-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ତ୍ରୟୋବିଂଶ ବାର୍ଷିକ ଉତ୍ସବ ପାଳିତ

08-Jan-2026



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର): ଡାବୁଗାଁ ବ୍ଳକ ସଦର ମହକୁମା ଜୟନ୍ତୀ ନଗର ଠାରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ତ୍ରୟୋବିଂଶ ବାର୍ଷିକ ଉତ୍ସବ-୨୦୨୫-୨୬ ମହାସମାରୋହରେ ବୁଧବାର ସନ୍ଧ୍ୟାରେ ପାଳିତ ହୋଇଯାଇଛି l ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଏମ୍. ସୂର୍ଯ୍ୟ ନାରାୟଣ ସୁବୁଦ୍ଧି ଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ବକ୍ତା ଭାବେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘ  ପ୍ରାନ୍ତ କୁଟୁମ୍ବ ପ୍ରବୋଧନ  ଡାଃ ବିପିନ ବିହାରୀ ମିଶ୍ର, ସମ୍ମାନୀତ ଅତିଥି ଡାବୁଗାଁ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ଶ୍ରୀମତୀ ରଶ୍ମିତା ନେତାମ, ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ ସଞ୍ଜୟ କୁମାର ପାଢ଼ୀ, ବିଦ୍ୟାଳୟ ପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀ ପ୍ରମୁଖ ମଞ୍ଚାସୀନ ଥିଲେ l ପ୍ରଥମେ ଭାରତ ମାତା, ଓଂ, ବୀଣାପାଣି ଙ୍କ ଫଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ, ଧୂପ, ଦୀପ ପ୍ରଜ୍ଜ୍ଵଳନ, ନାରିକେଳ ଫୁଟାଇ ମଞ୍ଚାସୀନ ହେବା ପରେ ସରସ୍ଵତୀ ବନ୍ଦନା କରା ଯାଇ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା | ବିଦ୍ୟାଳୟର ସମ୍ପାଦକ ଶ୍ରୀ ପାଢୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସମସ୍ତ ଅତିଥି ମାନଙ୍କୁ ପୁଷ୍ପ ଗୁଚ୍ଛ, ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଥିଲା l ସ୍ୱାଗତ ନୃତ୍ୟ, ସ୍ୱାଗତ ସଙ୍ଗୀତ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା କରାଯାଇଥିଲା lପ୍ରଧାନ ଆଚାର୍ଯ୍ୟ ସତ୍ୟନାରାୟଣ ଚୌଧୁରୀ ବିଦ୍ୟାଳୟ ର ବାର୍ଷିକ ବିବରଣୀ ପଠନ କରିଥିଲେ | ଅତିଥି ମାନେ ଛାତ୍ରଛାତ୍ରୀ ମାନଙ୍କୁ ଭଲ ପାଠ ପଢି ନିଜର ବିଦ୍ୟାଳୟ  ନାମ ସହ ନିଜ ବ୍ଳକ, ଜିଲ୍ଲା, ରାଜ୍ୟ ର ନାମ ରଖିବା, ଜଣେ ଭଲ ମଣିଷ ହେବା, ଭବିଷ୍ୟତରେ ଛାତ୍ର ଛାତ୍ରୀ ମାନେ ଉନ୍ନତି କରିବା ପାଇଁ ପରାମର୍ଶ ଦେଇଥିଲେ | ପରେ  ବିଭିନ୍ନ ପ୍ରତିଯୋଗୀତା ରେ କୃତକାର୍ଯ୍ୟ ହୋଇଥିବା କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l  ଶେଷରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ସମସ୍ତ ଅଭିଭାବକ, ଅଭିଭାବିକା,ଭଦ୍ରବ୍ୟକ୍ତି ମାନଙ୍କୁ ବେଶ୍ ଆନନ୍ଦିତ କରାଇ ଥିଲେ l ସମସ୍ତ ଗୁରୁଜୀ, ଗୁରୁମା, କର୍ମଚାରୀ ଓ ଛାତ୍ରଛାତ୍ରୀ ମାନେ ସହଯୋଗ କରି ଉତ୍ସବ କୁ ସରସ ସୁନ୍ଦର କରିଥିଲେ  |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like