-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

କୋକସରା ​ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ୨୦୨୬ ଘୁମୁରା ଅନୁଷ୍ଠିତ

07-Jan-2026



କୋକସରା(ତ୍ରିନାଥ ବେଶ୍ରା )
​ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୁଡ଼ ହାଣ୍ଡି ମଞ୍ଚ ପରିସରରେ ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୬ ଅନୁଷ୍ଠିତ ହୋଇଯାଇଛି । ଆମପାଣି ବୁଡ଼ା ରଜା ମନ୍ଦିର ନିକଟରୁ ମଶାଲ ଶୋଭାଯାତ୍ରା ବାହାରି କୋକସରା ଠାରେ ପହଞ୍ଚି ଥିଲା ଓ  ବଡ଼ ଧୁମ ଧାମ ସହ ସ୍ୱାଗତ କରି ଉଦଘାଟନୀ ଗୁଡ଼ ହାଣ୍ଡି ମଞ୍ଚ କୁ ନିଆ ଯାଇଥିଲା l  ଏଠାରେ କୋକସରା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀଯୁକ୍ତ ହିମାଞ୍ଚଳ ମାଝୀ  ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ କୋକସରା ବ୍ଲକ ଅଧକ୍ଷ୍ୟା ଶ୍ରୀମତୀ ରିତା ଅଗ୍ରୱାଲ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ବ୍ଲକ ଉପାଧ୍ୟକ୍ଷ ଶ୍ରୀଯୁକ୍ତ ରାଜୀବ କୁମାର ଅଗ୍ରୱାଲ ଜିଲ୍ଲା ପରିଷଦ ସଭ୍ୟ ହେମନ୍ତ ମାଝୀ, ତ୍ରିନାଥ ବାଗ, ଓ  ସମିତି ସଭ୍ୟ ସଭାପତି  ଘନଶ୍ୱାମ ନାୟକ ସରପଞ୍ଚ କିଶୋର ଚନ୍ଦ୍ର ପ୍ରଧାନୀ କୋକସରା ଥାନା ଭାରପ୍ରାପ୍ତ ଅଧିକାରୀ ଓ ତହସିଲଦାର ଚୋଡ଼ଗଙ୍ଗ ପ୍ରଧାନ ପ୍ରମୁଖ ମଞ୍ଚାସିନ ହୋଇଥିଲେ l ବିଭିନ୍ନ ଗ୍ରାମପଞ୍ଚାୟତ  ର ସରପଞ୍ଚ, ସମିତି ସଭ୍ୟ, ସଭ୍ୟା ଓ ଅନେକ ଗ୍ରାମ ରୁ ହଜାର ହଜାର ସଂଖ୍ୟା ରେ ଲୋକ ମାନେ ଯୋଗ ଦାନ କରିଥିଲେ  l କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା, ଲୋକଗୀତ, ଲୋକନୃତ୍ୟ ଓ ପରମ୍ପରା ଉପରେ ଅତିଥି ମାନେ ବକ୍ତବ୍ୟ ରଖିଥିଲେ ।

ପୂର୍ବରୁ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀ ଓ ଅନେକ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଶେଷରେ ଜିଲ୍ଲା ତଥା ଜିଲ୍ଲା ବାହାରୁ ଆସିଥିବା ବିଭିନ୍ନ ସାଂସ୍କୃତିକ ଦଳର କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । 
ପ୍ରତେକ ଡିପାଟମେଣ୍ଟ ତରଫରୁ ବିଭିନ୍ନ ଷ୍ଟଲ  କରି ଥିବା ବେଲେ ଶିଶୁ ବିକାଶ ଯୋଜନା ତରଫରୁ ଶିଶୁ ର ଓଜନ ପୁଷ୍ଟି କର ଖାଦ୍ୟ ବିଷୟ ରେ ଲୋକ ମାନଙ୍କୁ ସଚେତନ କରାଯାଇ ଥିଲା l   କୋକସରା ଓ ଆମପାଣି ପୋଲିସ ପକ୍ଷ ରୁ  ଶାନ୍ତି ଶୃଙ୍ଖଳା ସହିତ ମଶାଲ ଯାତ୍ରା ଗୁଡ ହାଣ୍ଡି ମଞ୍ଚ ରେ ପହଞ୍ଚି ଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like