-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ମାଟିର ମହୋତ୍ସବ ପାଇଁ ଶୁଭ ଖମ୍ବ ସ୍ଥାପନ 

06-Jan-2026



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ସହରର ରେଲୱେ ଖେଲ ପଡ଼ିଆ ଠାରେ ଆସନ୍ତା ଜାନୁୟାରୀ ୯ ତାରିଖ ଆରମ୍ଭ ହୋଇ ତିନି ଦିନ ଧରି ଆୟୋଜିତ ହେବ ୨ୟ ବର୍ଷ କଣ୍ଟାବାଞ୍ଜି ମାଟିର ମହୋତ୍ସବ ୨୦୨୬ ସେଥିପାଇଁ ସୋମବାର ସକାଳ ୧୧ ଟା ସମୟରେ ରେଲୱେ ଖେଲ ପଡ଼ିଆ ଠାରେ ଆୟୋଜକ କମିଟି ପକ୍ଷରୁ ଶୁଭ ଖମ୍ବ ସ୍ଥାପନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାଟିର ମହୋତ୍ସବ କମିଟି ଅଧ୍ୟକ୍ଷ ତଥା ବିଧାୟକ ଲକ୍ଷ୍ମଣ ବାଗ ଯୋଗ ଦେଇଥିଲେ। ପୂଜାଅର୍ଚ୍ଚନା କରିବା ପରେ ଖମ୍ବ ସ୍ଥାପନ କରି ସାରିବା ପରେ ମାଟିର ମହୋତ୍ସବର ପ୍ରଚାର ରଥକୁ ପୂଜା କରି ବାହାର କରିବା ପରେ ପ୍ରଚାର ରଥ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ୩ ବ୍ଲକ ଭ୍ରମଣ କରିଛି। ଚଳିତ ବର୍ଷ ମାଟିର ମହୋତ୍ସବରେ ବିଭିନ୍ନ ଅଞ୍ଚଳରୁ କଳାକାର ଆସିବେ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମରେ ମଞ୍ଚ ଝଲସି ଉଠିବ। ସଭାପତି ବ୍ରଜ ଶ୍ୟାମ ଗୁରୁ, ସାଧାରଣ ସମ୍ପାଦକ ବେଦବ୍ୟାସ ନାଗ,କୋଷାଧ୍ୟକ୍ଷ ସନ୍ତୋଷ ଅଗ୍ରୱାଲ, ଉପସଭାପତି ସଂଜୟ ଗାନ୍ଧୀ, କୈଳାସ ଦୀପ, ନିଶିକାନ୍ତ ମାହାପତ୍ର, ତୁଲସିରାମ ଜଗତ, ସହ ସମ୍ପାଦକ ଦିନେଶ ମାହାନନ୍ଦ, ରାଜୁ ବାରିକ, ପ୍ରମାନନ୍ଦ ପୁଟେଲ, ପ୍ରକାଶ ପ୍ରଧାନ, ବିମଳ ହାତି, ରାଜେନ୍ଦ୍ର ବେହେରା, ସଂଯୋଜକ ପୁଷ୍ପ ବେହେରା,ପ୍ରଚାରକ ରୋହନ କୁମାର ମହତ, ସାଂସ୍କୃତିକ ସମ୍ପାଦକ ରଶ୍ମୀରଂଜନ ପୁଟେଲ, ମୋହନ ସୁନା, ସୋହନ ଗୁରୁ, ସୋନୁ ସତପଥି, ସୋମନାଥ ସାହୁ, ଜଗନ୍ନାଥ ପାଣିଗ୍ରାହୀ,ପପୁ ଜୁଏଡ, ଅଶୋକ କୁମାର, ସେହେବାଜ ଖାଁ, ବାବୁ ସିଂ, କିଶୋର ମାଝି, ଅଜିତ କଟାର ସହ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026

You Might Also Like