-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଉଦଯାପିତ

07-Jan-2026



ବାଲିଗୁଡା(ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ ଏ ସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ପିଏମଶ୍ରୀ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱ ରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ବାଲିଗୁଡା ବ୍ଲକ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ , ମୁଖ୍ୟବକ୍ତା ଭାବେ ବାଲିଗୁଡା ଏନ ଏ ସି ସାଂସଦ ପ୍ରତିନିଧି ଆଦିକନ୍ଦ ପଟ୍ଟନାୟକ, ସମ୍ମାନିତ ଅତିଥି ଭାବେ ମନୋଜ କୁମାର ରଥ, ବାଲିଗୁଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଅମିତା ସ୍ମିତା ନାୟକ, ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ଜ୍ୟୋସ୍ନା ରାଣୀ ସାହୁ, ସିପାଞ୍ଜିରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଧାଂଶୁ କୁମାର ବେହେରା, ବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ଶ୍ରୀମତୀ ଲିଲି ମଲିକ, ସି ଆର ସି ସି ସୌଦାମିନୀ ସାହୁ ପ୍ରମୁଖ ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଉପସ୍ଥିତ ଛାତ୍ରୀ ମାନଙ୍କୁ ଶିକ୍ଷା ମାଧ୍ୟମରେ ଜଣେ ଉତ୍ତମ ବ୍ୟକ୍ତିତ୍ଵ ହାସଲ କରିପାରିବ, ଶିକ୍ଷା ହେଉଛି ଏକ ମାଇଲ ଖୁଣ୍ଟ, ଏହାକୁ ହାସଲ କରିବାକୁ ହେଲେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ଜିଜ୍ଞାସା ରହିବା ଆବଶ୍ୟକ। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନ ବାର୍ଷିକ ବିବରଣୀ ପଠନ କରିଥିଲେ। ଶିକ୍ଷକ ଜିତେନ୍ଦ୍ର ନାଥ ପାତ୍ର ଅତିଥି ମାନଙ୍କ ର ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ରବୀନ୍ଦ୍ର କୁମାର ବିଶ୍ୱାଳ ସଭା ପରିଚାଳନା କରିଥିଲେ। ସଭା ପରେ ଅତିଥି ଗଣ ବିଦ୍ୟାଳୟର ଆକାଂକ୍ଷୀ ପରିଷଦ ଦ୍ଵାରା ଟ୍ଯାଲେଣ୍ଟ ଗ୍ୟାଲେରୀ, ଇନ୍ସପାଏରିଂ ଓଡିଶା, ଦୋକାନ ଯାତ୍ରା ଆଦି ବିଭିନ୍ନ ଷ୍ଟଲ ବୁଲି କେନ୍ଦ୍ର ସରକାରଙ୍କ ପିଏମଶ୍ରୀ ଉତ୍ସବକୁ ଉଚ୍ଚ ପ୍ରଶଂସା କରିଥିଲେ। ପରେ ପରେ ବିଦ୍ୟାଳୟ ଛାତ୍ରୀଙ୍କ ଦ୍ଵାରା ବିଭିନ୍ନ ପ୍ରକାର ସାଂସ୍କୃତିକ ନାଚ ଗୀତ ହେଇଥିଲା। ସମସ୍ତ କାର୍ଯ୍ୟରେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ, ପରିଚାଳନା କମିଟୀ ସଦସ୍ୟ ଓ ଗ୍ରାମବାସୀ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like