-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ସର୍ଗୀଗୁଡ଼ା ଗ୍ରାମ ପଞ୍ଚାୟତ ଠାରେ ୨୮ ତମ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୬ ଅନୁଷ୍ଠିତ

07-Jan-2026



(ଚିନ୍ତାମଣି ନାଏକ)
ନର୍ଲା ବ୍ଲକ ଅଧିନସ୍ଥ ସର୍ଗିଗୁଡ଼ା ଗ୍ରାମ ପଞ୍ଚାୟତ ଏମି ସ୍କୁଲ ଠାରେ ପଞ୍ଚାୟତ ସ୍ତରୀୟ କଳାହାଣ୍ଡି ଉତ୍ସବ  ଘୁମୁରା ୨୦୨୬ ଗ୍ରାମ ପଞ୍ଚୟତ ସରପଞ୍ଚ ଦୀପାଞ୍ଜଳି ବୁଦ୍ଧିଆ ଙ୍କ ଅଧକ୍ଷ୍ୟତା ଆଜି ସକାଳ ୧୦ ଘଣ୍ଟା ସମୟ ରେ ଅନୁଷ୍ଠିତ ହୋଇଯାଇଛି ଏହି କାର୍ଯ୍ୟକ୍ରମ ରେ ନର୍ଲା ବ୍ଲକ କନିଷ୍ଠ ଯନ୍ତ୍ରୀ ସଂଯୁକ୍ତା ପାଣି ଓ ନୋଡାଲ ଅଫିସର ଭାବରେ ପ୍ରକାଶ ଭୋଇ ଯୋଗଦେଇ ଥିବା ବେଳେ ପଞ୍ଚାୟତ ସ୍ତରୀୟ ସମସ୍ତ ଅଧିକାରୀ ,କର୍ମଚାରୀ , ଜନ ପ୍ରତିନିଧି ମାନେ ଏକତ୍ରିତ ହୋଇ ସ୍ଥାନୀୟ ସର୍ଗିଗୁଦା ଏମିସ୍କୁଲ ଠାରେ କଳାହାଣ୍ଡି ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ଵରୀ ଙ୍କୁ ପୂଜାର୍ଚ୍ଚନା କରି ମଞ୍ଚାସୀନ ଅତିଥି ମାନଙ୍କୁ  ଉପଢୋକନ ଦେଇ ସମ୍ମାନିତ କରିଥିଲେ ଏବଂ ଗ୍ରାମ ପଞ୍ଚାୟତ ସ୍ତରରୁ ବିଭିନ୍ନ ସ୍କୁଲ ରୁ ଆସିଥିବା କୁନି କୁନି ପ୍ରତିଭା ମାନଙ୍କ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ ହୋଇଥିଲା ଏବଂ କୃତି ଛାତ୍ର ଛାତ୍ରୀ ମାନଙ୍କୁ ମଞ୍ଚରେ ମାନପତ୍ର ସହ ସମ୍ମାନୀତ କରାଯାଇଛି ଏହି କାର୍ଯ୍ୟକ୍ରମ ରେ ସମ୍ମାନିତ ଅତିଥି ଭାବରେ ସମିତି ସଭ୍ୟ ଚିରଞ୍ଜିବି ଗୌଡ଼ିଆ ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ପ୍ରଦୀପ ନାଏକ ବିଶିଷ୍ଟ ସମାଜ ସେବି ଶାନ୍ତି ମାଝୀ ପ୍ରମୁଖ ମଞ୍ଚାସୀନ ଥିବା ବେଳେ ଅନ୍ୟ ତମ ଅତିଥି ଭାବରେ  ଲିଙ୍ଗରାଜ ମିଶ୍ର ଚିନ୍ତାମଣି ନାଏକ , ସି.ଆର.ସିସି ହେମନ୍ତ ସାହୁ , ସରପଞ୍ଚ ପ୍ରତିନିଧି ବିଜୟ ବୁଦ୍ଧିଆ , କାର୍ଯ୍ୟ ନିର୍ବାହୀ ଅଧିକାରୀ ଜଗଜିବନ୍ ସାହୁ ନାଏବ ସରପଞ୍ଚ ସୁମିତ୍ରା ଓଝା ବରିଷ୍ଠ ଶିକ୍ଷୟିତ୍ରୀ ଚିତ୍ରରେଖା ମହାପାତ୍ର ଦୀପାଞ୍ଜଳି ପାଢ଼ୀ ପ୍ରମୁଖ ମଞ୍ଚାସୀନ ଥିଲେ ଏହି କାର୍ଯ୍ୟକ୍ରମ କୁ ଯୋଗାଣ ସହାୟକ ଟଙ୍କଧର ସା , ଜି.ଆର୍.ଏସ ଦେବକୀ ମାଝୀ ଙ୍କ ସମେତ ସମସ୍ତ ୱାର୍ଡ଼ ସଭ୍ୟ ସଭ୍ୟା ସହଯୋଗ କରିଥିବା ବେଳେ ଶ୍ରୀ ଚକ୍ରଧର ସା ମଞ୍ଚ ପରିଚାଳନା ସହ ଧନ୍ୟବାଦ ପ୍ରଦାନ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like