-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ସିଦ୍ଧାର୍ଥ ଜୁନିଅର କଲେଜରେ ନିଶାମୁକ୍ତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଟିତ

09-Jan-2026



ବିନିକା(ହିଂମାଶୁ ଶେଖର ପୁଟେଲ)ବିନିକା ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶାମୁକ୍ତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି ।ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିନିକା ଜେ ଏମ ଏଫ ସି କମ ଚେୟାରମେନ ସୁପ୍ରଭା କୁଣ୍ଡୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିଜ କର୍ମମୟ ଜୀବନ ର କିଛି ଅନୁଭୂତି ଉପରେ ବର୍ଣ୍ଣନା କରି କୁସଙ୍ଗତିର ଉପକାରିତା ଉପରେ ଉପସ୍ଥିତ ଛାତ୍ରଛାତ୍ରୀ ମାନଙ୍କୁ ସଚେତନତାର ବାର୍ତା ଦେଇଥିଲେ ।ଏଥିରେ ମୁଖ୍ୟବକ୍ତା ଭାବେ ବରିଷ୍ଟ ଓକିଲ ସୁବାସ ଚନ୍ଦ୍ର ନାୟକ ନିଶା ସବୁଠାରୁ ବଡ଼ ଆତଙ୍କବାଦୀ ତେଣୁ ଏହା ଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ଥାନା ଅଧିକାରୀ ସତ୍ୟ ନାରାୟଣ ପ୍ରଧାନ ଅପରାଧ ତଥା ଅପରାଧୀ ଠାରୁ ସମ୍ପୂର୍ଣ୍ଣ ଦୂରେଇ ରହିବାକୁ କହିଥିଲେ ।ସେହିପରି ଅଧ୍ୟାପକ ନୀଳମାଧବ ଛତ୍ର ପ୍ରଦୂଷିତ ମାନସିକ ଠାରୁ ନିବୃତ ରହିବାକୁ କହିଥିଲେ ।ପ୍ରାରମ୍ଭରେ ଚିତ୍ତରଞ୍ଜନ ପଣ୍ଡା ଅତିଥି ପରିଚୟ,ଅଧ୍ୟାପକ ଧନେଶ୍ୱର ସାହୁ ସଭା ସଂଯୋଜନା କରିଥିବା ବେଳେ ଶେଷରେ ଖେଳ ଶିକ୍ଷକ ନାରାୟଣ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।କାର୍ଯ୍ୟକ୍ରମରେ ଏ ଏସ ଆଇ ରଞ୍ଜିତ ନାୟକ, ଲାଇବ୍ରେରିଆନ ଗରିବ ସାଳମାଙ୍କ ସମେତ ବିଦ୍ୟାଳୟର ସମସ୍ତ ଷ୍ଟାଫ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like