-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

ଅଙ୍ଗନଦୀ ପୋଲ ଉପରେ ବାଇକକୁ ଧକ୍କା ଦେଲା ଟାଟାଏସ ଗାଡି ● କକା-ପୁତୁରା ମୃତ

05-Jan-2026



ସାଲେଭଟା(ପ୍ରେରଣା ଖବର): ଗତକାଲି ମଧ୍ୟାହ୍ନରେ ଚେରୁପାଲି-ସାଲେଭଟା ଅଙ୍ଗନଦୀ ପୋଲ ଉପରେ ଏକ ମର୍ମନ୍ତୁଦ ଦୁର୍ଘଟଣାରେ କାକା-ପୁତୁରାର ମୃତ୍ୟୁ ହୋଇଥିବା ଜଣାଯାଏ । ପ୍ରାପ୍ତ ସୂଚନା ଅନୁସାରେ ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଚରଦା ଗ୍ରାମର ଲକ୍ଷ୍ମଣ ବାଗଙ୍କ ପୁଅ ଭଜନ ବାଗ(୩୨) । ଭଜନ ବାଗଙ୍କ ପୁତୁରା ତଥା ପରଦେଶୀ ବାଗଙ୍କ ପୁଅ ପାର୍ଥ ବାଗ(୧୪) ଏକ ବାଇକ ଯାହାର ନମ୍ବର ଓଡି ୦୩-ପି-୪୩୫୫ରେ ଅଙ୍ଗନଦୀ ପୋଲ ଉପରେ ଦେଇ ଲୋଇସିଂହା କୁ ଯାଉଥିଲେ। ପାର୍ଥ ବାଗଙ୍କ ଭଉଣୀର ବାହା ଘର ନିମନ୍ତ୍ରଣ କାର୍ଡ ବା ବାକୁ ଆଜି ସକାଳେ ବାହାରି ବିଭିନ୍ନ ଗ୍ରମାର ନିଜର ସଂପର୍କୀୟ ମାନଙ୍କୁ ଦେଉଥିଲେ । ଡୁଙ୍ଗୁରିପାଲି ବ୍ଳକ ଶୁଖା ଗ୍ରାମରେ କାର୍ଡ ବଂଟନ ପରେ ଲୋଇସିଂହାକୁ ଯାଉଥିଲେ । ୨୬ ନମ୍ବର ଜାତୀୟ ରାଜପଥର ବୀପରୀତ ଦିଗରୁ ଏକ ଗାଜର ବୋଝେଇ ମହିନ୍ଦ୍ରା ସୁପ୍ରୋ ଗାଡି ଯାହାର ନଂ.ଓଡି ୦୩-ଡବ୍ଲ୍ୟୁ-୩୯୪୧ ବାଇକୁ ଧକ୍କା ଦେଇଥିଲା । ଫଳରେ ଉଭୟେ

ଗୁରୁତର ହୋଇ ପଢି ଯାଇଥିଲେ । ଘଟଣା ସ୍ଥଳରୁ ଉଦ୍ଧାର କରି ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତି କରିଥିଲେ । ପାର୍ଥ ବାଗକୁ ଡାକ୍ତର ମୃତ ଘୋଷଣା କରିଥିବା ବେଳେ ଗୁରୁତର ଭଜନକୁ ବରଗଡ ଡାକ୍ତରଖାନାକୁ ପଠାଯାଇଥିଲା । ସେଠାରେ ତାଙ୍କର ମଧ୍ୟ ମୃତ୍ୟୁ ହୋଇଥିବା ସଂପର୍କୀୟମାନେ ପ୍ରକାଶ କରିଛନ୍ତି । ମୃତ ପାର୍ଥ ବାଗ ଦଶମ ଶ୍ରେଣୀରେ ପଢ଼ୁଥିବା ବେଳେ ସେ ବାପାମାଙ୍କ ଏକମାତ୍ର ପୁତ୍ର । ଗୋଟିଏ ମାତ୍ର ଭଉଣୀର ବାହା ଘର ଆସନ୍ତା ଜାନୁୟାରୀ ୨୮ତାରିଖରେ

ସରଧାପାଲିରେ ହେବାକୁ ଥିବା ବେଳେ ଉଭୟ କାକା-ପୁତୁରା କାର୍ଡ ବାଂଟୁଥିଲେ । ଗୋଟିଏ ପରିବାରର ଦୁଇ ଜଣଙ୍କ ଦୁର୍ଘଟଣାରେ  ମୃତ୍ୟୁ ଖବର ପାଇ ପରିବାର ଲୋକେ ଡାକ୍ତରଖାନାରେ ପହଂଚିଥିଲେ । ସେଠାରେ କାନ୍ଦ ବୋବାଲି ରେ ଫାଟି ପଡ଼ୁଥୁଲା । ଡୁଙ୍ଗୁରିପାଲି ପୁଲିସ୍ ଖବର ପାଇ ଏକ ଦୁର୍ଘଟଣା ମାମଲା ରଜୁ କରି ତଦନ୍ତ ଜାରି ରଖିଛନ୍ତି । ଡୁଙ୍ଗୁରିପାଲି ଡାକ୍ତରଖାନାରେ ଥିବା ପାର୍ଥର ମୃତ ଦେହ ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପାଇଁ ବିନିକା ପଠାଯିବ ବୋଲି ଥାନାଧୁକାରୀ ରୋଜାଲିନ ପଟେଲ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like