-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ଧାନ ଚୋରି ଅଭିଯୋଗରେ ତିନି ଅଭିଯୁକ୍ତ ଗିରଫ ୪୧ ବସ୍ତା ଧାନ ଜବତ ପୋଲିସ ର ପ୍ରେସ୍ ମିଟ

06-Jan-2026



ନର୍ଲା  (ଚିନ୍ତାମଣି ନାଏକ )କଳାହାଣ୍ଡି ଜିଲ୍ଲା ନର୍ଲା  ଥାନା ଅନ୍ତର୍ଗତ ଶେରଗଡ଼ ଗ୍ରାମରେ ଗତ ୨୨.୧୨.୨୦୨୫ ରିଖ ମଧ୍ୟ ରାତ୍ରୀ ରେ ତପନ ସାହୁ ନାମକ ଜଣେ ଚାଷୀ ଙ୍କ ଖଲା ଘରୁ ତାଲା ଭାଙ୍ଗି ୫୩ ବସ୍ତା ଧାନ ଚୋରି ହୋଇଥିବା ୨୩ ତାରିଖ ଦିନ ସକାଳ ୧୦ ଘଣ୍ଟା ସମୟରେ ତପନ ସାହୁ ବୟସ ୪୮ ବର୍ଷ ,ପିତା - ବିଷ୍ଣୁ ସାହୁ ନର୍ଲା ଥାନା ରେ ଲିଖିତ ଅଭିଯୋଗ କରିଥିଲେ ଅଭିଯୋଗ କୁ ଭିତ୍ତି କରି ନର୍ଲା ଥାନା ପକ୍ଷରୁ କେଶ୍ ନମ୍ବର ୩୨୨/୨୦୨୫ ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ ହୋଇଥିଲା ତଦନ୍ତ ଟି କଳାହାଣ୍ଡି ଜିଲ୍ଲା ଏସପି ଙ୍କ ନିର୍ଦ୍ଦେଶ ରେ ନର୍ଲା ଭାରପ୍ରାପ୍ତ ଥାନା ଅଧିକାରୀ ବିଜୟରାଜ୍ ମାଝୀ ଙ୍କ ନେତୃତ୍ୱ ରେ ଏକ ଦଳ ଗଠନ କରାଯାଇ ତଦନ୍ତ ପ୍ରକ୍ରିୟା ଆଗେଇଥିଲା ତଦନ୍ତ ଦଳରେ ସବ ଇନ୍ସପେକ୍ଟର ପ୍ରଦୀପ କୁମାର ସେଠି , ପ୍ରିୟବ୍ରତ ବେହେରା , ରବୀନ୍ଦ୍ର ତାଣ୍ଡି , ଅବନୀ କୁମାର ଦୋରା ଚତୁର୍ଥ ଶ୍ରେଣୀ କର୍ମଚାରୀ ରଜତ ପଧାନ ପ୍ରମୋଦ ଖଟୁଆ ପ୍ରମୁଖ ସାମିଲ ଥିଲେ ସର୍ବ ପ୍ରଥମେ ତଦନ୍ତ ରେ ଧାନ ଚୋରି କରିଥିବା ଅଭିଯୁକ୍ତ ଅବେଦ ନାଏକ,ବୟସ ୨0 ବର୍ଷ ପିତା - ରାହୁଲ 
ନମ୍ବର ୨ ରୋଷନ୍ ନାଗ ବୟସ ୧୯ ବର୍ଷ ,ପିତା - ଟିକେଶ୍ୱର୍ ନାଗ ଧାନ ଚୋରି କରିଥିବା ପୋଲିସ ଜାଣିବାକୁ ପାଇଥିଲା ଏବଂ ଧାନ କିଣିଥିବା ଦୂର୍ବାଦଲ ବଗର୍ତ୍ତି , ପିତା - ବାସୁଦେବ ବଗର୍ତ୍ତି ଗ୍ରାମ - ଶିରପୂର୍ ଙ୍କ ଠାରୁ ନର୍ଲା ପୋଲିସ ୪୧ ବସ୍ତା ଧାନ ଜବତ କରି ତିନି ଅଭିଯୁକ୍ତ ଙ୍କୁ କେଶ୍ ନମ୍ବର ୩୨୨/୨୫ U/S ୩୩୧ (୨) /୩୦୫ BNS ଧାରା ରେ କେଶ୍ ରୁଜୁ କରି ତିନିଜଣ ଆରୋପି ଙ୍କୁ ଗିରଫ କରି ନର୍ଲା ଥାନା ରେ ଅଟକ ରଖି ଅଧିକ ତଦନ୍ତ ଚଳାଇ ଥିବା କେସିଙ୍ଗା ଏସ୍ ଡିପିଓ ଶ୍ରୀ ସନ୍ଦୀପ ମାଝୀ ଓ ତଦନ୍ତକାରୀ ଦଳ ଙ୍କ ଉପସ୍ଥିତି ରେ ଆଜି ସନ୍ଧ୍ୟା ୫ ଘଣ୍ଟା ସମୟରେ ନର୍ଲା  ଥାନା ପରିସର ରେ ପ୍ରେସ ମିଟ କରି ସୂଚନା ପ୍ରଦାନ କରିଛନ୍ତି ପୋଲିସ ର ଏ ଭଳି ପଦକ୍ଷେପ କୁ ଚାଷୀ ମହଲରେ ସାଧୁବାଦ୍ ଜଣାଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like