-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ରାଉଲକେଲାକୁ ହରାଇ ଭବାନୀପାଟଣା ସେମିରେ

06-Jan-2026



ବଲାଙ୍ଗିର(ପ୍ରେରଣା ଖବର): ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ୍ସକ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ଦ୍ୱିତୀୟ  ଦିନରେ ପହଁଚିଛି ।  ଆଜିର ଏହି ପ୍ରତିଯୋଗିତାରେ କ୍ଳବ ର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟଅତିଥି ଭାବବରେ ବଲାଙ୍ଗିର ଜିଲ୍ଳା ପରିଷଦ ଅଧକ୍ଷା ଦେବକୀ ସାହୁ, ସମ୍ମାନିତ ଅତିଥି ଭାବରେ ଏସ.ଇ ଆଶିଷ ପଣ୍ଡା, ଇଞ୍ଜିନିଅର ସୁବ୍ରତ ସେଠ, ଜିଲ୍ଳା କ୍ରୀଡା ଅଧିକାରୀ ପରାଶର ବାଗ, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମି ରଞ୍ଜନ ମିଶ୍ର, ହୀରାଖଣ୍ଡ କର୍ମଚାରୀ ସଙ୍ଘର ଉପସଭାପତି ପବିତ୍ର ଖୁଣ୍ଟିଆ, କ୍ରୀଡ଼ାବିତ ତଥା ଯୁବନେତ୍ରୀ ଶୁଭଶ୍ରୀ ମିଶ୍ର, କ୍ଲକର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର ମଂଚାସିନ ଥିଲେ । ରାଜେନ୍ଦ୍ର ଧାରୁଆ, ସୁଦର୍ଶନ ସେଠ, ଜିତୁ କୁମାର ଦଳାଇ, ସଞ୍ଜନ କୁଡେ଼ଇ, କରିଥବା ବେଳେ ମ୍ୟାଚ କମିସନର ଭାବରେ ସୁନୀଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜି ଦ୍ଵିତୀୟ ଦିନ ଖେଳରେ ଷ୍ଟିଲ ସିଟି କ୍ଳବ ରାଉଲକେଲା ଏବଂ ଭବାନୀପାଟଣା ଇଭିନିଙ୍ଗ କ୍ଳବ ମଧ୍ୟରେ ହୋଇଥିଲା, ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ପରସ୍ପର ଗୋଟେ ଲେଖାଏଁ ଗୋଲ କରିଥିଲେ l ପରିଶେଷରେ ଭବାନୀପାଟଣା ଦଳ ପେନଲଟି ସୁଟ ଆଉଟ ଜରିଆରେ ରାଉଲକେଲା ଦଳକୁ ପରାସ୍ତ କରି ବିଜୟ ହୋଇଥିଲା। ବିଶିଷ୍ଠ କ୍ରିଡାବିତ ଭିକାରୀ ଚରଣ ବାଗ  ଓ ସୁବୋଧ ପ୍ରଧାନଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇ ଥିଲା ।  ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର , ଗୋବିନ୍ଦ

ଶତପଥୀ, ସଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର,ଆକାଶ ମିଶ୍ର, ମନୋଜ ଦୀପ, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ବବଲୁ କୁରସି, ଟିକୁ ପରିଚ୍ଚା, ନିତ୍ୟା ପଧାନ, ସନତ ତ୍ରିପାଠୀ, ଅରୋରଞ୍ଜନ ମହାପାତ୍ର, ପୃଥ୍ୱୀରାଜ ବରାଡ଼,ବିକାଶ ସା, ଆରୋ ରଞ୍ଜନ ମହାପାତ୍ର, ବିଦ୍ୟା ସାହୁ, ପ୍ରଦୀପ ସାହୁ, ଅରୁଣ ପଧାନ, ଯତୀନ୍ଦ୍ର ମିଶ୍ର, ସୁଶାନ୍ତ ନେଗୀ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତାକାଲି  ପ୍ରଥମ ସେମିଫାଇନାଲ ଖେଳ ବରଗଡ ଓ ଭବାନୀପାଟଣା ଇଭିନିଙ୍ଗ କ୍ଳବ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣ ସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like