-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

SGFI ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶା ଛାତ୍ରଛାତ୍ରୀଙ୍କ ଐତିହାସିକ ସଫଳତା

07-Jan-2026



ଭୁବନେଶ୍ବର(ପ୍ରେରଣା ଖବର): ଝାଡ଼ଖଣ୍ଡର ରାଞ୍ଚି ଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ ରୁ  କମ୍ ବୟସର ବାଳକ ଓ ବାଳିକା ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା । ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶା ପାଇଁ ୪ ଟି ସ୍ବର୍ଣ୍ଣ ପଦକ ଆଣିଛନ୍ତି ବିଦ୍ୟାଳୟର ଛାତ୍ରଛାତ୍ରୀ ।  ୬ ଜାନୁଆରୀ ୨୦୨୬ ରୁ ୧୦ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ରାଞ୍ଚି ଠାରେ ଏହି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଓଡ଼ିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ପକ୍ଷରୁ ଓଡ଼ିଶାରୁ ମୋଟ୍  ୧୮ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ, ଯେଉଁଥିରେ ୧୧ ଜଣ ବାଳିକା ଓ ୭ ଜଣ ବାଳକ ସାମିଲ୍ ଥିଲେ।

ମୟୂରଭଞ୍ଜ ଜିଲ୍ଲାର ବାରିପଦା ସ୍ଥିତ ୟୁଜିପି ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ର ରୋହିତ କୁମାର ମାରାଣ୍ଡି ୩୦ ମିଟର ଦୂରତା (ଇଣ୍ଡିଆନ ରାଉଣ୍ଡ ଓ ୩୦ ମିଟର ଦୂରତା ଓଲିମ୍ପିକ ରାଉଣ୍ଡରେ ଦୁଇଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ, ମିକ୍ସ ଟିମ୍ ରାଉଣ୍ଡରେ ସେ ଭୁବନେଶ୍ବର କିସ୍  ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ରେଶମା ମଲ୍ଲିକଙ୍କ ସହ ରୋହିତ କୁମାର ମାରାଣ୍ଡି ଆଉ ଗୋଟିଏ ସ୍ବର୍ଣ୍ଣ ପଦକ ହାସିଲ୍ କରିଛନ୍ତି ।  ରୋହିତ କୁମାର ମାରାଣ୍ଡି ସମୁଦାୟ ୩ଟି ସ୍ବର୍ଣ୍ଣ ପଦକ ଜିତିଥିବା ବେଳେ ରେଶମା ମଲ୍ଲିକ ଗୋଟିଏ ସ୍ବର୍ଣ୍ଣ ପଦକ ରାଜ୍ୟ ପାଇଁ ଆଣିଦେଇଛନ୍ତି । ଏହି ସଫଳତା ଓଡ଼ିଶାର ବିଭିନ୍ନ ବିଦ୍ୟାଳୟର ଥିବା ଯୁବ କ୍ରୀଡ଼ା ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବ ବୋଲି ଆଶା କରାଯାଉଛି । 
I


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like