-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||     

HOME   ଜିଲ୍ଲା

ବାଙ୍କୀ ମାଟିର ପରିଚୟ ପାଇଁ ଆରମ୍ଭ ହେଲା "ମୋ ଗାଁ ମୋ ବାଙ୍କୀ" ଖବର କାଗଜ

05-Jan-2026



ବାଙ୍କୀ : ବାଙ୍କୀ ର ଅସ୍ମିତା, କଳା,ସାହିତ୍ୟ, ସଂସ୍କୃତି ସହ ବାଙ୍କୀର ବହୁମୁଖୀ ସମସ୍ୟାକୁ ସମାଜର ବିଭିନ୍ନ ସ୍ତରରେ ପହଞ୍ଚେଇବା ପାଈଁ ପ୍ରୟାସ କରି ଆଜି ବାଙ୍କୀ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଠାରେ ମୋ ଗାଁ ମୋ ବାଙ୍କୀ ନାମକ ଏକ ପାକ୍ଷିକ ଖବରକାଗଜର ଶୁଭ ଉନ୍ମୋଚନ ହୋଇଯାଇଛି | ଏହି ଅବସରରେ ବାଙ୍କୀ ଉପଖଣ୍ଡର ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେଇଥିବା ବେଳେ ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଡମପଡା ଗଡର ରାଜା  ସାହେବ ଶ୍ରୀଯୁକ୍ତ ଜୟନ୍ତ ଚନ୍ଦ୍ର ମର୍ଦ୍ଧରାଜ ହରିଚନ୍ଦନ ଏବଂ ବାଙ୍କୀ ରାଜା ସାହେବ ଶ୍ରୀଯୁକ୍ତ ଦୁର୍ଗାମାଧବ ଶ୍ରୀଚନ୍ଦନ ମହାପାତ୍ର ଓ ମୁଖ୍ୟ ବକ୍ତା ଭାବେ ଡାକ୍ତର ରାମ ଚନ୍ଦ୍ର ରାଉତ, ରାଜକିଶୋର ପାଲ, ସମ୍ମନିତ ଅତିଥି ଭାବେ ଘନଶ୍ୟାମ ସେଠୀ, ସାହିତ୍ୟିକ ରବି ନାରାୟଣ ମଙ୍ଗରାଜ ଯୋଗଦେଇ ଥିଲେ | ଅନ୍ୟ ପଟେ ଉକ୍ତ ସଭାରେ ସାମ୍ବାଦିକ ଶୁଶାନ୍ତ ନାୟକ, ମାନସ ରଞ୍ଜନ ସାହୁ, ସୁବ୍ରତ ନାୟକ,ଶ୍ରବଣ ସେଠିଙ୍କୁ ସମ୍ବର୍ଦ୍ଧିତ କରାଯାଥିଲା |  ଏହି ଖବରକାଗଜ ବାଙ୍କୀ ମାଟିର  ପରିଚୟ ଏବଂ ବାଙ୍କୀ ମାଟିର ସ୍ୱର ପାଲଟିବ ବୋଲି ମତ ପ୍ରକାଶ କରି ଏଭଳି ପଦକ୍ଷେପ ପାଇଁ ସମ୍ପାଦକ ସୁଧୀର ଚନ୍ଦ୍ର ନାୟକ ଓ ସହସମ୍ପାଦକ ପୂର୍ଣ୍ଣେନ୍ଦୁ କୁମାର ନାୟକ ଙ୍କୁ ଧନ୍ୟବାଦ ଜଣାଇଥିଲେ |  ଅନ୍ୟପଟେ ସଭା ଶେଷରେ ଏହି ଖବର କାଗଜଟି ବାଙ୍କୀରେ କିପରି ଆଦୃତ ହେବ ତତସମ୍ବଦ୍ଧିୟ ଏକ ଆଲୋଚନା ମୋ ଗାଁ ମୋ ବାଙ୍କୀ ଉପଦେଷ୍ଟା ମଣ୍ଡଳୀର ସଦସ୍ୟ ବଳଭଦ୍ର ପଣ୍ଡା, ବିପିନ ବିହାରୀ ମହାନ୍ତି, ଡ଼ଃ ସୁଵିତ କୁମାର ପଟ୍ଟନାୟକ, କୌଶିକ ନାୟକ, ବିରେନ କୁମାର ନାୟକ ପ୍ରମୁଖ ଯୋଗଦେଇ ବିସ୍ତୃତ ଆଲୋଚନା କରିଥିଲେ |  ପରିଶେଷରେ କବି ବଂଶୀଧର ମହାପାତ୍ର ସଭା ସାଙ୍ଗ କରିବା ସହ କାର୍ଯ୍ୟକ୍ରମ ର ମୁଖ୍ୟ ସଂଯୋଜକ ମନୋଜ କୁମାର ସାହୁଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026

You Might Also Like