-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଅପରାଧ

ଘରୁ ମିଳିଲା ବନ୍ଧୁକ, ବନ୍ଧା ହେଲେ ବିଜେପି ନେତା: ଡକାୟତି ଷଡ଼ଯନ୍ତ୍ର କରୁଥିବା ବେଳେ ୪ ଅଭିଯୁକ୍ତଙ୍କୁ ଖଣ୍ଡା-ଗୁଳି-ବନ୍ଧୁକ ସହ ଗିରଫ କଲା ପୋଲିସ

02-Feb-2021



ଖଲ୍ଲିକୋଟ,ଗଞ୍ଜାମ(ପ୍ରେରଣା ଖବର): ଗଞ୍ଜାମ ପୋଲିସକୁ ମିଳିଛି ବଡ ସଫଳତା। ବେଆଇନ ଅସ୍ତ୍ରଶସ୍ତ୍ର ଓ ଅପରାଧ ଯୋଜନା ଅଭିଯୋଗ ୨ଟି ଭିନ୍ନ ଘଟଣାରେ ୫ ଜଣଙ୍କୁ ଗିରଫ କରିଛି ପୋଲିସ। ଗୋଟିଏ ଘଟଣାରେ ଖଲ୍ଲିକୋଟ ବିଜେପି ମଣ୍ଡଳ ସଭାପତି ସନ୍ତୋଷ ରାଉତଙ୍କୁ ବେଆଇନ ବନ୍ଧୁକ ରଖିଥିବା ଅଭିଯୋଗରେ ଗିରଫ କରାଯାଇଥିବା ବେଳେ  ଅନ୍ୟ ୪ ଜଣ ଅଭିଯୁକ୍ତଙ୍କୁ ଡକାୟତି ଯୋଜନା ଅଭିଯୋଗରେ ଗିରଫ କରାଯାଇଛି। ଗିରଫ ବିଜେପି ମଣ୍ଡଳ ସଭାପତିଙ୍କ ସ୍ତ୍ରୀ ଖଲ୍ଲିକୋଟ ବ୍ଲକ କୈରାସି ପଞ୍ଚାୟତର ସମିତିସଭ୍ୟା ପଦରେ ଅଛନ୍ତି।

ବିଜେପି ନେତାଙ୍କ ଘରେ ନାଟକୀୟ ଢ଼ଙ୍ଗରେ ଚଢ଼ାଉ କରି ଗୋଟିଏ ବନ୍ଧୁକ ଜବତ କରିଛି। କିନ୍ତୁ ଦ୍ବିତୀୟ ଘଟଣାରେ ଗିରଫ ୪ ଅଭିଯୁକ୍ତଙ୍କଠାରୁ  ବନ୍ଧୁକ, ଗୁଳି ଓ ଖଣ୍ଡ ଜବତ କରାଯାଇଛି।  ସେମାନେ ଚୋରି ରାହାଜାନିରେ ସଂପୃକ୍ତ ଥିବା ପୋଲିସ ସୂଚନା ଦେଇଛି।  ତେବେ ପ୍ରଥମ ଘଟଣା ସହ ଦ୍ବିତୀୟ ଘଟଣାରେ ଗିରଫ ଅଭିଯୁକ୍ତମାନଙ୍କର ସଂପର୍କ ଅଛି ନା, ତାହା ପୋଲିସ ସ୍ପଷ୍ଟ କରି ନାହିଁ। ସେପଟେ ଗିରଫ ବିଜେପି ନେତାଙ୍କ ଘରୁ ଜବତ ଲାଇସେନ୍ସ ବିହୀନ ବନ୍ଧୁକ ସହ ନିକଟରେ ଘଟିଥିବା ଏକ ହତ୍ୟାକାଣ୍ଡର ସଂପର୍କ ଅଛି କି ନା, ତାହା ମଧ୍ୟ ଅସ୍ପଷ୍ଟ। ତେବେ ଘଟଣାଟି ଚର୍ଚ୍ଚା  ଲାଗି ରହିଛି।

ତେବେ ଗିରଫ ଅଭିଯୁକ୍ତମାନେ ହେଲେ  କୋଦଳାର ସନ୍ତୋଷ ଖଟେଇ, ମୁନାରାମ ଜେନା, ରାଜ ଗୋପାଳ ମହାପାତ୍ର, ଖଲ୍ଲିକୋଟର ଧୀରେନ୍ଦ୍ର ଦାସ ଓ ସନ୍ତୋଷ କୁମାର ରାଉତ | ଗିରଫ ପରେ ସେମାନଙ୍କଠୁ ୮ଟି ବନ୍ଧୁକ, ୧୨ଟି ଅଫୁଟା ଗୁଳି ଏବଂ ୨ଟି ଖଣ୍ଡା ଜବତ କରାଯାଇଛି। ଗତକାଲି ଖଲ୍ଲିକୋଟ ନିକଟ ସାନଘାଟିରୁ ୪ ଡକାୟତଙ୍କୁ ପୋଲିସ ଗିରଫ କରିଥିଲା। ଗଞ୍ଜାମ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଖଲ୍ଲିକୋଟ ଥାନା ଅଧିକାରୀଙ୍କ ନେତୃତ୍ବରେ ଏକ ଟିମ ଗଠନ ହୋଇଥିଲା। ପରବର୍ତ୍ତୀ ସମୟରେ ଏହି ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଗିରଫ କରିଥିଲା।  ପ୍ରେସମିଟ୍ କରି ଏ ସଂପର୍କରେ ଗଞ୍ଜାମ ଆଡସିନାଲ ଏସପି ଠାକୁର ପ୍ରସାଦ ପାତ୍ର ସୂଚନା ଦେଇଛନ୍ତି।  


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like