-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ର ତୃତୀୟ ସନ୍ଧ୍ୟାରେ ପ୍ରବଳ ଭିଡ଼*- *ବଙ୍ଗୀୟ ସନାତନି ଅନୁଷ୍ଠାନ ପଶ୍ଚିମ ବଙ୍ଗ କଳାକାର ଙ୍କ ସଂଗୀତ ରେ ଝୂମିଲେ ଦର୍ଶକ*-

10-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)  ସୁବର୍ଣ୍ଣପୁର ଜିଲ୍ଲାର କଳା, ସଂସ୍କୃତି, ଐତିହ ଓ ବିକାଶ ଧାରାର ବାର୍ତ୍ତାଵହ ୩୨ ତମ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ତୃତୀୟ ସନ୍ଧ୍ୟାରେ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା । ସନ୍ଧ୍ୟା ବେଳେ ପ୍ରଥମେ ପଶ୍ଚିମ ଓଡ଼ିଶାର କଳାକାର ମାନେ ସଙ୍ଗୀତ ପରିବେଷଣ କରି ଦର୍ଶକଙ୍କ ମନ ମୋହିଥିଲେ । ଏହି ଅବସରରେ ଅନୁଷ୍ଠିତ ସାଂସ୍କୃତିକ ସଭା ଜିଲ୍ଲାପାଳ ଡ଼. ନୃପରାଜ ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା ବେଳେ ଡ଼. ସାହୁ ସମସ୍ତ ଅତିଥି ମାନଙ୍କ ସହିତ ଉପସ୍ଥିତ ଦର୍ଶକ ମାନଙ୍କୁ ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରି ଉତ୍ସବକୁ ଶାନ୍ତି ଶୃଙ୍ଖଳାରେ ଉପଭୋଗ କରିବା ସହ କିଣାବିକା କରି ବିଭିନ୍ନ ପାରମ୍ପାରିକ ଖାଦ୍ୟର ଭରପୂର ମଜା ନେବା ପାଇଁ ଅନୁରୋଧ କରିଥିଲେ । ଏହି ସାଂସ୍କୃତିକ ସଭାରେ ମୂଖ୍ୟ ଅତିଥି ପ୍ରଫେସର ଡ. ବିଧୁଭୂଷଣ ମିଶ୍ର, କୁଳପତି ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଜ୍ୟୋତି ବିହାର) ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାୟକ, ପ୍ରଫେସର ଡ. ରଘୁନାଥ ମେହେର ଅବସର ପ୍ରାପ୍ତ ପ୍ରାଧ୍ୟାପକ ସମ୍ବଲପୁର, ସୁଶାନ୍ତ କୁମାର ଦାଶ କୁଳପତି ଗଙ୍ଗାଧର ମେହେର ବିଶ୍ଵବିଦ୍ୟାଳୟ, ପ୍ରଫେସର ଡ.ଗୋପିନାଥ ବାଗ, ଓଡ଼ିଆ ବିଭାଗ ବିଶ୍ବବିଦ୍ୟାଳୟ ସମ୍ବଲପୁର ଯୋଗଦାନ କରି ଲୋକ ମହୋତ୍ସବର ସାମଗ୍ରିକ ସାଜସଜ୍ଜା ବହୁତ୍ ଉଚ୍ଚ କୋଟୀର ହୋଇଥିବାରୁ ଜିଲ୍ଲାପାଳ ଙ୍କୁ ପ୍ରଶଂସା କରିଥିଲେ ।

ସୁବର୍ଣ୍ଣପୁର ମଣିଷ ର ମାଟି, ମନର ମାଟି ଓ ମହାନଦୀ ର ମାଟି ବୋଲି ମତ ରଖି ଆପଣ ଙ୍କ ଜିଲ୍ଲାପାଳ ଜଣେ ସୁନାର ଭଲ ମଣିଷ ବୋଲି ଖୁବ୍ ପ୍ରଶଂସା କରିଥିଲେ । ଶିଳ୍ପ ଓ କଳା ସଂସ୍କୃତି ସହ ଏଠାକାର ପଲ୍ଲୀଶ୍ରୀ ମେଳା ଯୋଡ଼ି ହୋଇଛି ବୋଲି କହିଥିଲେ । ଏହି ଅବସରରେ ଜିଲ୍ଲାପାଳ  ଜନସାଧାରଣ ଆସି ଭରପୁର ମଜା ନେବା ପାଇଁ ଅନୁରୋଧ କରିଥିଲେ । ବିନିକା ସେଣ୍ଟ ଭେଲୀ ସ୍କୁଲ ର ଛାତ୍ରୀ ଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ପରିବେଷଣ କରାଯାଇଥିବା ବେଳେ ଭୀମ ଭୋଇ କଳାକାର ଙ୍କ ଦ୍ଵାରା ସମାପନ ସଙ୍ଗୀତ ଗାନ କରାଯାଇଥିଲା । ସଭା ଶେଷରେ ବୀରମହାରାଜପୁର  ଉପଜିଲ୍ଲାପାଳ ସୁରେନ୍ଦ୍ର ମେହେର ଧନ୍ୟବାଦ୍ ଅର୍ପଣ କରିଥିଲେ । ବିଭିନ୍ନ ସ୍ଥାନରୁ ଆସିଥିବା ସାଂସ୍କୃତିକ ଦଳ ଯଥା ବ୍ଲକ କଳା ପରିଷଦ ସଂଘ ସୋନପୁର, ମହଦା ଦଣ୍ଡନୃତ୍ୟ ଦଳ ବିନିକା, ଓଡିଶୀ ଭୁବନେଶ୍ୱର, ପଏଁରୀ ସୋନପୁର, ବଙ୍ଗୀୟ ସନାତନୀ ସଂସ୍କୃତି ସଂଘ ପଶ୍ଚିମବଙ୍ଗ,ବିହୁ ନୃତ୍ୟ ଆସାମ, ସୟମ ପଡିଆବାହାଲ, ବରଗଡ଼, ନୂତନ କଳା ପରିଷଦ ଫୁଲବାଣୀ, ଝୁମର ହରିୟଣା , ରୂପଶ୍ରୀ କଳା ପରିଷଦ ତରଭା, ପାଇକ ଆଖଡ଼ା ଖୋର୍ଦ୍ଧା, ଢାପ ପାଟଣାଗଡ଼ଙ୍କ ଗୀତ ନାଚ କୁ ବିଳମ୍ବିତ ରାତି ଯାଏ ଅଗଣିତ ଦର୍ଶକ ଉପଭୋଗ କରିଥିଲେ । ଫୁଡ୍ କୋର୍ଟ ଓ ପଲ୍ଲୀଶ୍ରୀ ମେଳାର ବିଭିନ୍ନ ଷ୍ଟଲରେ ଲୋକଙ୍କ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like