-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ଜିଲ୍ଲା

ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ପଡ଼ିଆ ରେ ସ୍ବଚ୍ଛତା ଓ ପଲିଥିନ୍ ମୁକ୍ତ ସଚେତନତା ଅଭିଯାନ*- *ଜରି ଗୋଟାଇ ଲୋକ ଙ୍କୁ ସଚେତନ କଲେ ଜିଲ୍ଲାପାଳ*-

08-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ) ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ଅବସର ରେ ମହୋତ୍ସବ ପଡ଼ିଆ ରେ ଏକ ସ୍ବଚ୍ଛତା ଓ ପଲିଥିନ୍ ମୁକ୍ତ ସଚେତନତା ଅଭିଯାନ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିଲା l ଜିଲ୍ଲା ପ୍ରଶାସନ ଓ ସ୍ବଚ୍ଛ ଭାରତ ସଙ୍ଗଠନ ସଂଯୋଜନା ରେ ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ ଏହି କାର୍ଯ୍ଯ କ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପଧାନ ଓ ବିଭିନ୍ନ ଅଧିକାରୀ ଯୋଗ ଦେଇଥିଲେ l ମହୋତ୍ସବ ପଡ଼ିଆ ରେ ପଲ୍ଲୀଶ୍ରୀ ମେଳାର ଚାରି ପାଖେ ବୁଲି ସମସ୍ତ ଷ୍ଟଲ୍ ଆଗରେ ଥିବା ପଲିଥିନ୍ ଓ ଅଳିଆ ଆବର୍ଜ୍ଜନା କୁ ଗୋଟାଇ ସ୍ବେଛାସେବୀ ଙ୍କ ସହ ନିଜେ ଜିଲ୍ଲାପାଳ ଓ ଏ ଡି ଏମ ସଫା କରି ଷ୍ଟଲ୍ ମାଲିକ ଙ୍କୁ ସଚେତନ କରିଥିଲେ l ଓ ଷ୍ଟଲ ସଂବୁଖ ଓ ପଡ଼ିଆ କୁ ସର୍ବଦା ସଫା ରଖିବାକୁ ତାଗିଦ୍ କରିଥିଲେ l ଜିଲ୍ଲା ପ୍ରଶାସନ , ସ୍ଵଚ୍ଛ ଭାରତ ସଙ୍ଗଠନ ସହିତ ସୋନପୁର କଳେଜ୍ ଏନ୍ ସି ସି  କ୍ୟାଡେଟ ଏବଂ ଭାରତ ବିକାଶ ପରିଷଦ ଅନୁଷ୍ଠାନ, ଯୋଗ ସମିତି କର୍ମକର୍ତା ସହଯୋଗ କରିଥିଲେ l ସ୍ଵଚ୍ଛ ଭାରତ ସଙ୍ଗଠନ କୋଡି ନେଟର ମନୋରଞ୍ଜନ ତ୍ରୀପାଠୀ ,  ବିକାଶ ପରିଷଦ ସଭାପତି ଦୁର୍ଯ୍ୟଧନ ସାହୁ, ସୋନପୁର କଲେଜ୍ ଏନ୍ ସି ସି ଲ୍ୟାଫ୍ଟନେଣ୍ଟ ଆଶିଷ କୁମାର ଅଗ୍ରୱାଲ ଙ୍କ ସଂଯୋଜନା ରେ ଏହି କାର୍ଯ୍ଯ କ୍ରମ ଅୟୋଜନ କରା ଯାଇଥିଲା l ସମାଜ ସେବୀ ବୈକୁଣ୍ଠ ଶତପଥୀ, ପ୍ରମୋଦ ସାହୁ, ଲଡ଼ୁ କିଶୋର ମଲ୍ଲିକ, ରବୀନ୍ଦ୍ର ଜେନା , ସଞ୍ଜୟ ଷଡ଼ଙ୍ଗୀ, କ୍ଷୀରୋଦ ମେହେର , ରମା କାନ୍ତ କର, ଜ୍ୟୋତିର୍ମୟ ମିଶ୍ର, ଶୁଶାନ୍ତ ସାହୁ, ନରସିଂହ ବର୍ଗି, ଅମର ଭୁତ, ପ୍ରତାପ ଦାଶ, ନାରାୟଣ ଦାଶ, ଜୟନ୍ତ ବେହେରା, ତ୍ରିଲୋଚନ ତରିଆ, ଜୟ ନାରାୟଣ ସାହୁ, ବୀରବର ମେହେର, ନାରାୟଣ ମେହେର,ଦିବ୍ୟ ଊର୍ଯ୍ୟl ଯୋଗ ସମିତି ର ଅନନ୍ତ ଦାଶ ,  ଅନେକ କର୍ମକର୍ତା , ଓ ସୋନପୁର କଲେଜ୍ ଏନ୍ ସି ସି କ୍ୟାଡେଟ ଯୋଗ ଦେଇ "ସ୍ଵଚ୍ଛ ଭାରତ ସୁସ୍ଥ ଭାରତ" "ପଲିଥିନ୍ ହଟାଅ ପରିବେଶ ବଞ୍ଚାଅ ଦେଶ ବଞ୍ଚାଅ" ସ୍ଲୋଗାନ ଦେଇ ଦୋକାନୀ ଓ ସଧାରଣ ଲୋକ ଙ୍କୁ ସଚେତନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like