-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||      ବାଲିଗୁଡା ଆଇ ଟି ଡି ଏ  ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ  ପୁଳାପୁଳା ସମ୍ପତ୍ତି ଠାବ କଲା ଭିଜିଲାନ୍ସ   (08-Jun-2026)       ||      ଲୁହୁରେନ ପାଲି ଗାଁ ର ଲୋକଙ୍କ ସମସ୍ୟା ଶୁଣିଲେ ନରସିଂହ    (08-Jun-2026)       ||     

HOME   ଜିଲ୍ଲା

ପରମ୍ପରା ଆଗରେ ହାର ମାନିଲା ପ୍ରଶାସନ...ପ୍ରଶାସନର ରୋକ୍ ସତ୍ତ୍ବେ ପାଳିତ ହେଲା ମଣ୍ଡେଇ ଉତ୍ସବ

07-Jan-2026



(ପ୍ରିୟଦର୍ଶିନୀ ପାତ୍ର)
ପ୍ରଶାସନର ନିୟମକୁ ମାନି ପ୍ରସିଦ୍ଧ ପାରମ୍ପରିକ ତାରାଗାଁ/କଟାଗାଁ ମଣ୍ଡେଇ ବିବଦ୍ଧ ଭାବେ ସ୍ଥାନୀୟ ସାଧାରଣଙ୍କ ଉପସ୍ଥିତିରେ ଦୋକାନ ବଜାର ବନ୍ଦ କରି ମଙ୍ଗଳବାର ଦିନ  ପାଳନ କରାଯାଇଛି I ଏଭଳି ଦୃଶ୍ୟ ପୂର୍ବରୁ କେବେ ମଧ୍ୟ ହୋଇନଥ୍‌ଲା | ଦୁଇ ଗ୍ରାମର ଜମି ଅଧିଗ୍ରହଣ କୁ ନେଇ ଗୋଷ୍ଠୀ ଗଣ୍ଡଗୋଳ ହୋଇଥିଲା । ଯାହାକୁ ନେଇ ପ୍ରଶାସନ ଏଥିରେ ରୋକ ଲଗାଇଥିଲା । ଏହାସତ୍ତ୍ୱ ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଳକ ଅନ୍ତର୍ଗତ ତାରାଗାଁ ପଞ୍ଚାଯତ ସଦର ଗ୍ରାମର ପରମ୍ପରା ଆଦିବାସୀଙ୍କ ପ୍ରସିଦ୍ଧ ବାର୍ଷିକ ମଣ୍ଡେଇ ଯାତ୍ରା  ଅନୁଷ୍ଠିତ ହୋଇଥିଲା।ପରମ୍ପରା ଆଗରେ ହାର ମାନିଲା ପ୍ରଶାସନ। ଏହି ଗଣ ପରବ ମଣ୍ଡେଇ ଯାତ୍ରା ବର୍ଷକୁ ଥରେ ଅନୁଷ୍ଠିତ ହୋଇଥାଏ। ପ୍ରଥମେ ତାରା ଗାଁ, କଟା ଗାଁ ଓ ଆଖପାଖ ବାରପାଲି ଗ୍ରାମରୁ ଶତାକ ଦେଓ ଲାଠି, କୁର୍ଚି, ପାଲିଙ୍କି ଆସି ଗୋଟିଏ ଜାଗାରେ ରୁଣ୍ଡ ହୋଇଥିଲେ | ତାପରେ ଗ୍ରାମର ମୁଖ୍ୟ ଦେବତାଙ୍କ ଆଜ୍ଞା ମାଳ ଆସିବା ପରେ ଗ୍ରାମର ସମସ୍ତ ଦେବତାଙ୍କୁ ପୂଜାର୍ଚ୍ଚନା କରାଯିବା ପରେ ସମସ୍ତ ଲାଠି, କୁର୍ଚି ଓ ପାଲିଙ୍କି ଗ୍ରାମ ପରିକ୍ରମା କରିଥିଲେ। ଏଥିରେ ସ୍ଥାନୀୟ ମୁଖ୍ୟ ଦେବା ରାଜା ଚଉଁରିଆଙ୍କ ଓ ଦେବୀ ମନ୍ଦିର ପୂଜାରି,ଶିରା, ଚଲାଣ ଓ ଗାଣ୍ଡା ପ୍ରମୁଖ ଉପସ୍ଥିତ ରହି ଆଦିବାସୀଙ୍କ ପରମ୍ପରା ଅନୁଯାୟୀ ଦେବାଦେବୀଙ୍କ ପୂଜାପାଠ କରିଥିଲେ I ବିଶ୍ଵାସ କରାଯାଏ କି ଗ୍ରାମର ଦେବାଦେବୀଙ୍କୁ ପୂଜାପାଠ କରି ସନ୍ତୁଷ୍ଟ କଲେ ଅଞ୍ଚଳରେ ରୋଗ ବ୍ୟାଧ୍, ମହାମାରୀ ଆସେ ନାହିଁ ଓ ଆସନ୍ତା ଫସଲ ହୋଇଥାଏ | ମଣ୍ଡେଇ ଯାତ୍ରା ଦେଖ‌ିବା ପାଇଁ ଆଖପାଖ ଆ ଅଞ୍ଚଳରୁ ଭକ୍ତଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ଶାନ୍ତିଶୃଙ୍ଖଳା ରକ୍ଷାପାଇଁ କୋଡ଼ିଙ୍ଗା ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026
  ଜିଲ୍ଲା  
ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   09-Jun-2026
  ଜିଲ୍ଲା  
ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ   09-Jun-2026

You Might Also Like