-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ୟୁଵା: ଯୁବୋଦୟ ଲିଡ଼ ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

09-Jan-2026



ବଲାଙ୍ଗୀର (ପ୍ରେରଣା ଖବର): ଗୀତ ଓ ସୁନ୍ଦର ବକ୍ତବ୍ୟ ଭିତରେ ଆୟୋଜିତ ହୋଇଯାଇଛି ଯୁବୋଦୟ ଲିଡ଼ ସ୍କୁଲର ବାର୍ଷିକ ଉତ୍ସବ  "ୟୁଵା"। ପ୍ରଭୁ ଜଗନ୍ନାଥଙ୍କୁ ପୂଜା କରି ଯୁବୋଦୟ ଲିଡ଼ ସ୍କୁଲର ବାର୍ଷିକ ଉତ୍ସବ  "ୟୁଵା" କୁ ଉଦଘାଟନ କରିଥିଲେ  ଭୀମ ଭୋଇମେଡିକାଲ କଲେଜ ଓ ହସ୍ପିଟାଲ, ବଲାଙ୍ଗୀରର ସିନିୟର୍  ରେଡ଼ିଓଲୋଜିଷ୍ଟ ବିଶିଷ୍ଟ ଅତିଥି ଡ଼ ଦିନେଶ ଅଗ୍ରୱାଲ l ସମ୍ମାନିତ ଅତିଥି ସହକାରୀ  ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀ ଶିବାନନ୍ଦ କର୍ମୀ, ମୁଖ୍ୟ ବକ୍ତା, କିଟ କେରିଅର ଅନୁଷ୍ଠାନର ଡିନ ପ୍ରଫେସର ଡ଼ ପ୍ରିୟଦର୍ଶୀ ବିଶ୍ୱାଳ, ଅତିଥିମାନଙ୍କୁ ସହଯୋଗ କରିଥିଲେ  ଅନୁଷ୍ଠାନର ନିର୍ଦ୍ଦେଶକ ଶ୍ରୀ ଆମ୍ବରୀଶ ଦାଶ  ଏବଂ  ଶିକ୍ଷାନୁଷ୍ଠାନର ସଚିବ ।

 ପ୍ରଫେସର  ପ୍ରିୟଦର୍ଶୀ ବିଶ୍ୱାଳ ତାଙ୍କ ବକ୍ତବ୍ୟରେ କହିଥିଲେ ଆଗାମୀ ସମୟ, ଏକ ବହୁମୁଖୀ ଜ୍ଞାନର ସମୟ। ବହୁ ପ୍ରତିଯୋଗିତାର ଭିଡ ଭିତରେ ନିଜକୁ  ପ୍ରସ୍ତୁତ କରିବାକୁ ଛାତ୍ର ଛାତ୍ରୀ ମାନେ ସେଇ ସମୟ ପାଇଁ ନିଜକୁ ପ୍ରସ୍ତୁତ କରିବାକୁ ଆହ୍ୱାନ ଦେଇଥିଲେ ଓ ମୋବାଇଲ ସ୍କ୍ରିନ ଠାରୁ ଦୂରେଇବା ପାଇଁ  ଚିନ୍ତା କରିବାକୁ, ଚିନ୍ତନରେ ସମୟ ଦେବାକୁ ଅତିଥି ମାନେ କହିଥିଲେ ଓ ନିଜ ଘରକୁ ଏକ ବିଦ୍ୟାଳୟ  କରି ନିଜ ସନ୍ତାନମାନଂକୁ  ଉପଯୁକ୍ତ ଭାବରେ ଗଢିବାକୁ କହିଥିଲେ।ଯୁବୋଦୟ ଅନୁଷ୍ଠାନ ସମୂହ ସମ୍ପାଦିକା ମିତ୍ରବିନ୍ଦା ଦାଶ  ବାର୍ଷିକ ବିବରଣୀ ପଠନ କରିଥିଲେ।ପ୍ରାରମ୍ଭରେ  ମଂଚାସୀନ ଅତିଥି ମାନଂକୁ ଅନୁଷ୍ଠାନ ତରଫରୁ  ଅଙ୍ଗବସ୍ତ୍ର, ଗଛ ଓ ସ୍ମୃତି ଫଳକ ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଥିଲା।
ଯୁବୋଦୟ ର ନିର୍ଦେଶକ ଅମ୍ବରୀଶ ଦାଶ ସଭାପତିତ୍ୱ କରି  ଛାତ୍ର ଛାତ୍ରୀ  ଓ ଅବିଭାବକ ମାନଂକୁ  ଯୁବୋଦୟ ଶିକ୍ଷାଦାନ ର ଶୈଳୀ ଓ  ସ୍ୱତନ୍ତ୍ରତା ତଥା ଉପଲବ୍ଧି  ସମ୍ପର୍କରେ କହିଥିଲେ। ଶିକ୍ଷୟତ୍ରୀ ଦୀପିକା  କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ।
ପରେ ପରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ଶିକ୍ଷଣୀୟ ତଥା

ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା।ସହ ଅଧ୍ୟକ୍ଷା ବିଶ୍ୱବାରା ପୁରୋହିତ  ଓ ଅନ୍ୟମାନେ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।
ସନ୍ଧ୍ୟାକାଳୀନ ରଙ୍ଗାରଙ୍ଗ  କାର୍ଯ୍ୟକ୍ରମରେ ନୃତ୍ୟ ଓ ନାଟକର ଏକ ବିସ୍ମୟକର ସମାହାର ଦେଖିବାକୁ ମିଳିଥିଲା ।
ଛାତ୍ରଛାତ୍ରୀମାନଙ୍କ ପ୍ରଦର୍ଶନର ଗୁଣବତ୍ତା ଦୃଷ୍ଟିରୁ ଏହି ବାର୍ଷିକ ଉତ୍ସବକୁ ବିଦ୍ୟାଳୟର ଏପର୍ଯ୍ୟନ୍ତ ଅନୁଷ୍ଠିତ ସର୍ବୋତ୍ତମ କାର୍ଯ୍ୟକ୍ରମ ଭାବେ ବିବେଚନା କରାଯାଉଛି ।ଦର୍ଶକମାନେ ଏହି ଅନୁଷ୍ଠାନକୁ ଅତ୍ୟନ୍ତ ପ୍ରଶଂସା କରିଥିଲେ ଏବଂ ଅଂଶଗ୍ରହଣକାରୀ ସମସ୍ତ ଛୋଟଛୋଟ କଳାକାରଙ୍କୁ ହୃଦୟସ୍ପର୍ଶୀ ପ୍ରଶଂସା ଜଣାଇଥିଲେ ।କେଉଁ ଏକ ବିଶେଷ ପ୍ରଦର୍ଶନକୁ ସର୍ବୋତ୍ତମ ବୋଲି ଚିହ୍ନିତ କରିବା ଯେ କେତେ କଷ୍ଟକର, ତାହା ବର୍ଣ୍ଣନା କରିବା ବହୁତ କଠିନ । ତଥାପି ଏହା ନିଃସନ୍ଦେହରେ ବଲାଙ୍ଗୀର ସହରରେ ଏକ ନୂତନ ମାନଦଣ୍ଡ ସ୍ଥାପନ କରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like