-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ରୂପ ପାଇଲା ଚରଦା ୟୁପି ସ୍କୁଲ

07-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବପୀଠ ଚରଦା ଠାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟ ଆଜିଠାରୁ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟର ରୂପ ପାଇଛି ।ସାରା ରାଜ୍ୟରେ ପ୍ରାଥମିକ ଶିକ୍ଷାର ସୁଦୃଢ ଓ ଉନ୍ନତି ପାଇଁ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷାବିଭାଗ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ରୂପ ଦେଇ ନୂତନ ଭାବେ ଭିର୍ତିପ୍ରସ୍ତର ସ୍ଥାପନ କରାଯାଇଛି । ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟର ୧୧୮ଟି ପ୍ରାଥମିକ ବିଦ୍ୟାଳୟକୁ ଭିଡିଓ କନଫରେନ୍ସ ମାଧ୍ୟମରେ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।ଏହି ପରିପ୍ରେକ୍ଷୀରେ ବିନିକା ବ୍ଲକର ଏକମାତ୍ର ୟୁପି ସ୍କୁଲ  ଚରଦା ସରକାରୀ ପ୍ରାଥମିକ ବିଦ୍ୟାଳୟ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟରେ ପରିଣତ ହୋଇଛି।ଅନୁଷ୍ଟିତ ଭର୍ତ୍ତିପ୍ରସ୍ତର ଉତ୍ସବରେ ମାନ୍ୟବର ବୀରମହାରାଜପୁର ବିଧାୟକ ଇଂ ରଘୁନାଥ ଜଗଦଲା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ମୀନାରାଣୀ ମଙ୍ଗଳ,ବିଡ଼ିଓ ଶରତ କୁମାର ବାଘ,ବ୍ଲକ ଶିକ୍ଷା ଅଧିକାରୀ ଲକ୍ଷ୍ମଣ ମିଶ୍ର,ସାଂସଦ ପ୍ରତିନିଧି ବିଶ୍ବମ୍ବର ମିଶ୍ର,ଜିଲ୍ଲା ପରିଷଦ ସଦସ୍ୟା ପ୍ରମିଳା କଳତା,ଚରଦା ସରପଞ୍ଚ ବୃନ୍ଦାବତୀ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।ଉତ୍ସବକୁ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ସଂଯୋଜନା କରିଥିଲେ। କାର୍ଯ୍ୟକ୍ରମରେ ଜନ ପ୍ରତିନିଧି,ଶିକ୍ଷାପ୍ରେମୀ,ସ୍କୁଲ ଛାତ୍ରଛାତ୍ରୀ,ସଚେତନ ନାଗରିକ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like