-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଓଡ଼ିଶା ଗ୍ରୀଡ୍ ଇନସାଇଟ୍ (ଓଗ୍ରୀ) ପୋର୍ଟାଲର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

09-Jan-2026



ରାଜ୍ୟରେ ଥିବା ୨୦୧ଟି ଗ୍ରୀଡ୍ ସମ୍ପର୍କିତ ସମସ୍ତ ଭୌଗଳିକ ଏବଂ ବୈଷୟିକ ତଥ୍ୟ ଏହି ୱେବସାଇଟରେ ଉପଲବ୍ଧ ରହିବ

ଭୁବନେଶ୍ୱର(ପ୍ରେରଣା ଖବର): ଆଜି ଲୋକସେବା ଭବନ ଠାରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ, ଶକ୍ତି ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଡ଼ିଶା ଗ୍ରୀଡ୍ ଇନସାଇଟ୍ (ଓଗ୍ରୀ ପୋର୍ଟାଲ- ogri.optcl.co.in) ର ଶୁଭାରମ୍ଭ କରିଛନ୍ତି । ରାଜ୍ୟରେ ଥିବା ୨୦୧ଟି ଗ୍ରୀଡ୍ ସମ୍ପର୍କିତ ସମସ୍ତ ଭୌଗଳିକ ଏବଂ ବୈଷୟିକ ତଥ୍ୟ ଏହି ୱେବସାଇଟରେ ଉପଲବ୍ଧ ରହିବ । ଗ୍ରୀଡ୍ ର ଟ୍ରାନ୍ସଫରମେସନ କ୍ଷମତା, ବିଦ୍ୟୁତ୍ ଉପଲବ୍ଧତା, ବର୍ତ୍ତମାନ କେତେ ଲୋଡ ରହିଛି ଆଉ କେତେ ଅଧିକ ନେଇ ହେବ ଏପରି ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସହଜରେ ସମସ୍ତଙ୍କ ପାଖେ ଉପଲବ୍ଧ ହେବ । ଏହି ୱେବସାଇଟ ପୁଞ୍ଜି ନିବେଶକ ତଥା ଶିଳ୍ପାନୁଷ୍ଠାନମାନଙ୍କୁ ରାଜ୍ୟର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍ ଉପଲବ୍ଧତା ସମ୍ପର୍କରେ ପ୍ରମାଣିକ ସୂଚନା ପ୍ରଦାନ କରି ନିବେଶ ନିଷ୍ପତ୍ତି ନେବାରେ ବେଶ ସହାୟକ ହେବ ।
ଗ୍ରୀଡ୍ ସବଷ୍ଟେସନରେ ଉପଲବ୍ଧତା ସମ୍ପର୍କରେ ଏପରି ସ୍ପଷ୍ଟତା ରଖିବାରେ ଓଡ଼ିଶା ରାଜସ୍ଥାନ ପରେ ଦ୍ୱିତୀୟ ରାଜ୍ୟ । ଏହି ୱେବସାଇଟ ସରକାରୀ ବିଭାଗ ଓ ନୀତିନିର୍ଦ୍ଧାରକମାନଙ୍କୁ କୌଶଳଗତ ନିଷ୍ପତ୍ତି ନେବାରେ ସହାୟତା କରିବା ସହିତ ରାଜ୍ୟର ବିଦ୍ୟୁତ୍ ସରବରାହ ବ୍ୟବସ୍ଥାର ସମନ୍ୱୟ ରକ୍ଷା କରିବା ପାଇଁ ଏକ ଭରସାଯୋଗ୍ୟ ଡିଜିଟାଲ ପ୍ଲାଟଫର୍ମ ଭାବେ କାର୍ଯ୍ୟ କରିବ । ଏହି ପଦକ୍ଷେପ ରାଜ୍ୟ ସରକାରଙ୍କ ଶିଳ୍ପ ନୀତିର ମୂଳ ଆଧାର ଭାବେ ଥିବା ସ୍ୱଚ୍ଛତା ଏବଂ ବ୍ୟବସାୟ କରିବାର ସହଜ ମନ୍ତ୍ରକୁ ସ୍ପଷ୍ଟଭାବେ ପ୍ରତିଫଳିତ କରେ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଥିଲେ ।
ଏହି ଅବସରରେ ଓପିଟିସିଏଲ୍‌ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଶ୍ରୀ ଭାସ୍କର ଜ୍ୟୋତି ଶର୍ମା ଏବଂ ଓପିଟିସିଏଲ୍‌ର ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like