-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ରଜ୍ୟ ତଥା ରାଜ୍ୟ ବାହାରରେ ଅବସ୍ଥାପିତ ବଲାଙ୍ଗୀର ମାଟିର ଗର୍ବଗୌରବ ୫ବିଚାରପତିଙ୍କୁ ସମ୍ବର୍ଦ୍ଧିତ କରିବ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ

05-Jan-2026



ବଲାଙ୍ଗିର: ଆଇନଜୀବୀ ବୃତ୍ତିରେ ଥାଇ ଜିଲ୍ଲା ତଥା ଜିଲ୍ଲା ବାହାରରେ ବିଭିନ୍ନ କୋର୍ଟରେ ବିଚାରପତି ଆସନ ଅଳଙ୍କୃତ କରିଥିବା କିଛି ବିଚାରପତିଙ୍କ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି । ଆଇନସେବା ଓ ନ୍ୟାୟିକ ପ୍ରକ୍ରିୟାରେ ନିଜର ସ୍ମରଣୀୟ ସାମର୍ଥ୍ୟ ପ୍ରଦର୍ଶନ କରିଥିବା ବଲାଙ୍ଗୀର ମାଟିର ୫ଜଣ ବିଚାରପତିଙ୍କୁ ଆସନ୍ତା ଜାନୁୟାରୀ ୧୧ ତାରିଖ ଦିନ ସାଢ଼େ ୧ଠାଟା ସମୟରେ ବଲାଙ୍ଗୀର ସିଭିଲ କୋର୍ଟ ବାର୍ ହଲ୍ ଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧିତ କରାଯିବ ବୋଲି ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥ ସୂଚନା ଦେଇଛନ୍ତି । ସୁପ୍ରିମ କୋର୍ଟର ମାନ୍ୟବର ବିଚାରପତି ଜଷ୍ଟିସ୍ ପ୍ରଶାନ୍ତ କୁମାର ମିଶ୍ର, ଝାରଖଣ୍ଡ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ତଥା ବର୍ତ୍ତମାନର ଜିଏସ୍‌ଟି ଏପେଲେଟ୍ ଟ୍ରିବ୍ୟୁନାଲର ଅଧ୍ୟକ୍ଷ ଜଷ୍ଟିସ୍ ସଂଜୟ ମିଶ୍ର, ଓଡ଼ିଶା ହାଇକୋର୍ଟ ବିଚାରପତି ସଂଜୀବ ପାଣିଗ୍ରାହୀ ଓ ଗୌରୀଶଙ୍କର ଶତପଥୀ ଏବଂ ଛତିଶଗଡ଼ ହାଇକୋର୍ଟର ବିଚାରପତି ଜଷ୍ଟିସ୍ ବିଭୁଦତ୍ତ ଗୁରୁ ଙ୍କୁ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ । ଏହି ସମ୍ବାର୍ଦ୍ଧନା କାର୍ଯ୍ୟକ୍ରମକୁ କିପରି ସଫଳ ଭାବରେ ସମାପନ କରାଯାଇ ପାରିବ ସେ ନେଇ ଜିଲ୍ଲା ଓକିଲ ସଂଘ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ କମିଟିର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗୀର ମାଟିରୁ ଯାଇ ରାଜ୍ୟ ତଥା ରାଜ୍ୟ ବାହାରରେ ବଲାଙ୍ଗୀରର ନାଁ କୁ ଉଜ୍ୱଳ କରିଥିବା ଏହି ପ୍ରତିଭା ମାନଙ୍କୁ ଭବ୍ୟ ସ୍ୱାଗତ କରାଯିବା ପାଇଁ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଚାଲିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like