-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||     

HOME   ଜିଲ୍ଲା

ପର୍ଯ୍ୟଟକଙ୍କ ମନମହୁଛି ଟଗରକୋଟା ପାହାଡ଼ ଉପରେ ରହିଥିବା ସୁନ୍ଦର ସୁଉଚ୍ଚ ମହାଦେବଙ୍କ ବିଶାଳମୂର୍ତ୍ତି

06-Jan-2026



କାଲିମେଳା(ସନ୍ତୋଷ କୁମାର ପଣ୍ଡା):ନୂଆ ବର୍ଷର ଆରମ୍ଭରେ ମାଲକାନଗିରି ଜିଲ୍ଲାକୁ ପର୍ଯ୍ୟଟକଙ୍କ ସୁଅ ଛୁଟିବାରେ ଲାଗିଥିବା ବେଳେ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକର ଟାଗୋରକୋଟା ପାହାଡ଼ ଶିଖରରେ ନୂତନ ନିର୍ମାଣଧୀନ ମହାଦେବ ଶିବଙ୍କ ବିଶାଳ ମୂର୍ତି  ପର୍ଯ୍ୟଟକଙ୍କ ମୁଖ୍ୟ ଆକର୍ଷଣ ସାଜିଛି ସୁଉଚ୍ଚ ପାହାଡ଼ ଉପରେ ଧ୍ୟାନମଗ୍ନ ଅବସ୍ଥାରେ ଶିବଙ୍କ ବିଶାଳ ମୂର୍ତ୍ତି ବହୁ ଦୂରରୁ ଦେଖାଯାଉଛି। ପ୍ରକୃତିର ସୌନ୍ଦର୍ଯ୍ୟ

ସହିତ ମହାଦେବଙ୍କ ମୂର୍ତ୍ତି ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ଜିଲ୍ଲା ପ୍ରଶାସନର ପର୍ଯ୍ୟଟନ ବିକାଶ ଯୋଜନା ଅନ୍ତର୍ଗତ ଏହି ମନ୍ଦିର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପୂର୍ବତନ ବିଡିଓ ଉମାଶଙ୍କର ଦଳେଇଙ୍କ ଦ୍ୱାରା ଆରମ୍ଭହୋଇଥିବା ଏହି ପ୍ରକଳ୍ପ ବର୍ତମାନ ହଜାର ହଜାର ଦର୍ଶକଙ୍କ ମୁଖ୍ୟ ଆକର୍ଷଣ ପାଲଟିଛି। ଏହି ମହାଦେବଙ୍କ ମୂର୍ତ୍ତି ଦେଖିବା ପାଇଁ ମାଲକାନଗିରି ଜିଲ୍ଲା ସହ ଅନ୍ୟ ଦୂରଦୂରାନ୍ତରୁ ବହୁ ପର୍ଯ୍ୟଟକ ଆସିବା ସହ ଏଠାରେ ଫୋଟୋ ଏବଂ ସେଲ୍ଫି ନେଇ ବହୁତ ଆନନ୍ଦିତ ହେବା ଦେଖିବା ପାଇଁ ମିଳୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026

You Might Also Like