-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଅଲ୍ ଓଡ଼ିଶା ଇପିଏଫ୍ ପେନସନର୍ସ୍ ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀ ଙ୍କୁ ଦାବୀ ପତ୍ର ପ୍ରଦାନ*- *ଅଣଦେଖା କଲେ ଅହିଂସା ଆନ୍ଦୋଳନ*-

10-Jan-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଅଲ୍ ଓଡ଼ିଶା ଇପିଏଫ୍ ପେନସନର୍ସ୍ ଆସୋସିଏସନ୍ ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ବିଭିନ୍ନ ଦାବୀ ନେଇ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯିବା ସହ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସୁବର୍ଣ୍ଣପୁର ଡେପୁଟି କଲେକ୍ଟରଙ୍କୁ ପ୍ରଦାନ କରାଯାଇଛି । ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସର୍ବନିମ୍ନ ମାସିକ ପେନସନ ୯୦୦୦ ଟଙ୍କା ସହ ସମସ୍ତ ପେନସନର ଙ୍କୁ ଚିକିତ୍ସା ଭତ୍ତା କିମ୍ବା ଆୟୁଷ୍ମାନ ଭାରତ ଯୋଜନାରେ ସାମିଲ କରିବା ସହ ବିଭିନ୍ନ ଦାବି ରହିଥିବା ବେଳେ ଆଗାମୀ ଦିନରେ ସରକାର ତାଙ୍କ ଦାବୀ ପ୍ରତି ଦୃଷ୍ଟି ନ ଦେଲେ ଅହିଂସା ଆନ୍ଦୋଳନ ଜାରି ରହିବା ନେଇ ଗଣମାଧ୍ୟମ ଆଗରେ ଆଜି ସଂଘ ର କର୍ମକର୍ତ୍ତା ପ୍ରକାଶ କରିଛନ୍ତି । ଏଥିରେ ସଙ୍ଘ ର ଭବାନୀ ଶଙ୍କର ପଣ୍ଡା, ବୃନ୍ଦାବନ ରଥ, ବିଜୟ କୁମାର ସାହୁ, ଯଜ୍ଞେଶ୍ଵର ମିଶ୍ର, ଶିବଦତ୍ତ ବେଦବାକ, ସତ୍ୟନାରାୟଣ ପ୍ରଧାନ, ଗୋପାଳ ପଣ୍ଡା, ମୁରଲୀ ମିଶ୍ର, ଶ୍ୟାମ କୁମ୍ଭାର, ମକରଧ୍ବଜ ସେଠୀ, କରୁଣାକର ମେହେର, ସର୍ବେଶ୍ଵର ସେଠୀ, କାହ୍ନୁ ହାତୀ, ସର୍ବେଶ୍ଵର ସାମନ୍ତରାୟ ଙ୍କ ସହ ଅନେକ ସିନିଅର ସିଟିଜେନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like