-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ମାଁ ପାଟରାଣୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ, ନିଲଜି କୁ ହରାଇ ଗୋଡ଼ଧୁଆପଦର ଦଳ ଚମ୍ପିୟାନ

08-Jan-2026



ସିନାପାଲି (ଚିନ୍ତାମଣି ନେତାମ):
ନୂଆପଡ଼ା ଜିଲ୍ଲା ବୋଡେନ ବ୍ଲକ ଅନ୍ତର୍ଗତ ଧରଣୀମାଲ ହାଇସ୍କୁଲ ଖେଳ ପଡିଆରେ ଆଜି ଧନେଶ୍ୱର କଟା ମେମୋରିଆଲ ସିଜନ–୧୭ ପକ୍ଷରୁ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଉଦ୍‌ଯାପନୀ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏହି ଉଦ୍‌ଯାପନୀ ଦିବସରେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ଲମ୍ବୋଦର ନିଆଲ, ମୁଖ୍ୟ ବକ୍ତା ଭାବରେ ପୂର୍ବତନ ଏ.ବି.ଇ.ଓ. ଶ୍ରୀଯୁକ୍ତ ବୋଲଧର ନାଗ ଏବଂ ସମ୍ମାନିତ ଅତିଥି ଭାବରେ ଖରସେଲ ଗ୍ରାମପଞ୍ଚାୟତ ସରପଞ୍ଚ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଖମାରିଙ୍କ ସହ ଫୁଲଚନ୍ଦ ଦଣ୍ଡସେନା, ହେରାମ୍ଭ ପୁଝାରୀ, ଲିଙ୍ଗରାଜ କଟା, ଅଶ୍ୱନୀ ବେହେରା, ପିତାମ୍ବର କଟା, ଚିତ୍ତରଞ୍ଜନ ଭୋଇ, କୁନୁ ଛତ୍ରିଆ, ମାନସ ରଞ୍ଜନ ବେହେରା, ମହେଶ କୁମାର ସାହୁ, ଅମରନାଥ କଟା, ଧନସିଂ ହଂସ, ରୋହିତାଶ୍ୱ ବେମାଲ ଓ ଝାଙ୍କର ଜିତାମିତ୍ର କଟା ଉପସ୍ଥିତ ଥିଲେ।
ଉଦ୍‌ଯାପନୀ ମ୍ୟାଚରେ ନୀଳଜି ଦଳ ଓ ଗୋଡ଼ଧୁଆପଦର ଦଳ ମୁହାଁମୁହିଁ ହୋଇଥିଲେ। ପ୍ରଥମେ ବ୍ୟାଟିଂ କରି ଗୋଡ଼ଧୁଆପଦର ଦଳ ୧୨ ଓଭରରେ ୯ ଉଇକେଟ ହରାଇ ୮୫ ରନ କରିଥିଲା। ଲକ୍ଷ୍ୟ ପଛୁଆ କରି ନୀଳଜି ଦଳ ୧୧ ଓଭରରେ ସମ୍ପୂର୍ଣ୍ଣ ଅଳଆଉଟ ହୋଇ ୮୧ ରନରେ ସୀମିତ ରହିଥିଲା। ଫଳରେ ଗୋଡ଼ଧୁଆପଦର ଦଳ ୪ ରନରେ ବିଜୟୀ ହୋଇଥିଲା।
ମ୍ୟାଚରେ ଏମ୍ପାୟାର ଭାବରେ ମନୋରଞ୍ଜନ ବେହେରା ଓ ମକରଧ୍ୱଜ ଜଗତ ଦାୟିତ୍ୱ ନିର୍ବାହ କରିଥିବାବେଳେ, ଧାରାବିବରଣୀରେ ପ୍ରମୋଦ କୁମାର ବାଗ, ଭାନୁପ୍ରକାଶ ଜଗତ, ବସନ୍ତ କୁମାର ବାଗ, ମଳୟ ତାଣ୍ଡି , ସ୍କୋରର ଭାବରେ ଗୋବର୍ଦ୍ଧନ ତାଣ୍ଡି କାର୍ଯ୍ୟ ତୁଲାଇଥିଲେ ଓ ମୁକୁନ୍ଦ ହଂସ ସହଯୋଗ କରିଥିଲେ।
ଟୁର୍ଣ୍ଣାମେଣ୍ଟ କମିଟିର ସଭାପତି ମକରଧ୍ୱଜ ଜଗତ, ସମ୍ପାଦକ ରାଜେନ୍ଦ୍ର ପ୍ରସାଦ ଜଗତ, କୋଷାଧ୍ୟକ୍ଷ ମହେନ୍ଦ୍ର ଭୋଇ, ମ୍ୟାନେଜର ବାସୁଦେବ ସାହୁ ସହ ଲାଳେଶ୍ୱର, ଲିଲୁ, ଲକ୍ଷ୍ମୀ, ମନୋଜ, କାର୍ତିକ, ବବଲୁ, ପ୍ରିନ୍ସ ଓ ଅନ୍ୟାନ୍ୟ ସଦସ୍ୟମାନେ ସଫଳ ଆୟୋଜନରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like