-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଉଚ୍ଚ ଶିକ୍ଷା ବିଭାଗ ମନ୍ତ୍ରୀ ଙ୍କୁ ଭେଟିଲେ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ଶିକ୍ଷକ/ଅଧ୍ୟାପକ

09-Jan-2026



ଭୁବନେଶ୍ବର(ପ୍ରେରଣା ଖବର): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ବିଭିନ୍ନ ଶିକ୍ଷକ/ଅଧ୍ୟାପକ ଏବଂ କର୍ମଚାରୀମାନଙ୍କର ସମସ୍ୟାକୁ ଗୁରୁତ୍ବର ସହ ଗ୍ରହଣ କରି ଏହାର ସମାଧାନ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶ କ୍ରମେ ଶ୍ରୀ ଅଶୋକ କୁମାର ତ୍ରିପାଠୀ (ଅବସର ପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ)ଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଥିବା ଉଚ୍ଚସ୍ତରୀୟ କମିଟି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି।

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ବିଶ୍ୱ ବିଦ୍ୟାଳୟ ଓ ମହାବିଦ୍ୟାଳୟରେ କାର୍ଯ୍ୟ କରୁଥିବା ଅଧ୍ୟାପକ ଓ କର୍ମଚାରୀମାନଙ୍କ ସମସ୍ୟା ଏବଂ ବିଭିନ୍ନ ଅଧ୍ୟାପକ ଓ କର୍ମଚାରୀ ସଂଘର ଦାବିକୁ ତର୍ଜମା କରିବା ପରେ ଏହାର କିପରି ସମାଧାନ କରାଯାଇ ପାରିବ ସେ ସମ୍ବନ୍ଧରେ ଶ୍ରୀ ତ୍ରିପାଠୀ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜଙ୍କ ସହ ଆଲୋଚନା କରିଥିଲେ।

 

ଏଥିସହ ଉଚ୍ଚଶିକ୍ଷାରେ ଜାତୀୟ ଶିକ୍ଷା ନୀତି-୨୦୨୦ ପ୍ରଣୟନ ହେବା ପରେ ଅଧ୍ୟାପକମାନଙ୍କର ଦକ୍ଷତା ବିକାଶ, ଓଡ଼ିଶା ବିଶ୍ୱ ବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୪ ଲାଗୁ ହେବା ପରେ ବିଶ୍ୱ ବିଦ୍ୟାଳୟରେ ଖାଲି ପଡ଼ି ରହିଥିବା କୁଳପତି ଓ ଅଧ୍ୟାପକ ପଦବୀ ପୂରଣକୁ ତ୍ୱରାନ୍ୱିତ କରିବା, ମହାବିଦ୍ୟାଳୟକୁ ସ୍ୱୟଂ ଶାସିତ ମାନ୍ୟତା ପ୍ରଦାନ ଏବଂ ଖାଲି ରହିଥିବା ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ପଦବୀ ପୂରଣ, ବିଭିନ୍ନ ଅଧ୍ୟାପକ ଓ କର୍ମଚାରୀ ସଂଘ ପକ୍ଷରୁ ରଖାଯାଇଥିବା ନାର୍ଯ୍ୟ ଦାବୀ ପୂରଣ  ଆଦି ସମ୍ପର୍କରେ ଶ୍ରୀ ତ୍ରିପାଠୀ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ।

ଏହି ଅବସରରେ ଉଚ୍ଚ ସ୍ତରୀୟ କମିଟିର ସଦସ୍ୟ ଶ୍ରୀ ଶାନ୍ତନୁ କୁମାର ସାହୁ, ଓଡିଶା ଆର୍ଥିକ ସେବା, ଅର୍ଥ ପରାମର୍ଶଦାତା ତଥା ସ୍ବତନ୍ତ୍ର ଶାସନ ସଚିବ, ସ୍ୱରାଷ୍ଟ୍ର ବିଭାଗ,  ଶ୍ରୀ ସନାତନ ପଣ୍ଡା, ଓଡିଶା ଶିକ୍ଷା ସେବା (ଅବସର ପ୍ରାପ୍ତ), ଶ୍ରୀ ମନୋରଞ୍ଜନ ମିଶ୍ର, ପୂର୍ବତନ ଅଧ୍ୟକ୍ଷ, ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like