-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ଲୋଇସିଂହା ରେଳ ଷ୍ଟେସନମାଷ୍ଟର ଙ୍କୁ ମାହେଶ୍ୱରୀ ସଂଗଠନ ପକ୍ଷରୁ ଏକ ଦାବିପତ୍ର ପ୍ରଦାନ

09-Jan-2026



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ମାହେଶ୍ୱରୀ ସଂଗଠନ ତରଫରୁ ଲୋଇସିଂହା ରେଳପଥ ର ଭୂମିଗତ ପୋଳ(ଅଣ୍ଡର ଗ୍ରାଉଣ୍ଡ) ରାସ୍ତାରେ ଅଲୌକିକରଣ କରିବା ପାଇଁ ଲୋଇସିଂହା ରେଳ ଷ୍ଟେସନମାଷ୍ଟର ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ l ଦାବିପତ୍ର ର ଉଦ୍ଦେଶ୍ୟ ଏହା ଯେ ଲୋଇସିଂହା ଅଂଚଳ ତଥା ଆଖପାଖ ଥିବା ସମସ୍ତ ଗ୍ରାମ ର ଜନସାଧାରଣ ସେହି ରାସ୍ତାଦେଇ ସବୁଦିନ ଯାତାୟତ କରୁଛନ୍ତି l ରାତ୍ରି ସମୟରେ ଯାତାୟତ ସମୟରେ ଲୋକ ଙ୍କୁ ଅନେକ ଅସୁବିଧା ର ସମ୍ମୁଖୀନ ହେବାକୁ ପଡୁଛି l ଯଦି ରେଳ ବିଭାଗ ବିଜୁଳି ବ୍ୟବସ୍ଥା କରି ଆଲୋକ ର ସୁବିଧା କଲେ ଜନସାଧାରଣ ଉପକୃତ ହେବେ ବୋଲି ମାହେଶ୍ୱରୀ ସଂଗଠନ ଦାବିପତ୍ର ମାଧ୍ୟ୍ୟମରେ ଜଣାଇଛି l ଦାବିପତ୍ର ବେଳେ ମାହେଶ୍ୱରୀ ସଂଗଠନ ର ସଂଯୋଜକ ସମୀର କୁମାର ପଧାନ, ମାଧବ ଭୋଇ, ମନୋଜ ମାହାଣା, ସିଲୁ ସେବକ, ଆକାଶ ପଧାନ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like