିନ୍ମୟ ସାହୁ, ଯୋଗାଣ ସହାୟକ ପ୍ରତାପ ପତି, ଲେମ୍ପସ ଏମ.ଡି ଚନ୍ଦନ ମାଦଳା,ଡିଇଓ ପଙ୍କଜ, ମଣ୍ଡି ଇନଚାଜ ଦିଲିପ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026

You Might Also Like