-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||     

HOME   ରାଜ୍ୟ

ଚତୁର୍ଥ ଦିନରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ

08-Jan-2026



ବଲାଙ୍ଗିର(ପ୍ରେରଣା ଖବର)- ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ୍ସକ୍ଳବ ପକ୍ଷରୁ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗୀତା ଚତୁର୍ଥ ଦିନରେ ପହଁଚିଛି ।  ଆଜିର ଏହି ପ୍ରତିଯୋଗିତାରେ କ୍ଳବ ର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟ-ଅତିଥି ଭାବରେ ଅତିରିକ୍ତ ଜିଲ୍ଲପାଳ ବିଜୟନନ୍ଦ ସେଠି, ସମ୍ମାନିତ ଅତିଥି ଭାବରେ  ଜିଲ୍ଳା ପ୍ରକଳ୍ପ ଅଧିକାରୀ ତରଣୀ ସୁନା, ଜିଲ୍ଳା ମୁଖ୍ୟ ଚିକିତ୍ସାଅଧିକାରୀ ଡ଼ଃ ପୁଷ୍ପାଞ୍ଜଳି ମିଶ୍ର, ତହସିଲଦାର ଲଗ୍ନଜୀତ ବେହରା,ଡ଼ଃ ତୁଷାର ଠାକୁର, ସେନ୍ତୁରୀୟାନ ୟୁନିଭେର୍ସିଟି ର ଡାଇରେକ୍ଟର ଡ଼ଃ ପ୍ରଦୀପ ଷଡ଼ଙ୍ଗୀ, ଡ଼ଃ ଜୟଶଙ୍କର ମିଶ୍ର  ,କ୍ଲକର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର, ସଂଯୋଜକ ମନୋଜ ମିଶ୍ର ଏବଂ ମଧୁ ବନଛୋର ମଂଚାସିନ ଥିଲେ । ଦେବାଶିଷ ବାଗ, ସୁଦର୍ଶନ ସେଠ, ସଞ୍ଜନ କୁଡେ଼ଇ, ଜ୍ୟୋତି ମହାନନ୍ଦ, ଜିତୁ ଦଳାଇ  ଖେଳ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜି ଚତୁର୍ଥୀଦିନ ରେ ସ୍ପୋର୍ଟ ହଷ୍ଟେଲ ବଲାଙ୍ଗୀର ଏବଂ ଝାରସୁଗୁଡା ଫୁବବଳ କ୍ଳବ ମଧ୍ୟରେ ହୋଇଥିଲା, ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ପରସ୍ପର ଗୋଲ ଦେଇନଥିଲେ... ପରିଶେଷରେ ଝାରସୁଗୁଡା ଦଳ ପେନଲଟି ସୁଟ ଆଉଟ ଜରିଆରେ  ୫-୩ ଗୋଲରେ ବଲାଙ୍ଗୀର ଦଳ କୁ ପରାସ୍ତ କରି ସେମି ଫାଇନାଲ କୁ ଉର୍ତ୍ତିନ ହୋଇଥିଲା।  ବିଶିଷ୍ଠ କ୍ରିଡାବିତ ଲୋକନାଥ ନେପାକ ଏବଂ ଜୟ ନାରାୟଣ ମେହେର ଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା ।  ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର , ଗୋବିନ୍ଦ ଶତପଥୀ, ସଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର,ଆକାଶ ମିଶ୍ର, ମନୋଜ ଦୀପ, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର, ଟିକିି ମହାପାତ୍ର, ଟିକୁ ପରିଚ୍ଚା, ନିତ୍ୟା ପଧାନ, ସରୋଜ ସାହୁ ସନତ ତ୍ରିପାଠୀ, ପୃଥ୍ୱୀରାଜ ବରାଡ଼,ବିକାଶ ସା, ଆରୋ ରଞ୍ଜନ ମହାପାତ୍ର, ବିଦ୍ୟା ସାହୁ, ପ୍ରଦୀପ ସାହୁ, ଅରୁଣ ପଧାନ, ଯତୀନ୍ଦ୍ର ମିଶ୍ର, ସୁଶାନ୍ତ ନେଗୀ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି ର ଖେଳ ମୟୁରଭଞ୍ଜ ଓ ଢେଙ୍କାନାଳ ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026

You Might Also Like