-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||      ବରପାଲିର ବରିଷ୍ଠ ସାମ୍ୱାଦିକ ପ୍ରଭୁ ଚରଣ ମହାନ୍ତିଙ୍କ ପତ୍ନୀ ବିୟୋଗ   (20-Apr-2026)       ||      ବାଗଡିଆରେ ନାମଯଜ୍ଞ ନେଇ କଳସ ଶୋଭାଯାତ୍ରା   (20-Apr-2026)       ||      ଡ଼ଭଲାରେ ରାତ୍ରିକାଳୀନ କ୍ରିକେଟ ମ୍ୟାଚ   (20-Apr-2026)       ||      ବ୍ରହ୍ମ ସମାଜ ପକ୍ଷରୁ ବିନିକାରେ ପର୍ଶୁରାମ ଜୟନ୍ତୀ ପାଲିତ   (20-Apr-2026)       ||     

HOME   ଜିଲ୍ଲା

୧୨୫ ତମ ଜନ୍ମ ଜୟନ୍ତୀ ମହୋତ୍ସବ ଅବସରରେ ରକ୍ତଦାନ ଶିବିର

07-Jan-2026



ବଲାଙ୍ଗୀର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମ ର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଆୟୋଜିତ ହୋଇ ଯାଇଛି। ଏହି ଅବସରରେ  ପ୍ରସ୍ତାବିତ ୨୫ ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୬ ତମ କାର୍ଯ୍ୟକ୍ରମ ଭାବେ ରକ୍ତଦାନ ଶିବିର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି। ପୂରାତନ ଛାତ୍ର ଚିନ୍ତାମଣି ଚୌଧୁରୀଙ୍କ ସଂଯୋଜନା ରେ  ତଥା ଆର୍ଶିବାଦ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ  ମୁଖ୍ୟ ଅତିଥି ଭାବେ ଭୀମ ଭୋଇ ଭେଷଜ ମହାବିଦ୍ୟାଳୟର ଚିକିତ୍ସକ ଅଶୋକ କୁମାର ମିଶ୍ର ସମ୍ମାନିତ ଅତିଥି ଭାବେ ଡ. ଅଭିଷେକ ବେହେରା, ଭୁତିଆରବାହାଲ ଆୟୁଷ୍ମାନ ମନ୍ଦିରର  ଚିକିତ୍ସକ ଓମ୍ ପ୍ରକାଶ ସାହୁ, ଭୁତିଆରବାହାଲ ଗ୍ରାମ ପଞ୍ଚାୟତ ସମିତି ସଭ୍ୟ ଅଜିତ ସାହୁ  ଯୋଗଦେଇଥିଲେ। ଏହି ରକ୍ତଦାନ ଶିବିରରେ ମୋଟ ୩୮ ଜଣ  ରକ୍ତଦାନ କରିଥିଲେ।  ସେମାନେ ହେଲେ ଅବିନାଶ ଚୌଧୁରୀ, କୀର୍ତ୍ତନ ସାହୁ, ମନୋରଞ୍ଜନ ସାହୁ, ଶଶିକାନ୍ତ ବଗର୍ତ୍ତୀ,ଡୋଳାମଣୀ ବାରିକ, କ୍ଷେତ୍ରମୋହନ ଭୋଇ, କୈଳାସ ଚନ୍ଦ୍ର ଭୋଇ,ଭାରତୀ ସାହୁ, ମୁକେଶ ପୁଟେଲ ,ପୁରୁଷୋତ୍ତମ ବାଗ, ଆଶୀର୍ବାଦ ସାହୁ, ଦେବରାଜ ମହାକୁଡ,ଚୁମନ ପୁଟେଲ, କିରନ ପସାୟତ, ବିଦ୍ୟା ସାଗର ପୁଟେଲ,ମିତାଞ୍ଚଳି ସେଠ, ନେପାଳ ବେହେରା, କୈଳାସ ଚନ୍ଦ୍ର ଭାଟି,ସୁରଞ୍ଜନ ବାଗ, ବିକାଶ ଚିରଗୁନ, ଉମେଶ ମାଝୀ ,ଡୋଲାମଣୀ ପୁଟେଲ, ବିଷ୍ଣୁ ଦଣ୍ଡସେନା ,ଗଣନାଥ ପୁଟେଲ,ଚିନ୍ମୟ ସାହୁ , ସୁଶାନ୍ତ ବାଗ, ବାସୁଦେବ ଖମାରୀ, ଦେବଦତ୍ତ ଦାସ , ଶୋଭାରାଣୀ ତାଣ୍ଡି , ପଙ୍କଜିନୀ କଲତା, ଚରଣ ପସାୟତ , ସତ୍ୟବ୍ରତ ସେନାପତି, ପ୍ରମୋଦ ସାହୁ, ତ୍ରୀଭୁବନ ନାଏକ, ବନମାଳୀ ସାହୁ, ଜ୍ୟୋତି ରଞ୍ଜନ ଭୋଇ, ରମେଶ ଭୋଇ, ଚିନ୍ତାମଣି ଚୌଧୁରୀ ରକ୍ତଦାନ କରିଥିଲେ । ରାଜେନ୍ଦ୍ର ଅଗ୍ରୱାଲ, ଅକ୍ଷୟ କୁମାର ଚୌଧୁରୀ, ତେଜରାଜ ଥନାପତି, ପଞ୍ଚାନନ ଭୋଇ, ମୋହନ ଚୌଧୁରୀ, ଶ୍ୟାମ ଭୋଇ, ସୁଶ୍ରୀ ଶୁଭଲକ୍ଷ୍ମୀ ପ୍ରୀୟଦର୍ଶନୀ, ସ୍ନିଗ୍ଧା ସାମଲ, ବିଷ୍ଣୁପ୍ରିୟା ଗିରି, କୁନା ପୁଟେଲ,ସର୍ଣ ଭାଟି ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ଶିବପ୍ରସାଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026
  ଜିଲ୍ଲା  
*କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   20-Apr-2026
  ଜିଲ୍ଲା  
ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   20-Apr-2026
  ଜିଲ୍ଲା  
ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   20-Apr-2026
  ଜିଲ୍ଲା  
ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   20-Apr-2026

You Might Also Like