-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ନାଗରିକ କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ, ହସ୍ପିଟାଲ, ସଫେଇ ଓ ଟ୍ରାଫିକ ସମସ୍ୟା ଉପରେ ଆଲୋଚନା

06-Jan-2026



କଣ୍ଟାବାଞ୍ଜି(ଉମେଶ ଦଣ୍ଡସନା): ହରିଭବନଠାରେ କଣ୍ଟାବାଞ୍ଜି ନାଗରିକ କମିଟିର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।ଏହି ବୈଠକରେ କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲର ବିଭିନ୍ନ ସମସ୍ୟା, ସହରର ସଫେଇ ବ୍ୟବସ୍ଥା ଓ ଟ୍ରାଫିକ ଜନିତ ଅସୁବିଧାକୁ କିଭଳି ସୁଦୃଢ଼ କରାଯାଇ ସମାଧାନ କରାଯିବ ତାହା ଉପରେ ବିସ୍ତୃତ ଆଳେ ଲୋଚନା ହୋଇଛି।ନାଗରିକ କମିଟି ପକ୍ଷରୁ ଏହି ସମସ୍ୟାଗୁଡ଼ିକର କର ଶୀଘ୍ର ସମାଧାନ ପାଇଁ ପ୍ରଶାସନିକ ସ୍ବରରେ ପଦକ୍ଷେପ ନେବାକୁ ଦାବି କରାଯାଇଛି। ବୈଠକରେ ସହରର ସାଧାରଣ ନାଗରିକଙ୍କ ଦୈନନ୍ଦିନ ଜୀବନରେ ଏହି ସମସ୍ୟାଗୁଡ଼ିକ କିପରି ପ୍ରଭାବ ପକାଉଛି ତାହା ଉପରେ ବି ଗୁରୁତ୍ଵ ଦିଆଯାଇଛି। କମିଟି

ସଦସ୍ୟମାନେ ଏହାକୁ ସମାଧାନ କରିବା ପାଇଁ ଯଥାଶୀଘ୍ର ପ୍ରସ୍ତାବ ପ୍ରଶାସନ ନିକଟରେ ଉପସ୍ଥାପନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି।ବୈଠକରେ ଉପସ୍ଥିତ ଥୂଲେ କମିଟିର ସଭାପତି ଅରୁଣ ତାଣ୍ଡି, ଉପ-ସଭାପତି ରାଜୁ ଛତ୍ରିଆ, କୋଷାଧ୍ଯକ୍ଷ ରୋହିତ ଅଗ୍ରୱାଲ, ସାମ୍ବାଦିକ ପରିଚାଳକ କୋଶଳ ଠାକୁର, ପ୍ରମୋଦ ବେହେରା, ପରାମର୍ଶଦାତା ସନ୍ତୋଷ ଅଗ୍ରୱାଲ, ସୁରଜ୍ ଜେନ, ବିଶାଳ ତାଣ୍ଡି, ଟେମୁ ନାଏକ, ସୁଶିଲ ବେହେରା ଏବଂ ସଦସ୍ୟମାନେ ଲବ୍ଧି ପନିକା, ହେମସାଗର ନାଗ, ଅଜୟ ବୋଏ, ତିଲ ଚିହ୍ନାଗୁନ, ବିଶ୍ବନାଥ ନାଗ ଓ ମାଧବ ଧବ ବୋଏ। ଏହି ବୈଠକ ମାଧ୍ଯମରେ କଣ୍ଟାବାଞ୍ଜିର ନାଗରି ନାଗରିକମାନେ ନ ସହରର ବିକାଶ ଓ ସୁବିଧା ପାଇଁ ଆଶାବାଦୀ ହୋଇଛନ୍ତି। କମିଟିର ଏହି ପଦକ୍ଷେପକୁ ସ୍ଥାନୀୟ ଲୋକେ ସ୍ବାଗତ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like