-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ପାଟଣେଶ୍ୱରୀ ୧୫୦ ବର୍ଷ ପୁର୍ତ୍ତିରେ ଶୁଭସ୍ତମ୍ଭ ସ୍ଥାପନ

09-Jan-2026



ଫେବୃୟାରୀ ୧ ରୁ ୪ ପର୍ଯ୍ୟନ୍ତ ଝଲସିବ ପାଟଣେଶ୍ୱରୀ ମନ୍ଦିର

ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଇଷ୍ଟଦେବୀ ମାଁ ପାଟଣେଶ୍ୱରୀ ମନ୍ଦିର ୧୫୦ ବର୍ଷ ପୁର୍ତ୍ତି ଅବସରରେ ଦେବାଳୟ ଐତିହ୍ୟ ଟ୍ରଷ୍ଟ ପକ୍ଷରୁ ମହୋତ୍ସବ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଜୋରଶୋର ରେ ଚାଲିଥିବା ବେଳେ ଆସନ୍ତା ଫେବୃୟାରୀ ୨ ରୁ ୪ ପର୍ଯ୍ୟନ୍ତ ପାଟଣେଶ୍ୱରୀ ମହୋତ୍ସବ ଆୟୋଜିତ ହେବ । ଏହି ଉଦ୍ଦେଶ୍ୟରେ ରାଜପୁରୋହିତ ସନ୍ତୋଷ କୁମାର ଦାଶ ମାଁ ପାଟଣେଶ୍ୱରୀ ରାଶି ନକ୍ଷତ୍ର ଓ ମହାରାଜଙ୍କ ରାଶିନକ୍ଷତ୍ରରେ ରେ ଦିନ ଧାର୍ଯ୍ୟ ହୋଇଥିଲା । ମାଁ ପାଟଣେଶ୍ୱରୀ ମନ୍ଦିର ପରିସରରେ ଶୁଭସ୍ତମ୍ଭ ସ୍ଥାପନ ହୋଇଥିଲା । ପ୍ରଥମେ ମାଁ

ପାଟଣେଶ୍ୱରୀ ଦେବୀଙ୍କ ଗୁପ୍ତପୂଜା କରି ଆଜ୍ଞାମାଳ ଅଣାଯାଇଥିଲା । ବେଦମନ୍ତ୍ର ଓ ତନ୍ତ୍ରରେ ପୂଜା ଆୟୋଜିତ ହୋଇଥିଲା । ପୂଜା ରେ କର୍ତ୍ତାରୂପେ ରାଜ୍ୟସଭା ସାଂସଦ ନରଞ୍ଜର ବିଶି, ପୌରାଧ୍ୟକ୍ଷା ଲିକା ସାହୁ, ଡ. ରୁଦ୍ର ନାରାୟଣ ପଟେଲ, ଦେବାଳୟ ଐତିହ୍ୟ ଟ୍ରଷ୍ଟ ସଭାପତି ଜୟକୃଷ୍ଣ ମିଶ୍ର  ଓ ତାଙ୍କ ଧର୍ମପତ୍ନୀ ଅନିତା ମିଶ୍ର ସଂକଳ୍ପ ନେଇଥିଲେ । ପଣ୍ଡିତ ସନ୍ତୋଷ କୁମାର ମିଶ୍ର, ପଣ୍ଡିତ ରଘୁନାଥ ଶତପଥି, ଅମୀତ ତ୍ରିପାଠି, ମନ୍ଦିର ପୂଜକ ମହେନ୍ଦ୍ର ଦିସ୍ରୀ ବେଦମନ୍ତ୍ର ଉଚ୍ଚାରଣ କରି ପୂଜା ଦାୟିତ୍ୱ ସହଯୋଗ କରିଥିଲେ । ଲଗ୍ନ ଅନୁସାରେ

ଘ.୧୧.୩୦ ମି. ରେ ଶୁଭସ୍ତମ୍ଭକୁ ସ୍ଥାପନା କରି ରାଜପୁରୋହିତ ସ୍ଥାପନ କରିଥିଲେ । ଆଗାମୀ ଦିନରେ ୬୦୦ ରୁ ଉର୍ଦ୍ଧ୍ୱ ମନ୍ଦିର କୁ ମାଁ ଙ୍କ ନିୟତା ନିଜ ବୋଲି କମିିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା । ସୁରେନ୍ଦ୍ର କୁମାର ନେଗୀ, ଅଶ୍ୱିନୀ କୁମାର ପଟ୍ଟନାୟକ, ଦିନେଶ କୁମାର ଶର୍ମା, ରିଣ୍ଟୁ ସାହୁ, ଶମ୍ଭୁ ଶତପଥି, ମୁନା ପଟ୍ଟନାୟକ, ଲଳିତ ପୁଝାରୀ, ଅରୁଣ କୁମାର ମିଶ୍ର, ରସରାଜ ପୁରୋହିତ, ପ୍ରକାଶ ବରେଇ, ଆଶିଷ ମେହେର, ବିଶ୍ୱଜିତ ନାଥ, ବାବୁଲି ନାଏକ, ସଂଗୀତା ଦାଶ, ପ୍ରଶନ୍ନ ମିଶ୍ର ସମେତ ସହରର ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ଯୋଗ ଦେଇଥିଲେ । ଶେଷରେ ପ୍ରଶାନ୍ତ ମହାକୁର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like