-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||     

HOME   ଜିଲ୍ଲା

ନିରନ୍ତର ବିକାଶ ଲକ୍ଷ୍ୟ - ୨୦୩୦

07-Jan-2026



ନୂଆପଡ଼ା (ରାମନାଥ ପଣ୍ଡା)
ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟ ନୂଆପଡ଼ା ତରଫରୁ ନିରନ୍ତର ବିକାଶ ଲକ୍ଷ୍ୟ -୨୦୩୦ ଉପରେ ବ୍ଲକ ସ୍ତରୀୟ ତାଲିମ ଶିବିର କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା ।ଶିବିରରେ ଉପ ନିର୍ଦ୍ଦେଶକ ଡି ପି ଏମ ୟୁ ଡିଲେଶ୍ୱର ଧରୁଆ,ବ୍ଲକ ଉପାଧ୍ୟକ୍ଷ ଜୟ ଦେବ ପ୍ରଧାନ,ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଭକ୍ତ ବନ୍ଧୁ ବୁଡେକ,ସହକାରୀ ନିର୍ଦ୍ଦେଶକ ଡି ପି ଏମ ୟୁ ଝାରସୁଗୁଡ଼ା ସଞ୍ଜୟ କୁମାର ଦୀପ ,ସହକାରୀ ନିର୍ଦେଶକ ଡି ପି ଏମ ୟୁ ନୂଆପଡ଼ା ପ୍ରେମ ରାଜ ହଂସ ମଞ୍ଚାଷିନ ଥିଲେ ।ଉପ ନିର୍ଦ୍ଦେଶକ ଡିଲେଶ୍ୱର ଧରୁଆ ମଞ୍ଚ ପରିଚାଳନା କରିଥିବାବେଳେ ସହକାରୀ ନିର୍ଦ୍ଦେଶକ ସଂଜୟ କୁମାର ଦୀପ ସତର ଗୋଟି ନିରନ୍ତର ବିକାଶ ଲକ୍ଷ୍ୟ ଯଥା - ଦାରିଦ୍ର୍ୟ ମୁକ୍ତ,କ୍ଷୁଧା ମୁକ୍ତ,ସୁସ୍ଥ ଓ ନିରାମୟ ଜୀବନ,ଗୁଣାତ୍ମକ ଶିକ୍ଷା,ଲିଙ୍ଗଗତ ସମାନତା,ସ୍ୱଚ୍ଛ ଜଳ ଓ ପରିମଳ,ସୁଲଭ ଓ ସ୍ୱଚ୍ଛ ଶକ୍ତି,ମର୍ଯ୍ୟାଦା ପୂର୍ଣ୍ଣ କାର୍ଯ୍ୟ ଓ ଆର୍ଥିକ ଅଭିବୃଦ୍ଧି,ଶିଳ୍ପ ଉଦ୍ଭାବନ ଓ ଭିତ୍ତିଭୂମି ବିକାଶ,ଅସମାନତା ହ୍ରାସ,ସହର ଓ ଜନ ସମୁଦାୟର ସ୍ଥାୟୀତ୍ବ,ଦାୟୀତ୍ୱ ପୂର୍ଣ୍ଣ ବ୍ୟବହାର ଏବଂ ଦୀର୍ଘ ସ୍ଥାୟୀ ଉତ୍ପାଦନ,ଜଳବାୟୁ ଭିତ୍ତିକ କାର୍ଯ୍ୟ,ଜଳ ଭିତରେ ଥିବା ଜୀବଜଗତର ସୁରକ୍ଷା,ଭୁ ପୃଷ୍ଠ ଜୀବଜଗତର ସୁରକ୍ଷା,ଶାନ୍ତି, ନ୍ୟାୟ ଓ ଦୃଢ ଅନୁଷ୍ଠାନ ସୃଷ୍ଟି ଓ ବୃଦ୍ଧି ଏବଂ ଲକ୍ଷ୍ୟ ହାସଲ ପାଇଁ ସହଭାଗିତା ଉପରେ ପ୍ରଶିକ୍ଷାର୍ଥୀଙ୍କୁ ତାଲିମ ପ୍ରଦାନ କରିଥିଲେ ।ସମସ୍ତ ପ୍ରଶିକ୍ଷାର୍ଥୀଙ୍କୁ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା ।ଶିବିରରେ ଜି ପି ଡି ଓ ହେମନ୍ତ ବିଭାର,ସି ଡି ପି ଓ ଦେବକୀ ମଲ୍ଲିକ,ବ୍ଲକ ସ୍ତରୀୟ ଅନ୍ୟାନ୍ୟ ଅଧିକାରୀ,ତରବୋର୍ଡ  ସରପଞ୍ଚ ଶ୍ୟାମ ପୃଷ୍ଟି, କୋମନା ସରପଞ୍ଚ ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ଭେଲା ସରପଞ୍ଚ ବିମଳ ଯୋଶୀ, ମୁଣ୍ଡାପଲା ସରପଞ୍ଚ ରଜନୀ ମାଝୀ,ସୁନାବେଡ଼ା ସରପଞ୍ଚ ରଜନୀ ଜଗତ, ସରପଞ୍ଚ ସନ୍ତୋସିନି ସୁନାନି , ଟିକ୍ରାପଡା ସରପଞ୍ଚ ଯମୁନା ହରିଜନଙ୍କ ସମେତ କୋମନା ବ୍ଲକର ଅନ୍ୟ ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ ଯୋଗଦାନ କରିଥିଲେ ।ନୂଆପଡ଼ା ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ବିଭାଗର ଏସ ଇ ଆଇ ରଶ୍ମି ଠାକୁର,ଏସ ଆର୍ ଏ ଧବଳେଶ୍ଵର ମେହେର ଫାଇନାନ୍ସ ଏକ୍ସପର୍ଟ ଜଗତ ମୋହନ ସାହୁ କାର୍ଯ୍ୟକ୍ରମ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026

You Might Also Like