-+91-9937148622 |

prerana_bgr@rediffmail.com |

  Wednesday 22nd April 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||      *ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   (21-Apr-2026)       ||      ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   (21-Apr-2026)       ||      ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   (21-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (21-Apr-2026)       ||      ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ    (21-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ    (20-Apr-2026)       ||      ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   (20-Apr-2026)       ||      ବଲାଙ୍ଗୀରର ଦିବ୍ୟମ କେଜ୍ରିୱାଲ ଇତିହାସ ସୃଷ୍ଟି କଲେ♦️ ୟୁ ୧୯ରେ ତିନୋଟି ସ୍ବର୍ଣ୍ଣ ସହ ଚମ୍ପିୟାନ    (20-Apr-2026)       ||      ଟିଟିଲାଗଡ଼ରେ ସାମ୍ବାଦିକଙ୍କୁ ଧମକ, ପୁଲିସ ନିକଟରେ ଅଭିଯୋଗ   (20-Apr-2026)       ||      "ସୁବର୍ଣ୍ଣପୁର ଠାରେ ରଥ ଯାତ୍ରା ପାଇଁ ରଥ କାଠ ଅନୁକୂଳ"- "ତିନି ଠାକୁର ଙ୍କ ନୂଆଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ" "ଦୀର୍ଘ ବର୍ଷ ପରେ ଭକ୍ତ ଦର୍ଶନ କରିବେ ନୂଆଁ ରଥ" -   (20-Apr-2026)       ||      *ବାଲ୍ୟ ବିବାହ ନିରାକରଣ ପାଇଁ ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ବୈଠକ*-   (20-Apr-2026)       ||      *କେରଣ୍ଡି ଗ୍ରାମରେ ପ୍ରତିଷ୍ଠା ହେଲା ମାଁ ଠାକୁରାଣୀଙ୍କ ଭବ୍ୟ ମନ୍ଦିର*   (20-Apr-2026)       ||      ଦଶମ ସିବିଏସଇ ବୋର୍ଡ ପରୀକ୍ଷାରେ ଓଏଭି ଓ ଭିବିଷ୍ୟ ଛାତ୍ରଛାତ୍ରୀଙ୍କ ବାଜିମାତ।   (20-Apr-2026)       ||      ଠିକାଦାର ଓ ପୂର୍ତ୍ତ ବିଭାଗ ବଳପୂର୍ବକ କାମଆରମ୍ଭ କରିବା ପ୍ରତିବାଦରେ କ୍ଷତିଗ୍ରସ୍ତ ଜମିମାଲିକମାନେ ବରୀ ତହସିଲକାର୍ଯ୍ୟାଳୟ ସମ୍ମୁଖରେ ଧାରଣା   (20-Apr-2026)       ||      ସୁଦିପ୍ତା ମହାନ୍ତିଙ୍କ ବିୟୋଗରେ ପ୍ରବାସୀ ଓଡ଼ିଆ ମହଲରେ ଶୋକର ଛାୟା   (20-Apr-2026)       ||     

HOME   ଜିଲ୍ଲା

ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ର ଦ୍ୱିତୀୟ ସନ୍ଧ୍ୟାରେ ଆସାମ ର ବିହୁ ନାଚ ରେ ବିଭୋର ଦର୍ଶକ

09-Jan-2026



(ମନୋରଞ୍ଜନ ତ୍ରିପାଠୀ)
  ସୁବର୍ଣ୍ଣପୁର ଜିଲ୍ଲାର କଳା ସଂସ୍କୃତି ଐତିହ ଓ ବିକାଶ ଧାରାର ବାର୍ତ୍ତାଵହ ୩୨ ତମ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାରେ ହଜାର ହଜାର ସଂଖ୍ୟାରେ ପ୍ରବଳ ଜନ ସମାଗମ  ଦେଖିବାକୁ ମିଳିଥିଲାl ଏହି ଅବସରରେ ସାଂସ୍କୃତିକ ସଭା ଜିଲ୍ଲାପାଳ, ସୁବର୍ଣ୍ଣପୁରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ ସମସ୍ତଙ୍କୁ ଦ୍ଵିତୀୟ ସନ୍ଧ୍ୟାରେ ସମସ୍ତ ଅତିଥି ମାନଙ୍କ ସହିତ ଉପସ୍ଥିତ ଦର୍ଶକମାନଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଥିଲେ।ଏହି ସାଂସ୍କୃତିକ ସଭାରେ ଆରକ୍ଷୀ ଅଧିକ୍ଷକ, ଶ୍ରୀ ନାରାୟଣ ନାୟକ, ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ଶ୍ରୀ ରାଜେନ୍ଦ୍ର ମାଝୀ ଓ ଶ୍ରୀମତି ଅଞ୍ଜଳିନା ପ୍ରଧାନ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ଉପଲକ୍ଷେ ସେମାନଙ୍କର  ଶୁଭେଚ୍ଛା ବାର୍ତ୍ତା ଜନସାଧାରଣଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଥିଲେ।  ସଭା ଶେଷରେ ଉପଜିଲ୍ଲାପାଳ, ସୋନପୁର  ଧନ୍ୟବାଦ୍ ଅର୍ପଣ କରିଥିଲେଦ୍ୱିତୀୟ ସନ୍ଧ୍ୟାରେ ନୃତ୍ୟ ପରିବେଷଣ କରିଥିଲେ ପୁରୀ ର ଗୋଟି ପୁଅ ନୃତ୍ୟ ଦଳ | ଏହା ପରେ ବ୍ଲକ କଳା ସଂସ୍କୃତି ସଂଘ, ବୀରମହାରାଜପୁର, ନୃତ୍ୟ ନିକେତନ, ବିନିକା, ବିଜ୍ଞାପିତ ଅଞ୍ଚଳ ପରିଷଦ, ବିନିକା, ଆଞ୍ଚଳିକ କଳା ପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ, ତରଭା, ରୁମକୁ ଝୁମାନା, ବିନିକା, ରାଇଝରନ, ଝାରସୁଗୁଡ଼ା, ବିନ୍ଦୁ ନୃତ୍ୟ, ଆସାମ, ନଟରାଜ, ବଲାଙ୍ଗୀର, ଜିଲ୍ଲା ସଂସ୍କୃତି ପରିଷଦ, କନ୍ଧମାଳ, ଭାଙ୍ଗଡ଼ା, ପଞ୍ଜାବ, ବ୍ଲକ କଳା ସଂସ୍କୃତି ସଂଘ, ବିନିକା, ଗୁପ୍ତେଶ୍ୱର ଶଙ୍ଖବାଦ୍ୟ, ଗଞ୍ଜାମ ପ୍ରମୁଖ ଦର୍ଶକଙ୍କୁ ରଙ୍ଗା ରଙ୍ଗ କାର୍ଯକ୍ରମରେ ଝୁମେଇ ଥିଲେ |
ଆସାମ ର ବିହୁ ଏବଂ ପଞ୍ଜାବର ଭାଙ୍ଗଡ଼ା ନୃତ୍ୟ ଦଳ ସମସ୍ତଙ୍କୁ ବିମୋହିତ କରି ରଖିଥିଲା | ଫୁଡ୍ କୋର୍ଟ ଓ ପଲ୍ଲୀଶ୍ରୀ ମେଳାର ବିଭିନ୍ନ ଷ୍ଟଲରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ   21-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   21-Apr-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି   21-Apr-2026
  ଜିଲ୍ଲା  
ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   21-Apr-2026
  ଜିଲ୍ଲା  
*ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   21-Apr-2026
  ଜିଲ୍ଲା  
*ରାଜାତୋଟା ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ*   21-Apr-2026
  ଜିଲ୍ଲା  
ଭିନ୍ନକ୍ଷମ ମହିଳା ଙ୍କୁ ନିର୍ମମ ଭାବେ ହତ୍ୟା କଲା ମଦ୍ୟପ ସ୍ଵାମୀ ।   21-Apr-2026
  ଜିଲ୍ଲା  
ଅକ୍ଷିମୁଠି ଅନୁକୂଳ କଲେ ବିଧାୟକ   21-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ   21-Apr-2026
  ଜିଲ୍ଲା  
ବଦଳୁଥିବା କପଡ଼ା, ବଦଳିଥିବା ଅନ୍ଦାଜ୍ କୁ ନେଇ ଏବେ ଜୋରଦାର ଚର୍ଚ୍ଚା।ରାଜନୀତିକୁ ଫେରିବେ କି ପ୍ରଭାତ   21-Apr-2026
  ଜିଲ୍ଲା  
ନିଖିଳ ଓଡିଶା ଆଶା କର୍ମୀ ସଂଘ, ଟିଟିଲାଗଡ଼ ସହରାଞ୍ଚଳ କମିଟି ଓ ବ୍ଲକ କମିଟିର ମିଳିତ ବୈଠକ ଅନୁଷ୍ଠିତ   20-Apr-2026
  ଜିଲ୍ଲା  
ଉତ୍କଳ  କଲେଜ ଅଫ ନର୍ସିଂ ଆଣ୍ଡ ମେଡିକାଲ ସାଇନ୍‌ସ ର  ବାର୍ଷିକୋତ୍ସବ ଓ ଶପଥଗ୍ରହଣ   20-Apr-2026

You Might Also Like