-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ଜାନୁଆରୀ ୧୯ ରେ ସୋନପୁର ଗାନ୍ଧୀ ଷ୍ଟାଡିୟମ୍ ରେ ଆରମ୍ଭହେବ ସର୍ବଭାରତୀୟ ଲାଲମନି କ୍ରିକେଟ

05-Jan-2026



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ସଂଘ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଷ୍ଟାଡିଅମରେ ଚଳିତ ମାସ ୧୯ ତାରିଖରୁ ୨୬ତାରିଖ ପର୍ଯ୍ୟନ୍ତ ୩୭ତମ ସର୍ବଭାରତୀୟ ଲାଲମନି କ୍ରିକେଟ ପ୍ରତିଯୋଗିତା (ଲାଲମନି କ୍ରିକ ଫେଷ୍ଟ -୨୦୨୬) ଆରମ୍ଭ ହେବ ବୋଲି ଜିଲ୍ଲା  କ୍ରିକେଟ ସଂଘ  ପକ୍ଷରୁ ସଂଘ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀ ରେ ସୂଚନା ଦିଆଯାଇଛି। ଚଳିତ ବର୍ଷ ରାଜ୍ୟ ଭିତରୁ ୫ଟି ଏବଂ ରାଜ୍ୟ ବାହାରୁ ୪ଟି ଦଳ ଅଂଶଗ୍ରହଣ କରିବେ | ୨୨ ତାରିଖ ପ୍ରଥମ ସେମିଫାଇନାଲ ଏବଂ ୨୫ ତାରିଖ ଦ୍ବିତୀୟ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହେବ । ସେହିପରି ମେଗା ଫାଇନାଲ ଖେଳ ୨୬ ତାରିଖ ଦିନ ଅନୁଷ୍ଠିତ ହେବ | ପ୍ରତ୍ୟେକ ମ୍ୟାଚ ଟି-୨୦, ଟି-୧୦ ଫର୍ମାଟରେ ଖେଳାଯିବ। ଏପରିକି ଆବଶ୍ୟକ ପଡିଲେ ସୁପର-୨ ଓଭର ଖେଳାଯିବ ବୋଲି ସୂଚନା
ଦେଇଛନ୍ତି ସଂଘ କର୍ମ କର୍ତ୍ତା l ଜଣେ ଦୁଇ ଜଣ ଆନ୍ତର୍ଜାତିକ କ୍ରିକେଟିୟର  ଙ୍କୁ ଏହି ଉତ୍ସବ ପାଇଁ ନିମନ୍ତ୍ରଣ କରା ଯାଇଥିବା ବିଷୟ ମଧ୍ୟ ସୂଚନା ଦେଇଛନ୍ତି । ପ୍ରତି ସଂଧ୍ୟା ରେ ସାଂସ୍କୃତିକ କାର୍ଯ୍ୟକ୍ରମ ପାଇଁ ଅୟୋଜନ ହୋଇଛି ।ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କ୍ରିକେଟ ସଂଘ ସଭାପତି ରାମଶଙ୍କର ସାହୁ, ଉପସଭାପତି ବି. ସତ୍ୟନାରାୟଣ ରାଓ, ସମ୍ପାଦକ ପ୍ରଦୀପ ସେଠୀ, କୋଷାଧ୍ୟକ୍ଷ ଶ୍ୟାମସୁନ୍ଦର ପାତ୍ର, ଜିଲ୍ଲା କ୍ରିକେଟ ସଂଘର ସମସ୍ତ ସଦସ୍ୟ ଯୋଗଦେଇଥିଲେ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like