-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

*ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର* - *ମାଟି କପ୍ ରେ ଚା ବ୍ୟବସ୍ଥା ଆରମ୍ଭ କରାଇ ପ୍ଲାଷ୍ଟିକ ବର୍ଜନ ସଚେତନତା ବାର୍ତ୍ତା ପ୍ରଦାନ କଲେ ବି ଡି ଓ*-

06-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l  ଜିଲ୍ଲାପାଳ,ସୁବର୍ଣ୍ଣପୁର, ଡ଼  ନୃପରାଜ ସାହୁ ଓ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୫୨ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୪୩  ଗୋଟି ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ୦୯ ( ନଅ) ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଥିଲା। ତନ୍ମଧ୍ୟରୁ ୦୫ ( ପାଞ୍ଚ) ଗୋଟି ଅଭିଯୋଗ ପତ୍ର ତୁରନ୍ତ ଅଭିଯୋଗ ଶୁଣାଣୀ ଶିବିର ରେ ସମାଧାନ କରାଯାଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ଏଵଂ ଦୀର୍ଘ ବର୍ଷ ବର୍ଷ ଧରି ସମାଧାନ ନ ହୋଇ ପଡି ରହିଥିବା  ପୁର୍ବ ଅଭିଯୋଗ ଗୁଡ଼ିକୁ ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦେଶ କରିଥିଲେ l ଆଜି ପ୍ରଥମ ଥର ପାଇଁ ନୂତନ ବିଡ଼ିଓ,ସୋନପୁର, ଶ୍ରୀ ପ୍ରତୀକ କୁମାର କର ଏହି ଜନ ଶୁଣାଣି କାର୍ଯ୍ଯ କ୍ରମ ରେ ଟି ବ୍ରେକ ରେ  ଅଫିସର ମାନଂକୁ ମାଟି କପ୍ ରେ ଚା ବ୍ୟବସ୍ଥା ଆରମ୍ଭ କରାଇ ପ୍ଲାଷ୍ଟିକ ବର୍ଜନ ସଚେତନତା ବାର୍ତ୍ତା ପ୍ରଦାନ କରି ଥିଲେ l ଯାହାକି ଜିଲ୍ଲାପାଳ ଓ ଏସପି ଏ କାର୍ଯ୍ଯ କୁ ପ୍ରଶଂସା କରିଥିଲେ l ସମସ୍ତ ବିଭାଗ ର ସରକାରୀ ନୂଆଁ ଯୋଜନା ଗୁଡ଼ିକୁ ନେଇ ସମସ୍ତ ବିଭାଗ ଗୋଟେ ଗୋଟେ ସ୍କିମ କ୍ୟାଟଲଗ ତିଆରି କରି ଆଗାମୀ ଗ୍ରିଭେନ୍ସ ରେ ସବମିଟ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ବି ଡି ଓ ଶ୍ରୀ କର ଙ୍କ ତତ୍ୱାବଧାନରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ  ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ, ସାଧାରଣ, ଶ୍ରୀମତି ଅଞ୍ଜଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ,  ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପ - ଜିଲ୍ଲାପାଳ, ସୋନପୁର,  ଶ୍ରୀମତି ସୌମ୍ୟାରୂପା ରଥଙ୍କ  ସମେତ  ତହସିଲଦାର, ସୋନପୁର ଶ୍ରୀମତି ରଶ୍ମିରେଖା ଜି ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ,  ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ। ଆଜି ଜାନୁଆରୀ ମାସର ୦୫ ତାରିଖ ହୋଇଥିବାରୁ ସୁବର୍ଣ୍ଣପୁର ଜିଲ୍ଲାର ଅନୁସୂଚିତ ଜନଜାତି ସମ୍ପ୍ରଦାୟର ଲୋକଙ୍କ ସ୍ଵତନ୍ତ୍ର ଭାବେ ଅଭିଯୋଗ ଶୁଣାଣି ମଧ୍ୟ ଏଥିରେ ସାମିଲ  ହୋଇଥିଲା । ଏହି ଅନୁସୂଚିତ ଜନଜାତି ସମ୍ପ୍ରଦାୟ ର ସ୍ଵତନ୍ତ୍ର ଅଭିଯୋଗ ଶୁଣାଣି ଅବସରରେ ସମୁଦାୟ ୦୯ ଗୋଟି ଅଭିଯୋଗ ହସ୍ତଗତ ହୋଇଥିଲା, ତନ୍ମଧ୍ୟରୁ ୦୭ (ସାତ) ଗୋଟି ବ୍ୟକ୍ତିଗତ ଅଭିଯୋଗ ଓ ୦୨ (ଦୁଇ) ସାମୁହିକ ଅଭିଯୋଗ ହସ୍ତଗତ ହୋଇଥିଲା। ଏହି ଅନୁସୂଚିତ ଜନଜାତି ସମ୍ପ୍ରଦାୟରୁ ହସ୍ତଗତ ହୋଇଥିବା  ସମସ୍ତ ଅଭିଯୋଗ ପତ୍ର ଗୁଡ଼ିକକୁ ସଂପୃକ୍ତ କାର୍ଯ୍ୟାଳୟ ଓ ଅଧିକାରୀ ମାନଙ୍କ ଦ୍ଵାରା ଉପଯୁକ୍ତ ତଦନ୍ତ, କାର୍ଯ୍ୟାନୁଷ୍ଠାନ ସହିତ ତୁରନ୍ତ ଫଇସଲା କରି ଅନୂପାଳନ ବିବରଣୀ ପଠାଇବା ପାଇଁ ସମସ୍ତ ଅଭିଯୋଗ ପତ୍ର ଗୁଡ଼ିକ ପ୍ରେରଣ କରାଗଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like