-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ପଞ୍ଚମ ଦିନରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

09-Jan-2026



ବଲାଙ୍ଗିର(ପ୍ରେରଣା ଖବର)- ପୃଥ୍ୱୀରାଜହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡ୍ସ କ୍ଳବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗୀତା ପଞ୍ଚମ ଦିନରେ ପହଁଚିଛି ।  ଆଜିର ଏହି ପ୍ରତିଯୋଗିତାରେ କ୍ଳବର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୂଖ୍ୟ-ଅତିଥି ଭାବରେ ରାଜ୍ୟ ସଭା ସାଂସଦ ନିରଞ୍ଜନ ବିଶି, ସମ୍ମାନିତ ଅତିଥି ଭାବରେ  ବରିଷ୍ଠ ପ୍ରଶାସନିକ ଅଧିକାରୀ ପ୍ରଦୀପ ନାୟକ (IAS), ପୂର୍ବତନ ବରଗଡ଼ ସାଂସଦ ପ୍ରଭାସ ସିଂ, ଟାଉନ ଥାନା ଅଧିକାରୀ ଅବନୀ ସାହୁ,ଜେଲର ଉମାଶଙ୍କର ମାଝୀ. ଅତିରିକ୍ତ ତହସିଲଦାର ଅଶୋକ ମିଶ୍ର,

ଶ୍ରୀକାନ୍ତ ଶର୍ମା ,କ୍ଲକର ସଧାରଣ ସମ୍ପାଦକ ଜଗନ୍ନାଥ ମିଶ୍ର ମଂଚାସୀନ ଥିଲେ । ଦୋଳଗୋବିନ୍ଦ ମୁଣ୍ଡା, ରାଜେନ୍ଦ୍ର ଧାରୁଆ, ବିକି ବିଶି, ନିଶାରକାନ୍ତ ନାଗ, ସୁଶାନ୍ତ ନାଗ   ଖେଳ ପରିଚାଳନା କରିଥବା ବେଳେ ମ୍ୟାଚ କମିସନର ଭାବରେ ଶୁନିଲ ଚନ୍ଦ୍ର ବିଶ୍ୱାଲ ରହିଥିଲେ । ଆଜି ପଞ୍ଚମ ଦିନରେ ମୟୁରଭଞ୍ଜ ସ୍ପୋ ଟସ ହଷ୍ଟେଲ ଏବଂ ମା ମଙ୍ଗଳା କ୍ଳବ ଢେଙ୍କାନାଳ ଫୁବବଳ କ୍ଳବ ମଧ୍ୟରେ ହୋଇଥିଲା, ନିର୍ଦ୍ଧାରିତ ସମୟ ମଧ୍ୟରେ ଉଭୟ ଦଳ ପରସ୍ପର ୧-୧ ଗୋଲ ଦେଇ ଥିଲେ l ପରିଶେଷରେ ଢେଙ୍କାନାଳ ଦଳ ପେନଲଟି ସୁଟ ଆଉଟ ଜରିଆରେ  ୩-୧ ଗୋଲରେ ମୟୁରଭଞ୍ଜ ଦଳ କୁ ପରାସ୍ତ କରି ସେମି ଫାଇନାଲ କୁ ଉର୍ତ୍ତିନ ହୋଇଥିଲା।  ବିଶିଷ୍ଠ କ୍ରିଡାବିତ ଜୀବନ ସୁନା ଏବଂ ସଂଜୀବ ମହାରଣା ଙ୍କୁ ଅତିଥିମାନଙ୍କ ଦ୍ୱାରା ସମ୍ମର୍ଦ୍ଧନା କରାଯାଇଥିଲା ।  ପବିତ୍ର ଖୁଣ୍ଟିଆ, ମଧୁ ବନଛୋର, ଲକ୍ଷ୍ମୀ ସ୍ୱାଇଁ, କିଶୋର ଦଣ୍ଡସେନା, ସୋମନାଥ ମିଶ୍ର , ଗୋବିନ୍ଦ ଶତପଥୀ, ସଞ୍ଜୀବ ସାହୁ, ମନୋଜ କୁମାର ମିଶ୍ର,ଆକାଶ ମିଶ୍ର, ସରୋଜ ସାହୁ,, ପୃଥୀରାଜ ବରାଡ, ରାମ ନାଏକ, ସୋନୁ ପଟ୍ଟନାୟକ, ପୂର୍ଣ୍ଣ ତ୍ରୀପାଠୀ, ଦେବେନ ପାତ୍ର,  ଟିକୁ ପରିଚ୍ଚା, ନିତ୍ୟା ପଧାନ, ସରୋଜ ସାହୁ ସନତ ତ୍ରିପାଠୀ, ପୃଥ୍ୱୀରାଜ ବରାଡ଼,ବିକାଶ ସା, ଅରୋ ରଞ୍ଜନ ମହାପାତ୍ର, ବିଦ୍ୟା ସାହୁ, ପ୍ରଦୀପ ସାହୁ, ଅରୁଣ ପଧାନ, ଯତୀନ୍ଦ୍ର ମିଶ୍ର, ସୁଶାନ୍ତ ନେଗୀ ପ୍ରମୁଖ ଉପସ୍ଥିତ ରହି ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ । ଆସନ୍ତା କାଲି ଦ୍ଵିତୀୟ ସେମିଫାଇନାଲ ଢେଙ୍କାନାଳ ଏବଂ ଝାରସୁଗୁଡା   ମଧ୍ୟରେ ଖେଳ ଅନୁଷ୍ଠିତ ହେବ ବୋଲି କମିଟୀ ପକ୍ଷରୁ ସୁଚନା ଦେଇଛନ୍ତି । ସଭାକୁ ଶରତ ନନ୍ଦ ପରିଚାଳନା କରିଥିବା ବେଳେ କ୍ଲବର ସଧାରଣସମ୍ପାଦକ ଶ୍ରୀ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like