-+91-9937148622 |

prerana_bgr@rediffmail.com |

  Saturday 26th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ    (25-Sep-2026)       ||      ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   (25-Sep-2026)       ||      ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   (25-Sep-2026)       ||      ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   (25-Sep-2026)       ||      *ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   (25-Sep-2026)       ||      ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   (25-Sep-2026)       ||      ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   (25-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   (25-Sep-2026)       ||      ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   (25-Sep-2026)       ||      ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   (25-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ    (25-Sep-2026)       ||      ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   (25-Sep-2026)       ||      ଛତାମଖନା ଡ୍ୟାମ୍ କ୍ଷତି, ଜଙ୍ଗଲ ନିଆଁ, ପ୍ରବାସୀ ଶ୍ରମିକ ଓ MMDR ସଂଶୋଧନକୁ ନେଇ ସରକାରଙ୍କ ତଥ୍ୟ   (25-Sep-2026)       ||      *ବର୍ଷା ଯୋଗୁଁ ସଲଫ ଗଛ ଘର ଉପରେ ପଡିଲା, ଅଳ୍ପକେ ବର୍ତ୍ତିଲେ ୨ ଭାଇ ଭଉଣୀ*   (25-Sep-2026)       ||      ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||     

HOME   ଦେଶ ବିଦେଶ

ଗାଜିପୁର ସୀମାରେ ତିଆରି ହେଲା ବିଶାଳ କଂକ୍ରିଟ୍ ପାଟେରୀ

02-Feb-2021



ନୂଆଦିଲ୍ଲୀ(ପ୍ରେରଣା ଖବର): ଆସନ୍ତା ୬ରେ ଦେଶବ୍ୟାପୀ ଚକାଜାମ୍‌ କରିବ ବୋଲି କୃଷକ ସଂଗଠନ ଚେତାବନୀ ଦେଇଛି। କୌଣସି ଅଘଟଣକୁ ଲକ୍ଷ୍ୟ ରଖି ଦିଲ୍ଲୀ ଗାଜିପୁର ସୀମାରେ ପୋଲିସର କଡ଼ା ପହରା ଦେଉଛି। କଂକ୍ରିଟ ବ୍ୟାରିକେଡ୍ ଓ୍ୱାଲ ବିଚ୍ ରାସ୍ତାରେ ପକାଯାଇଛି। କଣ୍ଟା ଲାଗିଥିବା ପ୍ଲେଟ କଣ୍ଟା ତାର ବି ପୋଲିସ୍ ବିଛାଇଛି। ଦିଲ୍ଲୀ ଭିତରକୁ ଚାଷୀଙ୍କ ପ୍ରବେଶ ରୋକିବା ଲାଗି ପୋଲିସ କଡା ସୁରକ୍ଷା ବ୍ୟବସ୍ଥା କରିଛି। ଉତ୍ତରପ୍ରଦେଶ ପୋଲିସ ସୀମାକୁ ସିଲ କରିଛି। ସେହିପରି ଦିଲ୍ଲୀ-ହରିଆଣା ସିଙ୍ଘୁ ସୀମାରେ ହରିଆଣା ପୋଲିସ ପକ୍ଷରୁ ୪ ସ୍ତରୀୟ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି। ସିମେଣ୍ଟ ବ୍ୟାରିକେଡ ମଝିରେ ଲୁହା ରଡ଼ ଲଗାଇ ହରିଆଣା ପୋଲିସ ବାଟ ବନ୍ଦ କରିଛି। ସେହିପରି ହରିଆଣା ସୀମାର ଆଉ ଏକ ସ୍ଥାନରେ କଂକ୍ରିଟ ଓ୍ୱାଲ କରାଯାଇ ସୀମା ସିଲ କରାଯାଇଛି।

ସେପଟେ ଆସନ୍ତା ୬ ତାରିଖରେ ଦେଶବ୍ୟାପୀ ରାଜପଥ ଅବରୋଧ ଲାଗି ଚାଷୀ ସଂଗଠନ ଡାକରା ଦେଇଛନ୍ତି। ୬ ତାରିଖ ଅପରାହ୍ନରେ ଚାଷୀମାନେ ୩ ଘଣ୍ଟା ଲାଗି ସମସ୍ତ ଜାତୀୟ ଓ ରାଜ୍ୟ ରାଜପଥ ଅବରୋଧ କରିବେ ବୋଲି କହିଛନ୍ତି। ଏହାକୁ ନେଇ ପୁଣି ଏକ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇପାରେ ବୋଲି ଆଶଙ୍କା କରାଯାଉଛି ଏବଂ ଏହାକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ସେପଟେ ଜାନୁଆରୀ ୨୬ରେ ଦିଲ୍ଲୀରେ କୃଷକଙ୍କ ଆତଙ୍କରାଜକୁ ରୋକିବାକୁ ଯାଇ ଦିଲ୍ଲୀ ପୋଲିସ ଯେଉଁଭଳି କାର୍ଯ୍ୟାନୁଷ୍ଠାନ ନେଇଛି। ସେହି ସପକ୍ଷରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ଯୁକ୍ତି ବାଢିଛି।ଲୋକସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଜି.କିଷନ ରେଡ୍ଡି କହିଛନ୍ତି ଯେ, ସେଦିନ ଦିଲ୍ଲୀ ପୋଲିସ ଆଗରେ ଆଉ କୌଣସି ବିକଳ୍ପ ନଥିଲା। ଆନ୍ଦୋଳନରତ କୃଷକ ମାନେ ଯେଉଁଭଳି ଭାବେ ଦିଲ୍ଲୀରେ ଆନ୍ଦୋଳନ ନାଁରେ ହିଂସାକାଣ୍ଡ ଭିଆଉଥିଲେ, ତାହା ରୋକିବାକୁ ଦିଲ୍ଲୀ ପୋଲିସ ଚରମ ପଦକ୍ଷେପ ନେଇଥିଲା। ହିଂସା ନିୟନ୍ତ୍ରଣ ପାଇଁ ଆନ୍ଦୋଳନକାରୀଙ୍କ ଉପରେ ଲୁହବୁହା ଗ୍ୟାସ ପ୍ରୟୋଗ, ପାଣି ମାଡ ଏବଂ ଲାଠିଚାର୍ଜ କରିବା ଯୁକ୍ତିଯୁକ୍ତ ଥିଲା। ଆନ୍ଦୋଳନ ନାଁରେ ହିଂସାକାଣ୍ଡ ଘଟାଇ ଦିଲ୍ଲୀରେ ଜୋରଜବରଦସ୍ତ ପଶିବାକୁ ଉଦ୍ୟମ କରୁଥିବା ଚାଷୀ, ଦିଲ୍ଲୀ ପୋଲିସ ଆଗରେ ଶକ୍ତ କାର୍ଯ୍ୟାନୁଷ୍ଠାନ ଛଡା ଆଉ କୌଣସି ବିକଳ୍ପ ରଖିନଥିଲେ ବୋଲି ଗୃହରେ ଗୃହ ରାଷ୍ଟ୍ରମନ୍ତ୍ରୀ ଉତ୍ତର ରଖିଛନ୍ତି। ସେପଟେ ଆନ୍ଦୋଳନ ଭିତରେ କେତେଜଣ କୃଷକ ପ୍ରାଣ ହରାଇଛନ୍ତି, ସେନେଇ ଏକ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଏହା ରାଜ୍ୟର ବିଷୟ ବୋଲି କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟରେ ସମବାୟ ବ୍ୟବସ୍ଥା ସୁଦୃଢ଼ ହେବ ♦️ ରାଜ୍ୟବ୍ୟାପୀ ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ   25-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗରେ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ   25-Sep-2026
  ଜିଲ୍ଲା  
ବରପାଲି ତହସିଲ ଛକ ଜୟ ଜଗଦମ୍ବା କ୍ଲବର ଦୁର୍ଗାପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   25-Sep-2026
  ଜିଲ୍ଲା  
ପ୍ରବଳ ବର୍ଷାରେ ରୋଷେଇ ଘର ଭାଙ୍ଗିଲା, ସହାୟତା ପାଇଁ ଗୁହାରି   25-Sep-2026
  ଜିଲ୍ଲା  
*ଡାବୁଗାଁ ରେଞ୍ଜ ଗିରଲିଗୁଡା ଗ୍ରାମରେ ଭାଲୁ ସୁରକ୍ଷା ଡ୍ୟୁଟି*   25-Sep-2026
  ଜିଲ୍ଲା  
ଜଳ ଘେରରେ ଥିବା ସାନ ଦହିଭଟା ଓ ବଡ ଦହିଭଟା ପରିଦର୍ଶନ କଲେ ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ   25-Sep-2026
  ଜିଲ୍ଲା  
ରାଜ୍ୟପାଳ ପୁରସ୍କାର ପାଇଁ ବିନିକା ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟର ରେଡକ୍ରସ ବିଭାଗ ମନୋନୀତ   25-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ବିଶ୍ୱ ଆତ୍ମହତ୍ୟା ନିରୋଧ ସଚେତନତା କାର୍ଯ୍ୟକ୍ରମ   25-Sep-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ସ୍କୁଲ ଗେମ୍ ଟାଏକୋଣ୍ଡୋ ରେ ବଲାଙ୍ଗିର କୁ ୪ଟି ପଦକ   25-Sep-2026
  ଜିଲ୍ଲା  
ଓଡିଶା ଟି-୨୦ ଲିଗ୍‌ରେ ବଲାଙ୍ଗିର ର ତିନି ଯୁବ କ୍ରିକେଟର ସିଏମ୍ ଟ୍ରଫି ୨୦୨୬ ପାଇଁ ଦିବ୍ୟମ, ଓମ୍‌କାର ଓ ଯୋଗେଶ୍ୱର ମନୋନୀତ   25-Sep-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଡିଏଭି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ଜଳ ବିଶୋଧନ ପ୍ରକଳ୍ପ ପ୍ରଦାନ   25-Sep-2026
  ଜିଲ୍ଲା  
ଟିଟିଲାଗଡ଼ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ନମାମି ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ   25-Sep-2026

You Might Also Like