-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

କୋକସରା ​ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ 2026 ଘୁମୁରା ଅନୁଷ୍ଠିତ

07-Jan-2026



କୋକସରା(ତ୍ରିନାଥ ବେଶ୍ରା )
​ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୁଡ଼ ହାଣ୍ଡି ମଞ୍ଚ ପରିସରରେ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଅନୁଷ୍ଠିତ ହୋଇଯାଇଛି । ଆମପାଣି ବୁଡ଼ା ରଜା ମନ୍ଦିର ନିକଟରୁ ମଶାଲ ଶୋଭାଯାତ୍ରା ପରେ ଉଦଘାଟନୀ ଗୁଡ଼ ହାଣ୍ଡି ମଞ୍ଚ ପରିସରରେ କୋକସରା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ହିମାଞ୍ଚଳ ମାଝୀ  ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ କୋକସରା ବ୍ଲକ ଅଧକ୍ଷ୍ୟା ଶ୍ରୀମତୀ ରିତା ଅଗ୍ରୱାଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବ୍ଲକ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ କୁମାର ଅଗ୍ରୱାଲ, ଶ୍ରୀଯୁକ୍ତ ଦୀପକ କୁମାର ବେହେରା, ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ତ୍ରିନାଥ ବାଗ, ଓ  ସମିତି ସଭ୍ୟ ସଭାପତି  ଘନଶ୍ୱାମ ନାୟକ,ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ,କୋକସରା ଥାନା ଭାରପ୍ରାପ୍ତ ଅଧିକାରୀ ଓ ତହସିଲଦାର ଚୋଡ଼ଗଙ୍ଗ ପ୍ରଧାନ ପ୍ରମୁଖ ମଞ୍ଚାସିନ ହୋଇଥିଲେ l ବିଭିନ୍ନ ଗ୍ରାମପଞ୍ଚାୟତ  ର ସରପଞ୍ଚ, ସମିତି ସଭ୍ୟ, ସଭ୍ୟା ଓ ଅନେକ ଗ୍ରାମ ରୁ ହଜାର ହଜାର ସଂଖ୍ୟା ରେ ଲୋକ ମାନେ ଯୋଗ ଦାନ କରିଥିଲେ  l

କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକଗୀତ, ଲୋକନୃତ୍ୟ ଓ ପରମ୍ପରା ଉପରେ ଅତିଥି ମାନେ ବକ୍ତବ୍ୟ ରଖିଥିଲେ । ପୂର୍ବରୁ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ଓ ଅନେକ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଆସିଥିବା ବିଭିନ୍ନ ସାଂସ୍କୃତିକ ଦଳର କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ପ୍ରତେକ ଡିପାଟମେଣ୍ଟ ତରଫରୁ ବିଭିନ୍ନ ଷ୍ଟଲ  କରି ଲୋକ ମାନଙ୍କୁ ସଚେତନ କରାଯାଇ ଥିଲା l  କୋକସରା ଓ ଆମପାଣି ପୋଲିସ ପକ୍ଷ ରୁ  ଶାନ୍ତି ଶୃଙ୍ଖଳା ସହିତ ମଶାଲ ଯାତ୍ରା ଗୁଡ ହାଣ୍ଡି ମଞ୍ଚ ରେ ପହଞ୍ଚି ଥିଲା l


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like