-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ମେଗା ଶିଶିର ସରସ–୨୦୨୬ ପାଇଁ ପ୍ରସ୍ତୁତି ଜୋରଦାର: ପ୍ରଦର୍ଶନୀ ପଡ଼ିଆରୁ ମନ୍ତ୍ରୀଙ୍କ କ୍ଷେତ୍ରସ୍ତରୀୟ ସମୀକ୍ଷା

09-Jan-2026



 

■ମେଳା ପରିସର ସ୍ୱଚ୍ଛ ଓ ପ୍ଲାଷ୍ଟିକମୁକ୍ତ ରଖିବା ଉପରେ ଗୁରୁତ୍ୱ
■ଷ୍ଟଲ୍ ସ୍ଥାପନ, ଆଲୋକ ବ୍ୟବସ୍ଥା, ଅଗ୍ନି ନିରାପତ୍ତା ଓ ସୁରକ୍ଷା ବ୍ୟବସ୍ଥାର ବିସ୍ତୃତ ସମୀକ୍ଷା

ଭୁବନେଶ୍ଵର(ପ୍ରେରଣା ଖବର): ଆରମ୍ଭ ହେବାକୁ ଯାଉଛି ମେଗା ‘ଶିଶିର ସରସ–୨୦୨୬’। ମେଳା ପୂର୍ବରୁ ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ ଭୁବନେଶ୍ଵରସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡ଼ିଆ ପରିଦର୍ଶନ କରି ମେଳା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି।

ସମୀକ୍ଷା ସମୟରେ ସମସ୍ତ ବିଭାଗର ନୋଡାଲ୍ ଅଧିକାରୀଗଣ ମେଳା ପ୍ରସ୍ତୁତି ସମ୍ପର୍କରେ ମନ୍ତ୍ରୀଙ୍କୁ ବିସ୍ତୃତ ବିବରଣୀ ପ୍ରଦାନ କରିବା ସହ ଯଥା ନିର୍ଦ୍ଧାରିତ କାର୍ଯ୍ୟ ସମ୍ପନ୍ନ ହୋଇଛି ବୋଲି ଜଣାଇଥିଲେ। ଏହି ଅବସରରେ ପ୍ରସ୍ତୁତି କାର୍ଯ୍ୟକୁ ପ୍ରଶଂସା କରିବା ସହ ମନ୍ତ୍ରୀ ଅବଶିଷ୍ଟ କାମକୁ ସମୟ ମଧ୍ୟରେ ସମ୍ପନ୍ନ ନିମନ୍ତେ ତ୍ୱରିତ ଗତିରେ କାର୍ଯ୍ୟ କରିବାକୁ ଉପଦେଶ ଦେଇଥିଲେ।ମନ୍ତ୍ରୀ ଶ୍ରୀ ନାଏକ ମେଳା ପରିସରରେ ଷ୍ଟଲ୍ ସ୍ଥାପନ, ଆଲୋକ ବ୍ୟବସ୍ଥା, ଅଗ୍ନି ନିରାପତ୍ତା ବ୍ୟବସ୍ଥା, ସ୍ୱଚ୍ଛତା, ପାନୀୟ ଜଳ ଓ ସୁରକ୍ଷା ବ୍ୟବସ୍ଥା ସହ ପରିଦର୍ଶକମାନଙ୍କ ସୁବିଧା ସମ୍ପର୍କିତ ବ୍ୟବସ୍ଥାକୁ ସମୀକ୍ଷା କରିଥିଲେ। ମେଳାକୁ ସୁସଂଗଠିତ, ପରିଷ୍କାର ଓ ପ୍ଲାଷ୍ଟିକମୁକ୍ତ ଭାବେ ଆୟୋଜନ କରାଯିବା ପାଇଁ

ସେ ସମ୍ପୃକ୍ତ ଅଧିକାରୀଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ଦେଇଥିଲେ ।ସୂଚନାଯୋଗ୍ୟ ଯେ ୧୦ ରୁ ୧୮ ଜାନୁଆରୀ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ମେଳାରେ ୩୪୦ଟି ବିକ୍ରୟ ଷ୍ଟଲ୍ ସହ ଦେଶର ୨୦ଟି ରାଜ୍ୟର କାରିଗର ଓ ସ୍ୱୟଂ ସହାୟକ ଗୋଷ୍ଠୀମାନେ ଅଂଶଗ୍ରହଣ କରିବେ। ବିବିଧ ହସ୍ତଶିଳ୍ପ, ସାଂସ୍କୃତିକ ସନ୍ଧ୍ୟା ଓ ପ୍ରାୟ ୩୦ କୋଟି ଟଙ୍କାର ବ୍ୟବସାୟ ଲକ୍ଷ୍ୟ ସହ ଏହି ମେଗା ମେଳା ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ସହ ଆତ୍ମନିର୍ଭର ଓଡ଼ିଶା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ସାବ୍ୟସ୍ତ ହେବ ବୋଲି ମାନ୍ୟବର ମନ୍ତ୍ରୀ ମତ ପ୍ରକାଶ କରିଛନ୍ତି 


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like