-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ତୃତୀୟ ଦିନରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ; ଭବାନୀପାଟଣାକୁ ହରାଇ ବରଗଡ଼ ଫାଇନାଲରେ 

07-Jan-2026



ବଲାଙ୍ଗିର(ପ୍ରେରଣା ଖବର)- ପିଆର  ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ୍ସକ୍ଳବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗୀତା ଦତୃତୀୟ ଦିନରେ ପହଁଚିଛି ।  ଆଜିର ଏହି ପ୍ରତିଯୋଗିତାରେ କ୍ଳବ ର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟ-ଅତିଥି ଭାବବରେ ସଦର ବ୍ଳକ ଅଧକ୍ଷା ସରିତା ବାଗ, ସମ୍ମାନିତ ଅତିଥି ଭାବରେ  ଅତିତିକ୍ତ ଜିଲ୍ଲପାଳ ପବିତ୍ର ବେହରା, ବରିଷ୍ଠ ଆଇନଜୀବୀ କୋଶଳବାଦୀ ନେତା ପ୍ରମୋଦ ମିଶ୍ର, ଡ୍ରଗ ଇନିସ୍ପେକଟର ଉମା ଶଙ୍କର ମେହେର, କୃଷକ ନେତା ଆକାଶ ମିଶ୍ର  ,କ୍ଲକର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର, ସଂଯୋଜକ ମନୋଜ ମିଶ୍ର ଏବଂ ମଧୁ ବନଛୋର ମଂଚାସିନ ଥିଲେ । ଶ୍ୟାମସୁନ୍ଦର ସା, ସୁଶାନ୍ତ ନାଗ, ବୈକୁଣ୍ଠ ଜେନା, ଦେବାଶିଷ ବାଗ,ଜ୍ୟୋତିରଞ୍ଜନ ମହାନନ୍ଦ, ଖେଳ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜି ତୃତୀୟ ଦିନ ଖେଳରେ ବରଗଡ ଯୁନାଇଟେଡ଼ ଏବଂ ଭବାନୀପାଟଣା ଇଭିନିଙ୍ଗ କ୍ଳବ ମଧ୍ୟରେ ହୋଇଥିଲା, ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ପରସ୍ପର ଗୋଟେ ଲେଖାଏଁ ଗୋଲ କରିଥିଲେ.. ପରିଶେଷରେ ବରଗଡ଼ ଦଳ ପେନଲଟି ସୁଟ ଆଉଟ ଜରିଆରେ  ୫-୩ ଗୋଲରେ ଭବାନୀପାଟଣା ଦଳ କୁ ପରାସ୍ତ କରି ଫାଇନାଲ କୁ ଉର୍ତ୍ତିନ ହୋଇଥିଲା।  ବିଶିଷ୍ଠ କ୍ରିଡାବିତ ବିଭୁତି ଭୂଷଣ ପଣ୍ଡା ଏବଂ ନୟନ ନାଏକ ଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା ।  ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର , ଗୋବିନ୍ଦ ଶତପଥୀ, ସଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର,ଆକାଶ ମିଶ୍ର, ମନୋଜ ଦୀପ, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ପ୍ରଦୀପ୍ତ ମିଶ୍ର, ଟିକିି ମହାପାତ୍ର, ଟିକୁ ପରିଚ୍ଚା, ନିତ୍ୟା ପଧାନ, ସରୋଜ ସାହୁ ସନତ ତ୍ରିପାଠୀ, ପୃଥ୍ୱୀରାଜ ବରାଡ଼,ବିକାଶ ସା, ଆରୋ ରଞ୍ଜନ ମହାପାତ୍ର, ବିଦ୍ୟା ସାହୁ, ପ୍ରଦୀପ ସାହୁ, ଅରୁଣ ପଧାନ, ଯତୀନ୍ଦ୍ର ମିଶ୍ର, ସୁଶାନ୍ତ ନେଗୀ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି ର ଖେଳ ବଲାଙ୍ଗୀର ଓ ଝାରସୁଗୁଡା ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like