-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ସପ୍ତମ ଖଡଙ୍ଗ ଲୋକ ମହୋତ୍ସବ ପାଇଁ ମଶାଲ ଶୋଭାଯାତ୍ରା

10-Jan-2026



କଣ୍ଟାମାଳ(ଜୟକୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ ବନ୍ଧଗୋରା ମକର ପଡିଆରେ ସପ୍ତମ ଖଡଙ୍ଗ ଲୋକ ମହୋତ୍ସବ ଆୟୋଜନ ପାଇଁ ଶୁକ୍ରବାର ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଖୁଣ୍ଟିଗୋରା ସ୍ଥିତ ଜଗନାଥ ମନ୍ଦିରରେ ଗ୍ରାମ ମୁଖିଆ ନରେନ୍ଦ୍ର ସାହୁଙ୍କ ତତ୍ୱାବଧାନ ଏବଂ ମନ୍ଦିର ପୂଜକ ପଣ୍ଡିତ ଜୟରାମ ପାଣିଙ୍କ ପୌରାହିତ୍ୟରେ ପୂଜାକାର୍ଯ୍ୟ  ସମାପନ ହୋଇଥିଲା ।

ମନ୍ଦିରରୁ ଅଜ୍ଞାମାଳ ଆଣି ଘଣ୍ଟ, ଶଙ୍ଖ, ମୁଦଙ୍ଗ ସହ ହୁଳହୁଳି, ହରିବୋଲୋ ଧ୍ଵନି ଓ ନୃତ୍ୟଗୀତ ମଧ୍ୟରେ ନଗର ପରିକ୍ରମା କରି ବନ୍ଧଗୋରା ଧବଳେଶ୍ଵର ମନ୍ଦିରରେ ପହଞ୍ଚି ପୂଜା ଅର୍ଚ୍ଚନା କରାଯାଇଥିଲା । ଏହାପରେ ମହୋତ୍ସବ ମଣ୍ଡମରେ ମୋଚିରାମ ପୁଝାରୀଙ୍କ ପୌରୋହିତ୍ୟରେ ମଶାଲ ସ୍ଥାପନା କରାଯାଇଥିଲା । କାର୍ଯ୍ୟକ୍ରମରେ ପୂର୍ବତନ କଣ୍ଟାମାଳ ବିଧାୟକ ମହିଧର ରଣା ମୁଖ୍ୟଅତିଥି, ଜୋନ-୧ ଜିଲ୍ଲା ପରିଷଦ ସଭ୍ୟା ସୁମିତ୍ରା ସାହୁ, ଖୁଣ୍ଟିଗୋରା ପଞ୍ଚାୟତ ପ୍ରାକ୍ତନ ସରପଞ୍ଚ ସୁନିତା ମାଝୀ,

ଶିକ୍ଷାବିତ୍ ନିଳାଞ୍ଚଳ ଭୋଇ, ଓଡିଶା କୁମ୍ଭକାର ସଙ୍ଘ ରାଜ୍ୟ ଉପସଭାପତି ପ୍ରଶାନ୍ତ ରଣା, କନ୍ଧମାଳ ବିଜେପି ଜିଲ୍ଲା ସାଧାରଣ ସମ୍ପାଦକ ଦେବେନ୍ଦ୍ର କୁଦେଇ, ସମାଜସେବୀ ଅଜିତ ସାହୁ, ଅଭିରାମ ରଣା, ଜିତେନ୍ଦ୍ର କୁଦେଇ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ଯୋଗଦେଇ ଥିଲେ । ମହୋତ୍ସବ କମିଟି  ଆବାହକ ଧୀରୋଜ ଭୋଇ, ସଭାପତି  ମନୋଜ ଦାସ, ସମ୍ପାଦକ ଭକ୍ତ ସାହୁ, ବ୍ୟବସ୍ଥାପକ ଲମ୍ବୋଦର ବେହେରା, କୋଷାଧ୍ୟକ୍ଷ ଗୋପୀନାଥ ସାହୁ, ସଦସ୍ୟ ସୁନିଲ ସାହୁ ଏବଂ କମିଟିର ସମସ୍ତ ସଦସ୍ୟ ମଶାଲ ଶୋଭାଯାତ୍ରାରେ ଉପସ୍ଥିତି ରହି ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like