-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||      କବିତା ସଂକଳନ ଝରକା ସେପାଖେ ଉନ୍ମୋଚିତ   (14-Jun-2026)       ||     

HOME   ଜିଲ୍ଲା

ଯାଜପୁରର ୧୩୫ ଜଣ ବରିଷ୍ଠ ନାଗରିକଙ୍କ ରମେଶ୍ୱରମ ଯାତ୍ରା

06-Jan-2026



ଯାଜପୁର: ଜିଲ୍ଲା ପ୍ରଶାସନ ପକ୍ଷରୁ  ସ୍ଥାନୀୟ ଗୌତମ ବୁଦ୍ଧ ସଂସ୍କୃତି ଭବନ ସମ୍ମୁଖ ରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ କରାଯାଇଛି। ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ସବୁଜ ପତାକା ଦେଖାଇ ତୀର୍ଥଯାତ୍ରୀ ବସଗୁଡ଼ିକୁ ଶୁଭାରମ୍ଭ କରିଥିଲେ। ଏହି ଯୋଜନାରେ ଜିଲ୍ଲାର ବରିଷ୍ଠ ନାଗରିକମାନେ ଜାନୁଆରୀ ୭ ରୁ ୧୨ ତାରିଖ ଅବଧି ମଧ୍ୟରେ ଦକ୍ଷିଣ ଭାରତର ମଦୁରାଇ ଏବଂ ରାମେଶ୍ଵରମ୍ ତୀର୍ଥସ୍ଥଳ ପରିଦର୍ଶନ କରିବେ। ଆଜି ଯାତ୍ରା ଆରମ୍ଭ ପୂର୍ବରୁ ଅଭିଜ୍ଞ ଡାକ୍ତରମାନେ ତୀର୍ଥଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ଖାଦ୍ୟପେୟର ବନ୍ଦୋବସ୍ତ କରାଯାଇଥିଲା। ଏହାସହ ଯାତ୍ରୀଙ୍କ ସୁରକ୍ଷା ପାଇଁ ଆବଶ୍ୟକୀୟ ପୋଲିସ ମୁତୟନ ହୋଇଥିଲେ। ସ୍ଵତନ୍ତ୍ର ଭାବେ ନିୟୋଜିତ ଏସ୍କର୍ଟ ଅଧିକାରୀ ଯାତ୍ରୀମାନଙ୍କୁ ସହଯୋଗ କରିଥିଲେ। ଆଜି  ୪ ଟି ବସ୍ ଯୋଗେ ଯାତ୍ରୀମାନେ ଯାଜପୁର ସହରରୁ ବାହାରି ବାଲେଶ୍ଵରରେ ପହଞ୍ଚିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ୭ ତାରିଖରେ ବାଲେଶ୍ଵର ରେଳ ଷ୍ଟେସନରୁ ଟ୍ରେନରେ ଗନ୍ତବ୍ୟ ସ୍ଥଳ ଅଭିମୁଖେ ଯାତ୍ରା କରିବେ। ଏହି ଯୋଜନା ଅଧିନରେ ମୋଟ ୧୩୫ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରା କରୁଛନ୍ତି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଯୁଧିଷ୍ଠିର ନାଏକ, ପର୍ଯ୍ୟଟନ ଅଧିକାରୀ ଶ୍ରୀ ତାପସ ସାହୁ, ଜିଲ୍ଲା ସୂଚନା ଏବଂ ଲୋକ ସମ୍ପର୍କ ଅଧିକାରୀ ଶ୍ରୀ କାମିନୀ ରଞ୍ଜନ ପଟ୍ଟନାୟକ, ଜିଲ୍ଲା କ୍ରୀଡ଼ା ଅଧିକାରୀ ଶ୍ରୀ ଫକୀର ମୋହନ ଟୁଡୁ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026
  ଜିଲ୍ଲା  
ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   14-Jun-2026

You Might Also Like