-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||     

HOME   ଜିଲ୍ଲା

*ଡାବୁଗାଁ ବନବିଭାଗ ତରଫରୁ ଚଡଉ ୮୩ କଇଁଛ ଉଦ୍ଧାର , ୨ଗିରଫ*

09-Jan-2026



ଡାବୁଗାଁ (ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ବନଖଣ୍ଡ ଅଧିନ ଡାବୁଗାଁ ବନାଞ୍ଚଳର ମାଇଦଲପୁର ସେକ୍ସନରେ ଗୁରୁବାର  ସନ୍ଧ୍ୟା ସମୟରେ ନବରଙ୍ଗପୁର ଜିଲ୍ଲା ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ବେହେରାଙ୍କ ନେତୃତ୍ୱ lରେ ଡାବୁଗାଁ ବନାଞ୍ଚଳ ଅଧିକାରୀ ରାମ ଚନ୍ଦ୍ର  ଭତ୍ରାଙ୍କ ତତ୍ତ୍ଵାବଧାନରେ ୮୩ଟି  କଇଁଛ ଜବତ କରିବା ସହ ୨ଜଣ କଇଁଛ  ବେପାରୀ ଙ୍କୁ ଗିରଫ କରାଯାଇଛି । ସୁଚନା ଯୋଗ୍ୟ ଡାବୁଗାଁ ଥାନା ଅଧୀନ  ଚାଟିଗୁଡା ଗ୍ରାମର ପବିତ୍ର ସରକାର (୩୦)  ଓ ରାମ ପ୍ରାସାଦ  ସରକାର (୩୪) ଏକ ମୋଟସାଇକଲ ନଂ ଓଡ଼ି ୨୪ଜି ୪୫୪୮ ଯୋଗେ ୮୩ଟି କଇଁଛ ବିକ୍ରି କରିବା କୁ ନେଉଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ନବରଙ୍ଗପୁର ବନଖଣ୍ଡ ଅଧିକାରୀ  ଡାବୁଗାଁ ବଣପାଳ ଶ୍ରୀ ଭତ୍ରା ଙ୍କ ଜରୀଆରେ  ମଇଦଲପୁର ଛକ ନିକଟରେ କଇଁଛ ସହ ବେପାରୀଙ୍କୁ ମୋଟରସାଇକଲ ସହ ଧରିଥିଲେ ।  ପରେ ଶୁକ୍ରବାର ଦିନ ଉକ୍ତ ବେପାରୀ ୨ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଉଦ୍ଧାର କଇଁଛ କୁ ଇନ୍ଦ୍ରାବତୀ ଡ୍ୟାମ ରେ ଛଡାଯିବ ବୋଲି ଶ୍ରୀ ଭତ୍ରା ସୁଚନା ଦେଇଛନ୍ତି । ଏହି ସମୟର  ଫରେଷ୍ଟର ମାଧୁସୁଦନ ପାତ୍ର, ଉମାଶଙ୍କର ମିଶ୍ର , ବସନ୍ତ କୁମାର ନାୟକ ଓ ବନାଞ୍ଚଳ ର କର୍ମଚାରୀ ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026

You Might Also Like