-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||     

HOME   ଜିଲ୍ଲା

ବନାଗ୍ନି ନିରାକରଣ ଓ ପ୍ରତିରୋଧ ପାଇଁ ପ୍ରସ୍ତୁତି ବୈଠକ

09-Jan-2026



ବଲାଙ୍ଗିର(ପ୍ରେରଣା ଖବର): ବନାଗ୍ନି ନିରାକରଣ ପାଇଁ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଗୌରୱ ଶିୱାଜି ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବଲାଙ୍ଗିର ବନଖଣ୍ଡର ଖଣ୍ଡୀୟ ବନାଧିକାରୀ,  ଅଜିତ ବିଶି,  ଜଙ୍ଗଲରେ ଅଗ୍ନି  ନିବାରଣ ଏବଂ ନିୟନ୍ତ୍ରଣ ନିମନ୍ତେ ବିଭାଗ ଦ୍ଵାରା ନିଆଯାଉଥିବା ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ । 

ବନଖଣ୍ଡର ସହକାରୀ ବନ ସଂରକ୍ଷକ ମାନସ ରଞ୍ଜନ ବେହେରା ପାୱାର ପଏଣ୍ଟ ମାଧ୍ୟମରେ ଜଙ୍ଗଲରେ ନିଆଁ ଲାଗିବାର ମୁଖ୍ୟ କାରଣ, ନିରାକରଣ ଓ ପ୍ରତିରୋଧ ପାଇଁ ବିଭିନ୍ନ ବିଭାଗର ଦାୟିତ୍ୱ ଏବଂ ଗତ ବର୍ଷ (୩ଏଫ- ଫ୍ରୀ ଫାୟର ଫରେଷ୍ଟ) ଜଙ୍ଗଲ ନିଆଁ ମୁକ୍ତ ବଲାଙ୍ଗିର ଜିଲ୍ଲା ନିମନ୍ତେ ଆବଶ୍ୟକ ପଦକ୍ଷେପ ଓ ଯୋଜନା ଉପରେ ସବିଶେଷ ସୂଚନା ପ୍ରଦାନ କରିଥିଲେ । ଜଙ୍ଗଲ ଆଭ୍ୟନ୍ତରୀଣ ତଥା ଜଙ୍ଗଲ ସୀମାବର୍ତ୍ତୀ ଅଞ୍ଚଳରେ ଅଗ୍ନି ପ୍ରଶମନ ରେଖା ସୃଷ୍ଟି କରାଯାଉଅଛି । ଯେଉଁ ଅଞ୍ଚଳର ଲୋକମାନେ ଚାଷ ଉଦ୍ଦେ‌ଶ୍ୟରେ ଜଙ୍ଗଲରେ ନିଆଁ ଲଗାଉଛନ୍ତି ସେମାନଙ୍କୁ ସଚେତନ କରିବା ନିମନ୍ତେ ବନଖଣ୍ଡ ଏବଂ ରେଞ୍ଜସ୍ତରୀୟ ବନ ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଗୁଡ଼ିକ କରାଯାଉଛି । ଏଥିସହିତ ବନାଗ୍ନି ଅବରୋଧକ ପ୍ରଶିକ୍ଷିତ ଦଳ ଗଠନ କରାଯାଇ ବନାଗ୍ନି ନିର୍ବାପନ ମକ ଡ୍ରିଲ, ବନାଗ୍ନି ନିର୍ବାପନ ନିମନ୍ତେ ଅଗ୍ନି ସୁରକ୍ଷା ଦଳ /ଫାୟାର ପ୍ରୋଟେକ୍‌ଶନ ସ୍କ୍ୱାର୍ଡ ଗଠନ କରାଯାଇଛି । ବନାଗ୍ନି ପ୍ରଶମନରେ ସକ୍ରିୟ ଭାଗିଦାରୀକୁ ଅନୁଭବ କରି ଆବଶ୍ୟକ ମୁତାବକ ବନ ସୁରକ୍ଷା ସମିତିର ସମ୍ପୃକ୍ତି ଅନୁଯାୟୀ ସହାୟତା ରାଶି ପ୍ରଦାନ, ୨୪x୭ କଣ୍ଟ୍ରୋଲ ରୁମ୍ ସ୍ଥାପନ କରାଯିବ । 

ଏହି ବୈଠକରେ ଜିଲ୍ଲା ପଞ୍ଚାୟତ ଅଧିକାରୀ ସରୋଜ କୁମାର ମେହେର, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ, ବନ ସଂରକ୍ଷକ ମୁରାରୀ ପ୍ରସାଦ ପଣ୍ଡା, ବନ ସଂରକ୍ଷକ ସୁମନ ମାଝୀ, ଅଗ୍ନିଶମ ଅଧିକାରୀ, କୃଷି ଅଧିକାରୀ, ବଲାଙ୍ଗିର ବନଖଣ୍ଡର ସମସ୍ତ ରେଞ୍ଜ ଅଧିକାରୀ, ଫୋରେଷ୍ଟର ଓ ଫୋରେଷ୍ଟ ଗାର୍ଡ ଯୋଗଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026

You Might Also Like