-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

୧୦ ଦାଦନ ଶ୍ରମିକ ଉଦ୍ଧାର ସହ ଆର୍ଟିକା ଗାଡି ଜବତ, ସର୍ଦ୍ଦାର କୋର୍ଟଚାଲାଣ

10-Jan-2026



ନୂଆପଡ଼ା(ପରମେଶ୍ଵର ମେହେର):  ନୂଆପଡା ଦାଦନ ଶ୍ରମିକ ଚାଲାଣ କରୁଥିବା ଦଲାଲ୍ ଓ ସର୍ଦ୍ଦାର ଙ୍କ ତ୍ରାହି ନାହିଁ, ସଜାଗ ହୋଇ  ପଇତରା ମାରୁଛନ୍ତି ସିନାପାଲି ସିଙ୍ଘମ୍  ପୋଲିସ । ନୂଆପଡା ଜିଲ୍ଲା ସିନାପାଲି ପୋଲିସ ୧୦ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଥିବା ସହିତ ଏକ ଚାରିଚକିଆ ଗାଡି ଜବତକରି ସର୍ଦ୍ଦାରଙ୍କୁ ଗିରଫ କଲାପରେ କୋର୍ଟଚାଲାଣ କରିଥିବା କଥା ଖଡିଆଳ ଏସ୍.ଡି.ପି.ଓ. ଉପେନ୍ଦ୍ର ପ୍ରଧାନ ସିନାପାଲି ଥାନାରେ ଏକ ସାମ୍ୱାଦିକ ସମ୍ମିଳନୀ ଡାକି ସୁଚନା ପ୍ରଦାନ କରିଥିଲେ । ୧୦ ଜଣ ଦାଦନ ଶ୍ରମିକ ମଧ୍ଯରୁ ଜଣେ ନାବାଲକ ଥିବାବେଳେ, ଅଭିଯୁକ୍ତ ସର୍ଦ୍ଦାର ତେଲେଙ୍ଗାନା ରାଜ୍ଯ କେଭି ରଙ୍ଗାରେଡ୍ଡୀ ଜିଲ୍ଲା, ମାଲକ୍ଜଗିରି ଥାନା ଦୁର୍ଗାନଗରର  ମିରୟଲା ରାମୁଲୁ (୬୦)। ପ୍ରାପ୍ତ ସୁଚନା ମୁତାବକ ଏକ ଚାରିଚକିଆ ଆର୍ଟିକା ଯାହାର ନମ୍ୱର ଓଡି୨୬ ଜି ୬୩୩୨ ଗାଡି ଯୋଗେ  ସିନାପାଲି ଥାନା ଗୋଡାଲ ଛକ ଫୋରୱେ ରାସ୍ତା ହାତିବନ୍ଧା ଦେଇ ଦାଦନ ଶ୍ରମିକ ଚାଲାଣ ହେଉଥିବା ସିନାପାଲି ପୋଲିସ ବିଶେଷ ସୁତ୍ରରୁ ଖବର ପାଇଥିଲା। ସେଠୁ ଥାନାଧିକାରୀ ଦୁର୍ଗାମାଧବ ବାଗଙ୍କ ନେତୃତ୍ବରେ ଏକ ପୋଲିସ ଟିମ୍  ଚଢାଉ କରିଥିଲା। ପୋଲିସ ଉକ୍ତ ଶ୍ରମିକ ମାନଙ୍କୁ ଉଦ୍ଧାର କରିବା ସହ ଚାରିଚକିଆ ଗାଡିକୁ ଜବତ କରି  ସର୍ଦ୍ଦାରଙ୍କୁ ଗିରଫ କରିଥିଲା। ଏନେଇ ସିନାପାଲି ଥାନାରେ କେସ୍ ନମ୍ୱର ୬/୨୬ ଅନୁସାରେ ଏକ ମାମଲା ରୁଜୁକରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଥିବା ଏସ୍.ଡି.ପି.ଓ. ଶ୍ରୀ ପ୍ରଧାନ ସୁଚନା ପ୍ରଦାନ କରିଛନ୍ତି। ଏହି ଚଢାଉରେ ସିନାପାଲି ପୋଲିସ ଅଧିକାରୀ ଓ କର୍ମଚାରୀ ସାମିଲ ଥିଲେ। ସିନାପାଲି ପୋଲିସର ଏଭଲି ଚଢାଉ କୁ ଦେଖି  ଅଞ୍ଚଳର ଦାଦନ ଶ୍ରମିକ ଚାଲାଣ ରାକେଟ ରେ ସକ୍ରୀୟ ଥିବା ଦଲାଲ୍ ଓ ସର୍ଦ୍ଦାର ମାନଙ୍କ ମନରେ ଭୟର ବାତାବରଣ ସୃଷ୍ଟି ହୋଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like