-+91-9937148622 |

prerana_bgr@rediffmail.com |

  Tuesday 21st April 2026 |

| | | |

R.N.I. Regd No. ODIODI/2010/46693

Breaking News

*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||      ଜିଲ୍ଲାସ୍ତରୀୟ କବି ଶ୍ରୀଜୟଦେବ ଜୟନ୍ତୀ ଉତ୍ସବ ପାଳିତ    (20-Apr-2026)       ||      ବଲାଙ୍ଗିରରେ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ଅକ୍ଷିମୁଠି ଅନୁକୂଳ ପାଳନ   (20-Apr-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଥାଳଉଠା ସମ୍ପନ୍ନ   (20-Apr-2026)       ||      ଅଜଣା ଗାଡ଼ି ଧକ୍କା ରେ ବାଇକ ଚାଳକ ମୃତ -   (20-Apr-2026)       ||     

HOME   ଜିଲ୍ଲା

ସାମ୍ବାଦିକା ଶିଳା ପଟ୍ଟନାୟକଙ୍କ ବିୟୋଗରେ ଶୋକସଭା

08-Jan-2026



ବିନିକା(ହିମାଂଶୁ ଶେଖର ପୁଟେଲ) ଏକ ପ୍ରମୁଖ ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକା ଶିଳା ପଟ୍ଟନାୟକଙ୍କ ସଡ଼କ ଦୁର୍ଘଟଣାରେ ପରଲୋକ ଘଟଣା ସାମ୍ବାଦିକ ମହଲରେ ଗଭୀର ଶୋକ ପ୍ରକାଶ ପାଇଛି।ଆଜି ତାଙ୍କର ଅମର ଆତ୍ମାର ସଦଗତି ପାଇଁ ବିନିକା ଅଞ୍ଚଳରେ କାର୍ଯ୍ୟରତ ସାମ୍ବାଦିକଙ୍କ ତରଫରୁ ସ୍ଥାନୀୟ ଦୁର୍ଗା ମଣ୍ଡପ ସଭା ଗୃହ ଠାରେ ଏକ ଶୋକସଭା ଅନୁଷ୍ଟିତ ହୋଇଥିଲା ସାମ୍ବାଦିକ ଦଧିବାମନ ନାୟକଙ୍କ ସଂଯୋଜନାରେ ଅନୁଷ୍ଟିତ ଏହି ଶୋକ ସଭାରେ ବିନିକା  ଏନଏସି ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଭୋଇ,କାର୍ଯ୍ୟନିର୍ବାହୀ ଅଧିକାରୀ ମାନସ ରଞ୍ଜନ ଭୋଇଙ୍କ ସମେତ ସାମ୍ବାଦିକ ହିମାଂଶୁ ଶେଖର ପୁଟେଲ,ଅଶୋକ ପଣ୍ଡା,ଶାନ୍ତନୁ ପଣ୍ଡା,ଦିଲ୍ଲୀପ ସାହୁ,ବ୍ରହ୍ମାନନ୍ଦ ପୂଜାରୀ,ପ୍ରତାପ କର୍ଣ୍ଣ,ମୁକେଶ ବଗର୍ତ୍ତି,ରାମ ଗୋପାଳ ବାଘ,ସ୍ୱେଚ୍ଛାସେବୀ ଆଲୋକ ହୋତା,କାହ୍ନୁ କର୍ଣ୍ଣ ପ୍ରମୁଖ ଉପସ୍ଥିତ ରହି ତାଙ୍କର ନିର୍ଭିକ ସାମ୍ବାଦିକତାର ଗୁଣାବଳୀ ଉପରେ ଆଲୋକପାତ କରିଥିଲେ।ପରେ ସ୍ବର୍ଗତ ଶିଳାଙ୍କ ଫଟୋଚିତ୍ରରେ ଫୁଲ ଅର୍ପଣ କରି ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026
  ରାଜ୍ୟ  
ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ   20-Apr-2026
  ଜିଲ୍ଲା  
ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   20-Apr-2026
  ଜିଲ୍ଲା  
"ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   20-Apr-2026
  ଜିଲ୍ଲା  
*ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   20-Apr-2026

You Might Also Like