-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ସପ୍ତାହ ମଧ୍ୟରେ ୩ମୃତ, ଟ୍ରାକ୍ଟର ଧକ୍କାରେ ବାଇକ ଆରୋହୀ ମୃତ, ପଥଚାରୀ ଗୁରୁତର

09-Jan-2026



ଡୁଙ୍ଗୁରିପାଲି- ଗତ ୪ତାରିଖ ଅଙ୍ଗନବୀ ପୋଲ ଉପରେ ବିନିକା ବ୍ଳକର କାଳା-ପୁଚୁରା ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ବେଳେ ଆଜି ଟ୍ରାକ୍ଟର ଧକ୍କାରେ ଜଣକର ଜୀବନ ଚାଲି ଯାଇଛି । ଗତକାଲି ଚିନାୟୁରୀଠାରେ ଦୁଇ ବାଇକ ମଧ୍ୟରେ ମୁହାଁମୁଡି ଧକ୍କା ଫଳରେ ତିନି ଜଣ ଗୁରୁତର ହୋଇଥିଲେ । ପ୍ରାପ୍ତ ସୂଚନା ଅନୁସାରେ ଆଜି ସଂଧ୍ୟାରେ ଲରିଆବାହାଲ ଗ୍ରାମର ମାୟାଧର ବାଗ ଙ୍କ ପୁଅ ଫକିର ବାଗ(୨୨) ଅନ୍ୟ ଜଣେ ସାଙ୍ଗ ଆଦର୍ଶ ପୋଢ ଙ୍କ ସହିତ ୨୬ନମ୍ବର ଜାତୀୟ ରାଜପଥ ବୈଦୁପାଲି ପଟରୁ ଡୁଙ୍ଗୁରିପାଲି ଅଭିମୁଖେ ଆସୁଥିଲେ। । ବିପରୀତ ଦିଗରୁ ଏକ ଟ୍ରାକ୍ଟର ଆସୁଥିବା ବେଳେ ଶିଶୁ ମନ୍ଦିର ଛକ ନିକଟରେ ବାଇକୁ ଧକ୍କା ଦେଇଥିଲା ।ଫଳରେ ଉଭୟେ ବାଇକରୁ ଛିଟିକି ପଡିଥିଲେ । ଏହି ସମୟରେ ରାସ୍ତା କଡରେ ପଶ୍ଚିମବଙ୍ଗର ସୋହେଲ ଖାଁ (ରାଜମିସ୍ତ୍ରୀ) ଯାଉଥିବା ବେଳେ ଉକ୍ତ ବାଇକ ଧକ୍କା ଦେଇଥୁଲା । ଫଳରେ ସେ ମଧ୍ୟ ଗୁରୁତର ଆହତ ହୋଇ ପଡିଥିଲେ । ସ୍ଥାନୀୟ ଲୋକେ ଅଗ୍ନିଶଳ ବିଭାଗକୁ ଖବର ଦେଇଥିଲେ । ସେମାନଙ୍କୁ ଘଟଣା ସ୍ଥଳ ରୁ ଉଦ୍ଧାର କରି ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଫକିର ବାଗଙ୍କୁ ମୃତ ଘୋଷଣା କରିଥିଲେ । ଆଦର୍ଶ ପୋଢ ହାତ ଏବଂ ଗୋଡରେ ଆଘାତ ହୋଇଥିବା ବେଳେ ସୋହେଲ ଖାଁ   ଗୁରୁତର ହୋଇଥିବା ବେଳେ ତାଙ୍କୁ ବୁର୍ଲା ଅଧ‌ିକ ଚିକିତ୍ସା ପାଇଂ ପଠାଯାଇଛି । ଡାକ୍ତରଖାନାରେ

ଡୁଙ୍ଗୁରିପାଲି ପୁଲିସ ଏଏସଆଇ ଏକାମ୍ର ନାହାକ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ବର୍ତମାନ ମୃତ ଦେହ ଡାକ୍ତରଖାନା ରେ ରଖାଯାଇଥିବା ବେଳେ ଆସନ୍ତାକାଲି ବିନିକା ଶବ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି ପୁଲିସ ସୂତ୍ରରୁ ପ୍ରକାଶ । ବର୍ତମାନ ସୁଦ୍ଧା ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଏବଂ ଚାଳକ କୁ ଧରିବାକୁ ପୁଲିସର ଉଦ୍ୟମ ଜାରି ରହିଛି । ଜାତୀୟ ରାଜପଥରେ ଦିନକୁ ଦିନ ଦୁର୍ଘଟଣା ଯେଭଳି ଭାବରେ ଘଟିବାକୁ ଯାଉଛି ଲୋକେ ଘରୁ ବାହାରିବାକୁ ସୁରକ୍ଷିତ ମଣୁ ନାହାନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like