-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ରାଜ୍ୟ

ଛୁଆଙ୍କ ଅଣ୍ଡା ଖାଇଗଲେ ଅଙ୍ଗନୱାଡି ଦିଦି !

02-Feb-2021



ଢେଙ୍କାନାଳ(ଲକ୍ଷ୍ମୀଧର କବି): ଜାଲ ଦସ୍ତଖତ ମାରି ଛୁଆଙ୍କ ଚାଉଳ, ଛତୁଆ ଓ ଅଣ୍ଡା ଅଙ୍ଗନୱାଡି ଦିଦି ଖାଇଗଲେ। ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଜୟପୁରାକାଟେଣୀ ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଏଭଳି ଅଭିଯୋଗ ଆସିଛି। ଗାଁର ଅଙ୍ଗନୱାଡି କେନ୍ଦ୍ରରେ ଶିଶୁ ଓ ଗର୍ଭବତୀ ମହିଳାଙ୍କ ଖାଦ୍ୟକୁ ଦିିଦି ମାମିନା ନାଏକ ଆତ୍ମସାତ୍ କରୁଥିବା ଅଭିଭାବକମାନେ ଅଭିଯୋଗ କରିଛନ୍ତି। ପାଖାପାଖି ୪ ମାସ ହେଲାଣି ଛୁଆଙ୍କୁ ଚାଉଳ, ଛତୁଆ କିମ୍ବା ଅଣ୍ଡା ପ୍ରଦାନ କରାଯାଇନାହିଁ। ମାତ୍ର କାଗଜ କଲମରେ ସବୁ କିଛି ତଥ୍ୟ ପ୍ରଦାନ କରାଯାଇଛି। ଦିଦି ନିଜ ଘରେ ନ ରହି ଅଙ୍ଗନୱାଡି କେନ୍ଦ୍ରକୁ ନିଜର ଘର ଭାବରେ ହାତେଇଥିବାର ମଧ୍ୟ ଅଭିଯୋଗ ହୋଇଛି। ଏପରିକି ଅଭିଯୋଗକାରୀଙ୍କ ସହ ଅଙ୍ଗନୱାଡି ଦିଦି ମାମିନା ନାଏକ ଯୁକ୍ତିତର୍କ ସହ ଗାଳିଗୁଲଜ କରୁଥିବାର ମଧ୍ୟ ଗାଁ ଲୋକେ ଅଭିଯୋଗ କରିଛନ୍ତି। ଜୟପୁରାକାଟେଣୀ ଅଙ୍ଗନୱାଡ଼ି କେନ୍ଦ୍ରରେ ଅନିୟମିତତା ହେଉଥିବାରୁ ସ୍ଥାନୀୟ ଲୋକେ ତଦନ୍ତ ପାଇଁ ଦାବି କରିଛନ୍ତି। ସେପଟେ ଏହି ଅଭିଯୋଗକୁ ଅଙ୍ଗନୱାଡି କର୍ମୀ ଚଉରୀ ରାଉତ ଖଣ୍ଡନ କରିଛନ୍ତି। ଘଟଣାର ତଦନ୍ତ ସହ ହିତାଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ପରଜଙ୍ଗ ସିଡିପିଓ କହିଛନ୍ତି। ପିଲା ସ୍କୁଲ ଆସିଲେ ଫେରିକି ଯାଉଛନ୍ତି। ଶିକ୍ଷକମାନେ ଠିକ୍‌ ଭାବେ ପଢାଉନାହାନ୍ତି। ଚାଉଳ କଥା ପଚାରିଲେ ଏଠି ଦିଆଯାଇନି ବୋଲି କହୁଛନ୍ତି। ଆଉ ଯେବେ ଆସୁଛି, ପିଲାଙ୍କୁ ଅଣ୍ଡା, ଚାଉଳ ଠିକ୍‌ ଭାବରେ ଦେଉନାହାନ୍ତି।
-ବିଜୁଳି ଦାସ, ଅଭିଭାବକ, ଗୋବିନ୍ଦପୁର
ପ୍ରତି ମାସରେ ଆମ ତରଫରୁ ଚାଉଳ ଓ ଅଣ୍ଡା ଦିଆଯାଉଛି। ସାମଗ୍ରୀ ହଡ଼ପ ହେବାର କୌଣସି ପ୍ରଶ୍ନ ଉଠୁନି। ବର୍ତ୍ତମାନ ଗର୍ଭବତୀ ୩ ଜଣ ଅଛନ୍ତି। ଛତୁଆ ଖାଇବା ପିଲା ୨୭ ଜଣ ଅଛନ୍ତି। ସେମାନେ ଠିକ୍‌ଠାକ୍ ଦେଉଛନ୍ତି। କୌଣସି ଅନିୟମିତତା ନାହିଁ।
-ଚଉରୀ ରାଉତ, ଅଙ୍ଗନୱାଡି କର୍ମୀ, ଜୟପୁରାକାଟେଣୀ-୨
ଯଦି ପିଲାଙ୍କୁ ଅଣ୍ଡା, ଚାଉଳ ଆଦି ଦିଆଯାଇନି, ତାହାହେଲେ ମୁଁ ନିଜେ ସେଇ ଗାଁକୁ ଯାଇ ସେମାନଙ୍କ ଠାରୁ ସତ୍ୟାସତ୍ୟ ପ୍ରମାଣ ଆଣିବି। ଏବିଷୟରେ ଗାଁ ଲୋକ ଓ ହିତାଧିକାରୀଙ୍କ ସହିତ କଥା ହେବି।  ଯଦି ସତ ହୋଇଥିବ, ମୁଁ କାର୍ଯ୍ୟାନୁଷ୍ଠାନ ନେବି।
-ମମତା ମଞ୍ଜରୀ ଦେଓ, ସିଡିପିଓ, ପରଜଙ୍ଗ


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like