-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଗ୍ରାମକୁ ରାସ୍ତା ନିର୍ମାଣ ନିମନ୍ତେ ଗ୍ରାମବାସୀଙ୍କ ଭାରତମାଳା ରାସ୍ତା ଅବାରୋଧ

07-Jan-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର) ଡାବୁଗାଁ ପଞ୍ଚାୟତ ଅଧୀନ ବୋରିଗାଁ – ମେଣ୍ଡ୍ରା ଗ୍ରାମକୁ ଜୀବ ପାଇଁ ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀ ଙ୍କ ଭାରତମାଳା ରାସ୍ତା ଅବରୋଧ କରି ଆନ୍ଦୋଳନ କରାଯାଇଛି | ସୂଚନାଯୋଗ୍ୟ:-  ଡାବୁଗାଁ ପଞ୍ଚାୟତ ଅଧୀନ ବୋରିଗାଁ – ମେଣ୍ଡ୍ରା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ ବର୍ତ୍ତମାନ ସେହି ରାସ୍ତା ମଧ୍ୟ ଦେଇ ଭାରତ ସରକାର ଙ୍କ ଭାରତମାଳା ରାସ୍ତା ଯାଇଥିବାରୁ ଉକ୍ତ ରାସ୍ତା ଅତିକ୍ରମ କରି ଯିବା ଆସିବାରେ ଗ୍ରାମବାସୀ ଅସୁବିଧା ର ସମ୍ମୁଖୀନ ହେଉଛନ୍ତି ଭାରତମାଳା ରାସ୍ତା ହେବ ଦିନଠାରୁ  ମେଣ୍ଡ୍ରା ଗ୍ରାମର ଲୋକ ମାନେ ବୋରିଗାଁ ପଞ୍ଚାୟତ କାର୍ଯ୍ୟ| ଳୟ ଓ ଡାବୁଗାଁ ବ୍ଲକ କାର୍ଯ୍ୟ|ଳୟ କୁ ଆସିବାକୁ ହଇରାଣ ହେଉଛନ୍ତି | ପୂର୍ବରୁ ଭାରତମାଳା ରାସ୍ତା ପାରି ହୋଇ ଲୋକେ ଯିବା ଆସିବା କରୁଥିଲେ |

ବର୍ତ୍ତମାନ ଭାରତମାଳା ରାସ୍ତାର ଉଭୟପାର୍ଶ୍ଵ ବାଡ ଦିଆଯାଇଥିବାରୁ ଲୋକେ ଯିବାସିବାରେ ଅସୁବିଧା ଭୋଗୁଛନ୍ତି | ପୂର୍ବରୁ ଉକ୍ତ ରାସ୍ତା ଉପରେ ନିର୍ଭର କରୁଥିବା ଗ୍ରାମବାସୀ ମାନେ ବିଭିନ୍ନ ସମୟରେ ଜିଲାପାଳ, ଏନଏଚଏଆଇ ଅଧିକାରୀ ଙ୍କୁ ବାରମ୍ବାର ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା | ଶେଷରେ  ବୋରିଗାଁ ପଞ୍ଚାୟତର ବୋରିଗାଁ, ଖୁଟୁଗୁଡା, ନୂଆଗୁଡା, ଆମ୍ବାଗୁଡା, ମେଣ୍ଡ୍ରିଗୁଡା, ମେଣ୍ଡ୍ରା, ଗୋଦମା, ପରଶୁବେଡା ଗ୍ରାମର ପ୍ରାୟ ୧ ହଜାରରୁ ଊର୍ଦ୍ଧ୍ଵ ଗ୍ରାମବାସୀ ମାନେ ବୁଧବାର ସକାଳ ୧୦ ଘରୁ ଅପରାହ୍ନ ୫ ଘ. ପର୍ଯ୍ୟନ୍ତ ଭାରତମାଳା ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ | ଅପରାହ୍ନ ୪ ଘ. ରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ, ଡାବୁଗାଁ ତହସିଲଦାର ଗୀତା ମୁର୍ମୁ, ବୋରିଗାଁ ସରପଞ୍ଚ ଶୁକୃ ଭତ୍ରା, ଡାବୁଗାଁ ଥାନା ସବଇନିସ୍ପେକ୍ଟର ଚନ୍ଦନ ସାହୁ, ପ୍ରୋବେଶନର ସବଇନିସ୍ପେକ୍ଟର ଦଣ୍ଡ ଚରଣ ସେଠୀ ଓ ଏଏସଆଇ ଗୋପାଳକୃଷ୍ଣ ହାଲୱା ପ୍ରମୁଖ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାସୁଝା କରିଥିଲେ | ପରେ ଏନଏଚଏଆଇ ଅଧିକାରୀ  ପହଞ୍ଚି ଉପରିସ୍ଥ ଅଧିକାରୀ ଙ୍କୁ ଜଣାଇ ୧୫ ଦିନ ମଧ୍ୟରେ ସମସ୍ୟା ସମାଧାନ କରିବା ପାଇଁ ଏକ ଲିଖିତ ପ୍ରତିଶ୍ରୁତି ଦେବାପରେ ଗ୍ରାମବାସୀ ମାନେ ଧାରଣାରୁ ହଟିଥିଲେ |


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like