-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

ଲୋକାପଡା ରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ର ଭିତ୍ତିପ୍ରସ୍ତର ସ୍ଥାପନ

07-Jan-2026



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଶିମିଳିପଦର ପଞ୍ଚାୟତ ଅନ୍ତର୍ଗତ ଲୋକାପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ନୂତନ ଭାବେ ପ୍ରତିଷ୍ଠା ହେବାକୁ ଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ବୁଧବାର ଓଡିଶା ର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଙ୍କ ଦ୍ୱାରା ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି |ଲୋକାପଡା ଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଶୋଭା ରଞ୍ଜନ ମାଲି ଙ୍କ ସଭାପତିତ୍ବ ରେ ଆୟୋଜିତ କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ କହ୍ନେଇ ଚରଣ ଡାଙ୍ଗ ମୁଖ୍ୟଅତିଥି ଓ ସମ୍ମାନିତ ଅତିଥି ଭାବେ ଜିଲ୍ଲlପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, କଣ୍ଟାମାଳ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସସ୍ମିତା ସେନାପତି, ଜିଲ୍ଲାପରିଷଦ ସଭ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ,କନ୍ଧମାଳ ସାଂସଦ ଙ୍କ କଣ୍ଟାମାଳ ବ୍ଲକ ପ୍ରତିନିଧି ଦୀପକ ବାରିକ,ଅତିରିକ୍ତ ଗୋଷ୍ଠି ଶିକ୍ଷାଧିକାରୀ ଲକ୍ଷ୍ମୀ ମଲିକ,ଶିମିଳିପଦର ସରପଞ୍ଚ ସାର୍ଦୁଲ ନାଗ,ଶିକ୍ଷକ ସଙ୍ଘ ସଭାପତି ଶିଶିର ଖଟୁଆ, ଶିକ୍ଷୟିତ୍ରୀ ଅନିତା ମେହେର ପ୍ରମୁଖ ଉପସ୍ଥିତ ରହି ଖୋର୍ଦ୍ଧା ବାଣପୁର ଠାରେ ଆୟୋଜିତ ରାଜ୍ୟସ୍ତରୀୟ ସଭାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝି ଙ୍କ କରକମଳରେ ଅନୁଷ୍ଠିତ ଶୁଭ ଭିତ୍ତିପ୍ରସ୍ତର କାର୍ଯ୍ୟକ୍ରମ ର ସିଧା ପ୍ରସାରଣ ଦେଖିଥିଲେ  | କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ପୁରୀ ସାଂସଦ ସମ୍ବିତ ପାତ୍ର ଅନ୍ୟ ଅତିଥିଗଣ ଉପସ୍ଥିତ ଥିଲେ l  ଶିକ୍ଷକ ଦିଲ୍ଲୀପ ମହାନ୍ତି ସଭାକୁ ସଂଯୋଜନା କରିଥିବା ବେଳେ ସିଆରସିସି ମନୋରଞ୍ଜନ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ | ପରେ ବିଦ୍ୟାଳୟ ପରିସରରେ ଥିବା ଫଳକକୁ ଉନ୍ମୋଚନ କରାଯାଇଥିଲା |ଏହି କାର୍ଯ୍ୟକ୍ରମରେ କଣ୍ଟାମାଳ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଅଧିକାରୀ ଦୁର୍ଗା ଚରଣ ପ୍ରଧାନ,ନୀଳମଣି ପଣ୍ଡା, ଶିକ୍ଷକ ସଙ୍ଘ ସଭାପତି ନୀଳାଞ୍ଚଳ ଭୋଇ, ପ୍ରଜୀନା ପାଢ଼ୀ, ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ରଶ୍ମି ହରିପାଳ ଓ ବିଦ୍ୟାଳୟ ର ସମସ୍ତ ଶିକ୍ଷକ, ଛାତ୍ରଛାତ୍ରୀ ଓ ଗ୍ରାମବାସୀ, ସମସ୍ତ ସିଆରସିସି ସହଯୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like