-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||      ଜିଲ୍ଲା ବିଜେପି ପକ୍ଷରୁ ମଲିକୁଦରେ ଡଃ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ।   (20-Apr-2026)       ||      *ଯୋରନ୍ଦାରୁ ୨୧ ଦିନର ପାଦଯାତ୍ରାରେ ମହିମା ଧର୍ମର ସାଧୁଙ୍କ ପାଦଯାତ୍ରା – ସାଧୁସନ୍ଥ ସେବାରେ ଯୁବକଙ୍କ ସହଯୋଗ*   (20-Apr-2026)       ||     

HOME   ଜିଲ୍ଲା

ବିକାଶ ସ୍କୁଲ ଶାସନ ପକ୍ଷରୁ ସାହାରା ଟ୍ରଷ୍ଟ ହାଇସ୍କୁଲ ଠାରେ କ୍ୟାରିୟର କାଉଁନସେଲିଂ ଓ ପୁରସ୍କାର ବିତରଣ ଉତ୍ସବ

04-Jan-2026



ସୋନପୁର( ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ସାହାରା ଟ୍ରଷ୍ଟ ହାଇସ୍କୁଲ ଠାରେ ବିକାଶ ସ୍କୁଲ ଶାସନ ପକ୍ଷରୁ କ୍ୟାରିୟର କାଉନସିଲିଙ୍ଗ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା l ଏଥିରେ ବିଦ୍ୟା ବିକାଶ ଗ୍ରୁପ୍ ଅଫ୍ ଈନଷ୍ଟି ଚୁସନ୍ ଓଡ଼ିଶା ମୁଖ୍ୟ ପ୍ରଶାସନିକ ଅଧିକାରୀ ସଞ୍ଜୀବ କୁମାର ବାବୁ, ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷ ଦିବ୍ୟ ସିଂ ମହନ୍ତ, ଆଇ ଟି ପ୍ରଧ୍ୟାପକ ମନୋରଞ୍ଜନ ମିଶ୍ର, ଇଂରାଜୀ  ପ୍ରଧ୍ୟାପକ ବିଶ୍ୱଜିତ୍ ଗାଙ୍ଗୁଲି ଯୋଗ ଦେଇ ଥିଲେ l ଶୃଂଖଳା ଅନୁଶାସନ ସହ ସ୍ଵ ବୁଦ୍ଧିମତା ରେ ବିବେକ ଦ୍ଵାରା ପରିଚାଳିତ କଲେ ପ୍ରତ୍ୟେକ କାର୍ଯ୍ଯ ରେ ସଫଳ ହେବା l କୌଣସି ବିଷୟ ବା ପାଠ୍ୟ କ୍ରମ ଛୋଟ ବା ବଡ଼ ନୁହେଁ ଛାତ୍ର ଛାତ୍ରୀ ହିଁ ନିଜେ ପାଠ୍ୟ କ୍ରମ ର ଉତ୍ତୋରତର ଉନ୍ନତି ନିର୍ଧାରଣ କରିଥାଏ l ଦଣ୍ଡ ମୂକ୍ତ ଓ ଅନୁଶାସନ ଶୃଂଖଳା ସହିତ ସ୍କୁଲ ଏବଂ ଘର ର ମାଆ ବାପା ଛାତ୍ର ଛାତ୍ରୀ ଙ୍କ ଭବିଷ୍ୟତ ଗଢନ୍ତି ବୋଲି ଆଜି ମୁଖ୍ୟ ପ୍ରଶାସନିକ ଅଧିକାରୀ ଶ୍ରୀ ବାବୁ ଓ ସମସ୍ତ ଅତିଥି ପରାମର୍ଶ କରିଥିଲେ |

ଶେଷରେ ଗଣ ମାଧ୍ୟମ ପ୍ରତିନିଧି ସମ୍ମିଳନୀରେ ଏ କାର୍ଯ୍ଯ କ୍ରମ ର ଉଦ୍ଦେଶ୍ୟ ଓ ଲକ୍ଷ୍ୟ ଉପରେ ମତ ପ୍ରକାଶ କରିଥିଲେ ଶ୍ରୀ ବାବୁ l ଓ କୋଡିଏ ଜଣ ସାମ୍ୱାଦିକ ଙ୍କୁ ବିକାଶ ଅନୁଷ୍ଠାନ ପକ୍ଷରୁ ସମ୍ବର୍ଧିତ କରାଯାଇଥିଲା l ବିକାଶ ମେଧାବୀ ପରୀକ୍ଷା କୃତୀ ଛାତ୍ର ଛାତ୍ରୀ ଙ୍କୁ ମାନପତ୍ର ମୋମେନ୍ଟୋ ସହ ପୁରସ୍କୃତ କରିଥିଲେ l  ସାହାରା ଟ୍ରଷ୍ଟ ର ପ୍ରଧାନ ଶିକ୍ଷକ ଗତି କୃଷ୍ଣ ମିଶ୍ର, ଅଧ୍ୟକ୍ଷ ଦିଲ୍ଲିପ କୁମାର ପଣ୍ଡା ଙ୍କ ସମେତ ସମସ୍ତ ଶିକ୍ଷକ ଙ୍କୁ ଗୁରୁ ଶ୍ରେଷ୍ଠ ସମ୍ମାନ ରେ ସମ୍ମାନିତ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ   20-Apr-2026
  ଜିଲ୍ଲା  
ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   20-Apr-2026

You Might Also Like