-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ

05-Jan-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରିନବଚନ ପଞ୍ଚାୟତ କାର୍ଯ୍ୟାଳୟ ପରିସର ମଧ୍ୟରେ ପଞ୍ଚାୟତ ସ୍ତରୀୟ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଥିଲା l ଏଥିରେ ରିନଵଚନ ସରପଞ୍ଚ ପ୍ରମିଳା ଦୋରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି  ଯୋଗ ଦେଇଥିଲେ l ଉକ୍ତ ଗ୍ରାମ ପଞ୍ଚାୟତ ର ରିନବଚନ ସମେତ ଅନ୍ୟାନ୍ୟ ଗ୍ରାମରୁ ଅଭିଯୋଗ ପାଇଁ ଲୋକେ ଆସିଥିଲେ l ସମୁଦାୟ ୬ ଟି ଅଭିଯୋଗ ଉପରେ ଅତିଥି ମାନେ ଶୁଣାଣି କରିଥିଲେ l ପିଇଓ ଭୋଳା ପ୍ରସାଦ ମାଝୀ ସମେତ ବ୍ଲକ ରୁ ଆଲୋକ ରଞ୍ଜନ ମିଶ୍ର , ସୁଶାନ୍ତ ମହାକୁର , ଜ୍ଞାନ ରଞ୍ଜନ ସା , ଅଭି ସାହୁ , ସୁନିଲ ସାହୁ , ସିବୁନ ପୁ ଟେଲ , ଯୋଗାଣ ଅଧିକାରୀ, ଅଂଶୁମାନ ଦେବବାବୁ ଉପସ୍ଥିତ ରହି ସହଯୋଗ କରିଥିଲେ । ଏହି ଅଭିଯୋଗ ଶୁଣାଣି ରେ ମନରେଗା, ରାସନ କାର୍ଡ , ଜମି ଉନ୍ନତିକରଣ,  ଆବାସ ଗୃହ ଉପରେ ଅଭିଯୋଗ ଆସିଥିଲ। । ଉକ୍ତ ଜନ ଶୁଣାଣି ଶିବିର ରେ ଜିପିଓ ସୁଧୀର ପାଢ଼ୀ ଉପସ୍ଥିତ ଥିବାବେଳେ ଏ ଡି ଇ ଓ ଗୋପାଳ ପୁରୋହିତ ସହଯୋଗ କରିଥିଲେ l ସେହିପରି ଅଙ୍ଗନବାଡ଼ି କର୍ମୀ, ୱ।ର୍ଡସଭ୍ୟ ମାନେ ଉପସ୍ଥିତ ଥିଲେ l ଶେଷରେ ସରପଞ୍ଚ ଧନ୍ୟବାଦ ଦେଇ ସଭା ସାଂଗ ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026

You Might Also Like